ଆଫଗାନିସ୍ତାନ ବିସ୍ଫୋରଣ: ଜଣେ ଶିଶୁଙ୍କ ସମେତ ୨ ମୃତ

ହେରାତ,୧୮।୫: ଆଫଗାନିସ୍ତାନର ହେରାତ ଅଞ୍ଚଳରେ ଥିବା ଏକ ରାସ୍ତା କଡ଼ରେ ଶନିବାର ବୋମା ବିସ୍ଫୋରଣ ହେବା ଫଳରେ ଜଣେ ଶିଶୁଙ୍କ ସମେତ ୨ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଟୋଲୋ ନ୍ୟୁଜର ସୂଚନା ମୁତାବକ ଏହି ବିସ୍ଫୋରଣ ସବା ଜିଲାରେ ହୋଇଛି। ଏଥିରେ ଅନ୍ୟ ୧୪ ଆହତ ମଧ୍ୟ ହୋଇଛନ୍ତି। ବିସ୍ଫୋରଣର କାରଣ ଏପର୍ଯ୍ୟନ୍ତ ଜଣାପଡି ନ ଥିବା ବେଳେ କୌଣସି ସଙ୍ଗଠନ ଏଥିପାଇଁ ନିଜକୁ ଦାୟୀ କରି ନାହାଁନ୍ତି। ଘଟଣାର ତଦନ୍ତ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଟି ତଳୁ ମିଳିଲା ୧୧ ଶହ ବର୍ଷ ପୁରୁଣା ସ୍ବର୍ଣ୍ଣମୁଦ୍ରା…

ଜେରୁଜେଲମ୍‌, ୨୫।୮: ମାଟି ତଳୁ ୧୧ ଶହ ବର୍ଷ ପୁରୁଣା ସ୍ବର୍ଣ୍ଣମୁଦ୍ରା ମିଳିଛି। ଇସ୍ରାଏଲ୍‌ର ୟବନେ ସହରରେ ପ୍ରତ୍ନତତ୍ତ୍ୱ ବିଭାଗ ପକ୍ଷରୁ ଖନନ ଜାରି ରହିଥିବାବେଳେ...

ସ୍ବାଧୀନତା ଦିବସ ଅବସରରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ପୁଟିନ

ମସ୍କୋ,୧୫।୮: ଭାରତର ୭୩ ତମ ସ୍ବାଧୀନତା ଦିବସ ଅବସରରେ ରୁଷ ରାଷ୍ଟ୍ରପତି ଭ୍ଲାଡିମିତ ପୁଟିନ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଶୁଭେଚ୍ଛା...

କରୋନା ଟିକାର କୌଣସି ଗ୍ୟାରେଣ୍ଟି ନାହିଁ: ଡବ୍ଲୁଏଚ୍‌ଓ ମୁଖ୍ୟ

ଓ୍ବାଶିଂଟନ୍‌,୨୩।୯: କରୋନା ମହାମାରୀକୁ ରୋକିବା ପାଇଁ ଟିକା ପ୍ରସ୍ତୁତ କରାଯାଉଥିଲେ ମଧ୍ୟ ଏହା କାମ କରିବ କିମ୍ବା ନ କରିବ ଏହାର କୌଣସି ଗ୍ୟାରେଣ୍ଟି ନାହିଁ...

ଖରା ହେଲେ କମିବ କରୋନା ଭାଇରସ ପ୍ରକୋପ!

ଓ୍ବାଶିଂଟନ,୧୪।୩: କରୋନା ଭାଇରସ ଏବେ ବିଶ୍ୱର ପ୍ରାୟ ୪୫ ଦେଶରେ ବ୍ୟାପିଥିବା ବେଳେ ଏବେ ଏହା ସମସ୍ତଙ୍କ ପାଇଁ ଚିନ୍ତାର କାରଣ ପାଲଟିଯାଇଛି। ସୋସିଆଲ ମିଡିଆରେ...

ଏହି ପ୍ରସିଦ୍ଧ ଅଭିନେତାଙ୍କ ପରଲୋକ…

ଲସ୍‌ ଏଞ୍ଜେଲସ୍‌ , ୨୯।୮: ହଲିଉଡ୍‌ ଫିଲ୍ମ ‘ବ୍ଲାକ୍‌ ପାନ୍ଥର’ରେ ମୁଖ୍ୟ ଭୂମିକାରେ ଅଭିନୟ କରିଥିବା ଚାଦ୍‌ଓ୍ବିକ୍‌ ବୋସ୍‌ମ୍ୟାନ୍‌ଙ୍କ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ...

୭୦% ଟିକାକରଣ ପରେ ମଧ୍ୟ ଥମୁନି ଦୈନିକ ସଂକ୍ରମଣ

ୱାଶିଂଟନ,୭।୮: ଆମେରିକା ମହାମାରୀ କରୋନା ବିରୋଧରେ ଲଢେଇ ଜାରି ରଖିଛି। ଏନେଇ ଟିକାକରଣକୁ ଦେଶରେ ଜୋରଦାର କରାଯାଉଛି। ଆମେରିକାରେ ୭୦% ଲୋକଙ୍କୁ ଟିକା ଦିଆଗିଲାଣି। ହେଲେ...

ହସ୍ପିଟାଲର ୩୬ ଗର୍ଭବତୀ ନର୍ସଙ୍କ ମଧ୍ୟରୁ ୨୦ ଜଣ ମା’ହେଲେ

ଗୋଟିଏ ବର୍ଷରେ ଏକ ହସ୍ପିଟାଲର ୩୬ଜଣ ନର୍ସ ଗର୍ଭବତୀ ହୋଇଥିବା ଖବର ସାମ୍ନାକୁ ଆସିଥିବା ବେଳେ ଏବେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି। ସୋସିଆଲ ମିଡିଆରେ ମା’...

ଗୁଗଲ ଡୁଡୁଲରେ ଜୋଶେଫ୍‌ ଏଣ୍ଟୋନିୟୋ: ଫିଲ୍ମରେ ଆଣିଥିଲେ ଆନିମେସନ୍‌ ଜ୍ଞାନକୌଶଳ

ଓ୍ବାଶିଂଟନ,୧୪।୧୦: ଖ୍ୟାତି ସମ୍ପନ୍ନ ପଦାର୍ଥ ବିଜ୍ଞାନୀ ଜୋଶେଫ୍‌ ଏଣ୍ଟୋନିୟୋଙ୍କ ସମ୍ମାନରେ ସୋମବାର ଗୁଗଲ ପକ୍ଷରୁ ଡୁଡୁଲ ପ୍ରଦର୍ଶନ କରାଯାଇଛି। ଜୋଶେଫ୍‌ ଫିଲ୍ମରେ ଫେନାକିସଟିସ୍କୋପ୍‌ ଜ୍ଞାନକୌଶଳର ବ୍ୟବହାର...

Advertisement
Archives

Model This Week