Advertisement
Posted inଜାତୀୟ

ଟିଏମ୍‌ସି ଏମ୍‌ପିଙ୍କ ଗାଡି ଧକ୍କାରେ ଶିଶୁ ମୃତ

କୋଲକତା,୧୬।୧୧: ପଶ୍ଚିମବଙ୍ଗର ମୁର୍ସିଦାବାଦରେ ଏମ୍‌ପିଙ୍କ କାର ଧକ୍କାରେ ଜଣେ ଚାରି ବର୍ଷର ଶିଶୁର ମୃତ୍ୟୁ ଘଟିଛି। ଏହି କାରଟି ତୃଣମୂଳ କଂଗ୍ରେସ ଏମ୍‌ପି ଅବୁ ତାହେର ଖାନଙ୍କର ବୋଲି ଜଣାପଡିଛି। ସେ ମୁର୍ସିଦାବାଦର ଏମ୍‌ପି ଅଛନ୍ତି। ଦୁର୍ଘଟଣା ପରେ ସେ ତୁରନ୍ତ ଶିଶୁଟିକୁ ଡାକ୍ତରଖାନାକୁ ନେଇଥିଲେ। ତେବେ ଚିକିତ୍ସା ସମୟରେ ଶିଶୁଟିର ମୃତ୍ୟୁ ଘଟିଥିଲା। ଏହି ଘଟଣା ପରେ ଡାକ୍ତରଖାନାରେ ପହଞ୍ଚିଥିବା ଶିଶୁର ମାତାପିତା ହଙ୍ଗାମା ସୃଷ୍ଟି କରିଥିଲେ। ଏହି ଦୁର୍ଘଟଣା ସମ୍ପର୍କରେ ଏମ୍‌ପି କହିଛନ୍ତି, ପିଲାଟି ହଠାତ୍‌ କାର ଆଗକୁ ପଶି ଆସିଥିଲେ। ଫଳରେ ଦୁର୍ଘଟଣା ଘଟିଥିଲା। ଆମେ ତାଙ୍କୁ ଡାକ୍ତରଖାନା ମଧ୍ୟ ନେଇଥିଲୁ। ବୋଧହୁଏ ତାଙ୍କର ମସ୍ତିଷ୍କରେ ଆଘାତ ଲାଗିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶପଥ ନେଲେ ସୋନିଆ, ମୁଲାୟମ୍‌

ନୂଆଦିଲ୍ଲୀ,୧୯ା୬(ପି.ଟି.): ସପ୍ତଦଶ ଲୋକ ସଭାର ଦ୍ୱିତୀୟ ଦିବସରେ ମଙ୍ଗଳବାର ଆଉ କେତେକ ସଦସ୍ୟ ଶପଥଗ୍ରହଣ କରିଛନ୍ତି। କଂଗ୍ରେସର ବରିଷ୍ଠ ନେତ୍ରୀ ତଥା ୟୁପିଏ ଅଧ୍ୟକ୍ଷା ସୋନିଆ...

୩ ଜୈଶ୍‌ ଆତଙ୍କବାଦୀ ନିପାତ

ଶ୍ରୀନଗର,୧୭।୫(ପି.ଟି.):ଜମ୍ମୁ-କଶ୍ମୀରର ପୁଲଓ୍ବାମା ଜିଲାରେ ଗୁରୁବାର ସୁରକ୍ଷା ବଳର ଏନ୍‌କାଉଣ୍ଟରରେ ଜୈଶ୍‌-ଇ-ମହମ୍ମଦ(ଜେଇଏମ୍‌)ର ୩ ଆତଙ୍କବାଦୀ ନିହତ ହୋଇଛନ୍ତି। ଗୁଳି ବିନିମୟ ବେଳେ ଜଣେ ଯବାନ ଶହୀଦ ହୋଇଥିବାବେଳେ...

ଚନ୍ଦାପଣ ଠୁଁ ଦୂରେଇ ରହିବାକୁ ଚାହୁଁଛନ୍ତି; ଆପଣାନ୍ତୁ ଏହି ଉପାୟ …

ପରିବର୍ତ୍ତିତ ଜୀବନ ଶୈଳୀରେ ଅତ୍ୟଧିକ ମାନସିକ ଚାପ ଯୋଗୁ କେତେକଙ୍କଠାରେ ଚନ୍ଦାପଣ ଦେଖିବାକୁ ମିଳିଥାଏ। ଚନ୍ଦାପଣ ଯୋଗୁ ଯୁବପିଢ଼ିଙ୍କ ମଧ୍ୟରେ ଏକ ନକାରାତ୍ମକ ଭାବନା ସୃଷ୍ଟି...

‘୨୫ ବର୍ଷ ଧରି ସାପକୁ ଖାଇବାକୁ ଦେଇଥିଲୁ,ଏବେ ସେ ଚିତ୍କାର କରୁଛି’

ମୁମ୍ବାଇ,୩।୩: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ପୂର୍ବତନ ସହଯୋଗୀ ଭାରତୀୟ ଜନତା ପାର୍ଟି (ଭାଜପା)କୁ ଟାର୍ଗେଟ କରିଛନ୍ତି। ଠାକରେ କହିଛନ୍ତି, ଆମେ ୨୫ ବର୍ଷ ଧରି...

୮ଘଣ୍ଟାରେ ୧୮ କିଲୋମିଟର କାନ୍ଧରେ ବୋହି ପ୍ରସୂତିଙ୍କୁ ହସ୍ପିଟାଲ ନେଲେ ପରିବାରଲୋକେ

କୁଲୁ,୧୭।୨: ସବୁ ରାଜ୍ୟରେ ଭଲ ସ୍ବାସ୍ଥ୍ୟସେବା ଯୋଗାଇ ଦିଆଯାଉଛି ବୋଲି ସରକାର ଡିଣ୍ଡିମ ପିଟୁଥିବା ବେଳେ ପ୍ରାୟ ସମୟରେ ଏହାର ନଗ୍ନ ଉଦାହରଣ ଦେଖିବାକୁ ମିଳିଛି।...

ଦେଶର ପ୍ରଥମ ନାଗରିକ ସସ୍ତ୍ରୀକ ମତଦାନ ଅଧିକାର ସାବ୍ୟସ୍ତ କଲେ

ନୂଆଦିଲ୍ଲୀ,୮।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଶନିବାର ମତଦାନ ଜାରି ରହିଛି। ଏହି ଅବସରରେ ଦେଶର ପ୍ରଥମ ନାଗରିକ ରାଷ୍ଟ୍ରପତି ରାମନାଥ କୋବିନ୍ଦ ସସ୍ତ୍ରୀକ ନିଜର...

ସାଢ଼ ୪ ବର୍ଷର ହିସାବ ଦେଲେ ମୁଖ୍ୟମନ୍ତ୍ରୀ …

ଲକ୍ଷ୍ନୌ,୧୯।୯: ଉତ୍ତରପ୍ରଦେଶରେ ୨୦୨୨ରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟରେ ତାଙ୍କ ଶାସନ ସମୟରେ ହୋଇଥିବା ସାଢ଼େ ୪ ବର୍ଷର...

କରୋନା ଚିକିତ୍ସାରୁ ହଟିଲା ପ୍ଲାଜ୍‌ମା ଥେରାପି…

ନୂଆଦିଲ୍ଲୀ,୧୮।୫: ଦେଶରେ କରୋନା ଚିକିତ୍ସା ମାର୍ଗଦର୍ଶିକାରୁ କନଭାଲସେଣ୍ଟ୍‌ ପ୍ଲାଜ୍‌ମା ଥେରାପିକୁ ହଟାଇ ଦିଆଯାଇଛି। ଆଇସିଏମ୍‌ଆର ପକ୍ଷରୁ ଏହି ନିଷ୍ପତ୍ତିି ଗ୍ରହଣ କରାଯାଇଛି। ଏଥିରୁ ସୁଫଳ ମିଳୁ...

Advertisement
Archives

Model This Week