ଚିକିଟି ଏନ୍‌ଏସି : ୧୯ ନାମାଙ୍କନ ପତ୍ର କାଏମ

ଚିକିଟି,୧୦ା୩(ଡି.ଏନ.ଏ.):ଚିକିଟି ବିଜ୍ଞାପିତ ଅଞ୍ଚଳ ପରିଷଦର ପୌର ନିର୍ବାଚନ ପାଇଁ ବୁଧବାର ପ୍ରାର୍ଥୀପତ୍ର ଯାଞ୍ଚ ଅନୁଷ୍ଠିତ ହୋଇଥିଲା। ଚିକିଟି ପୌର ପରିଷଦର ବିଭିନ୍ନ ୱାର୍ଡରେ ୧୯ ଜଣ ନାମାଙ୍କନ ପ୍ରାର୍ଥୀ ଦାଖଲ କରିଥିବା ବେଳେ ସମସ୍ତ କାଏମ ରହିଥିବା ନିର୍ବାଚନ ଅଧିକାରୀ ତଥା ଚିକିଟି ତହସିଲଦାର ବିଶ୍ୱ ରଞ୍ଜନ କହଁର କହିଛନ୍ତି। ବିଜେଡି ପକ୍ଷରୁ ୧୨ ୱାର୍ଡରେ ୧୨ ଜଣ ପ୍ରାର୍ଥୀ ଦିଆଯାଇଥିବା ବେଳେ ଭାଜପା ପକ୍ଷରୁ ୧,୨,୩,୮,୧୦,୧୧,୧୨ ଏହିଭଳି ୭ ୱାର୍ଡରେ ପ୍ରାର୍ଥୀ ଦିଆଯାଇଛି। ୪,୫,୬,୭,୯ ୱାର୍ଡରେ ପ୍ରାର୍ଥୀ ଦିଆଯାଇ ନଥିବା ଯୋଗୁଁ ଏହି ୫ ଗୋଟି ୱାର୍ଡରେ ପ୍ରାର୍ଥୀ ଅପ୍ରତିଦ୍ୱନ୍ଦି ଭାବେ ନିର୍ବାଚିତ ହୋଇଥିବା ସ୍ପଷ୍ଟ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ଗ୍ରାମବାସୀଙ୍କ ସହ ଆଲୋଚନା କଲେ ବିଧାୟକ

ଗଞ୍ଜାମ,୧୭ା୫(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ପଞ୍ଚାୟତର ବିଭିନ୍ନ ଗ୍ରାମକୁ ଯାଇ ଉନ୍ନୟନ ପ୍ରସଙ୍ଗରେ ଗ୍ରାମବାସୀଙ୍କ ସହ ଆଲୋଚନା କରିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ।…

ଅସ୍ଥାୟୀ ମଣ୍ଡପରେ ଦେବୀଙ୍କୁ ପୂଜାର୍ଚ୍ଚନା କଲେ ପୂର୍ବତନ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଆସିବେ ଆଉ ୩ ମନ୍ତ୍ରୀ, ୪ ବିଧାୟକ

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ଆଉ ୩ ଦିନ ପରେ ୨୦ ତାରିଖରେ ଉଦ୍‌ଯାପିତ ହେବ। ରବିବାର ପୂର୍ବତନ ମନ୍ତ୍ରୀ ବିକ୍ରମ କେଶରୀ…

‘ପ୍ରକୃତିର ସୁରକ୍ଷା କରିବା ଆମ ସମସ୍ତଙ୍କର କର୍ତ୍ତବ୍ୟ’

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ଚଳିତ ବର୍ଷଠାରୁ ପ୍ରଥମଥର ପାଇଁ ପରିବେଶ ପର୍ଯ୍ୟଟନ (ଇକୋ ଟୁରିଜିମ) ସ୍ଥଳୀଗୁଡ଼ିକରେ ପ୍ରକୃତି ପରିଚୟ…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

ପରକୀୟା ପ୍ରୀତିକୁ କେନ୍ଦ୍ରକରି ଯୁବକଙ୍କୁ ହତ୍ୟା ଉଦ୍ୟମ: କାତି ଜବତ, ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୧୬|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଉଡ଼ିଆ ଗ୍ରାମରେ ପରକୀୟା ପ୍ରୀତିକୁ କେନ୍ଦ୍ରକରି ଶୁକ୍ରବାର ସନ୍ଧ୍ୟାରେ ଗ୍ରାମର ବଳରାମ ପ୍ରଧାନ(୨୬)ଙ୍କ ବେକକୁ କାତିରେ ଚୋଟ…

ଚିତା ବାଘ ଛାଲ, ଅଫୁଟା ବୋମା,ଅସ୍ତ୍ରଶସ୍ତ୍ର ଜବତ: ତିନି ଗିରଫ

ପାତ୍ରପୁର, ୧୬।୫ (ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅଞ୍ଚଳରେ ପୋଲିସ ଚଢ଼ାଉ କରି ଚିତା ବାଘ ଛାଲ ସହ ଅଫୁଟା ବୋମା ଓ…

ଠାକୁରାଣୀ ଯାତ୍ରାର ଆକର୍ଷଣ ବଢ଼ାଉଛନ୍ତି ମାନସିକ ବେଶଧାରୀ, ଆଜି ସାବିତ୍ରୀ ଅମାବାସ୍ୟାରେ…

ଭଞ୍ଜନଗର,୧୬ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ଶନିବାର ୨୧ ଦିନରେ ପହଞ୍ଚିଛି। ଆଉ ୪ ଦିନ ପରେ ଯାତ୍ରା ଉଦ୍‌ଯାପିତ ହେବ। ଆଜି ଅର୍ଥାତ୍‌…

+୩ ଶେଷ ବର୍ଷ ପରୀକ୍ଷାର ଫଳାଫଳ ପ୍ରକାଶ : ବିଶ୍ୱବିଦ୍ୟାଳୟ ର଼୍ୟାଙ୍କରେ ଗଞ୍ଜାମ କଲେଜର ୩ ପିଲା

ଗଞ୍ଜାମ, ୧୫।୫ (ଅନାଥ ତରାଇ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଦ୍ୱାରା ପରିଚାଳିତ ୨୦୨୬ ବର୍ଷର +୩ ଶେଷ ବର୍ଷ ପରୀକ୍ଷାର ଫଳାଫଳରେ ଗଞ୍ଜାମ କଲେଜର ଛାତ୍ରଛାତ୍ରୀମାନେ ଉଲ୍ଲେଖନୀୟ ସଫଳତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri