ପୋଖରୀରେ ବୁଡି ଶିଶୁ ପୁତ୍ର ମୃତ ଘଟଣା: ସହାୟତାର ହାତ ବଢ଼େଇଲେ

ଗଞ୍ଜାମ,୨୯।୧୧(ବିଦ୍ୟାଧର ସାହୁ ):ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗାଁ ପୋଖରୀରେ ବୁଡି ଜଣେ ଅଢେଇ ବର୍ଷର ଶିଶୁ ପୁତ୍ରଙ୍କ ମୃତ୍ୟୁ ଘଟିଛିା l ସେହି ଗାଁରେ ଭଡାରେ ରହୁଥିବା ସୁମୁନାଥ ପାତ୍ରଙ୍କ ପୁଅ ବନ୍ଧ ପାଖରେ ବୁଲୁ ଥିବା ବେଳେ ପାଣି ଭିତରକୁ ଗୋଡ଼ ଖସି ଯାଇଥିଲା।ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକଙ୍କ ପରାମର୍ଶ କ୍ରମେ ରେଡ କ୍ରସ ଫଣ୍ଡରୁ ମୃତ ଶିଶୁ ପୁତ୍ରଙ୍କ ବାପା ସୁମୁନାଥଙ୍କୁ ୩୦,୦୦୦/- ଟଙ୍କା ସରକାରୀ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି l ପ୍ରଦାନ ବେଳେ ଗଞ୍ଜାମ ଆର ଆଇ ସୀତାରାମ ସାହୁ,ଭାଜପା ନଗର ସଭାପତି ଭଗବାନ ପ୍ରଧାନ, ବିଧାୟକ ପ୍ରତିନିଧି ରାନୁ ବୈଠାରୁ, ଦୁର୍ଯ୍ୟୋଧନ ରେଡି (ପିତୁ ଭାଇ )ବାପି ଦାସ, ପୂର୍ବତନ କାଉନ୍ସିଲର ରଞ୍ଜନ ବେହେରା ପ୍ରମୁଖ ଉପସ୍ଥିତ ଥିଲେ ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୩ ବର୍ଷ ପରେ ଧାନ ଖଳା ନିର୍ମାଣ ଶେଷ: ବିଡିଓଙ୍କୁ ଧନ୍ୟବାଦ ଜଣାଇଲେ ଚାଷୀବୃନ୍ଦ

କେସିଙ୍ଗା,୨୧।୫(ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଶିରୋଲ ଗ୍ରାମ ପଞ୍ଚାୟତରେ ଚାଷୀଙ୍କ ସୁବିଧା ପାଇ ଗତ ୨୩-୨୪ ଆର୍ଥିକ ବର୍ଷରେ ଖଳା ନିର୍ମାଣ ପାଇଁ…

ମେଲୋଡି ଦେଖିବାକୁ ଯାଇଥିଲେ ଦିନେଶ, ହଠାତ୍‌ ହେଲା ମରଣାନ୍ତକ ଆକ୍ରମଣ: ଆଉ ତା’ପରେ…

ଭବାନୀପାଟଣା,୨୧।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଲାଲ ବାହାଦୁର ଶାସ୍ତ୍ରୀ ଖେଳ ପଡିଆଠାରେ ବୁଧବାର ରାତିରେ ଭବାନୀପାଟଣା ସଦର ବିଧାୟକଙ୍କ ଦ୍ୱାରା ଖେଳ ମେଳା କାର୍ଯ୍ୟକ୍ରମ ଆୟୋଜିତ…

ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ସହକାରୀ ଯନ୍ତ୍ରୀ, ୭ଟି ସ୍ଥାନରେ ଏକକାଳୀନ ରେଡ୍‌

ଗୁଣପୁର,୨୧।୫(ସୁଜାତା ପାଢ଼ୀ) : ଭିଜିଲାନ୍ସ ଜାଲରେ ରାୟଗଡ଼ା କୋଲନରା ବ୍ଲକ୍‌ ଗ୍ରାମ୍ୟ ଜଳ ଯୋଗାଣ ବିଭାଗର ସହକାରୀ ଯନ୍ତ୍ରୀ ମଳୟ କୁମାର ନାୟକ । ଆୟ ବହିର୍ଭୂତ…

ଝାରସୁଗୁଡାରେ ଲଜ୍ଜା, ସମ୍ପର୍କୀୟଙ୍କ ଚିକିତ୍ସା ପାଇଁ ଯାଇଥିବା ବେଳେ ହସ୍ପିଟାଲରେ ନାବାଳିକାଙ୍କୁ ବଳାତ୍କାର

ଝାରସୁଗୁଡ଼ା,୨୧।୫(ଆଶିଷ ରଞ୍ଜନ ଦାଶ): ରୋଗୀ ସେବା ପାଇଁ ଉଦ୍ଦିଷ୍ଟ ପବିତ୍ର ଚିକିତ୍ସାଳୟ ପରିସରରେ ଘଟିଯାଇଛି ଏକ ସଙ୍ଗୀନ ଓ ଅତ୍ୟନ୍ତ ନିନ୍ଦନୀୟ ଘଟଣା। ଝାରସୁଗୁଡ଼ା ଜିଲା ମୁଖ୍ୟ…

ମମତାଙ୍କୁ ଲାଗିଲା ଜୋରଦାର ଝଟକା! ପ୍ରଥମେ ଶୋଚନୀୟ ପରାଜୟ, ଆଉ ଏବେ… ରାସ୍ତାକୁ ଓହ୍ଲାଇବେ ଦିଦି!

କୋଲକାତା,୨୧।୫: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଟିଏମସି ନେତ୍ରୀ ମମତା ବାନାର୍ଜୀଙ୍କ ଚିନ୍ତା ବୃଦ୍ଧି ପାଇଛି। ନିକଟରେ ରାଜ୍ୟ ବିଧାନସଭା ନିର୍ବାଚନରେ ଦମନମୂଳକ ପରାଜୟ ପରେ, ତାଙ୍କୁ…

ପରିବା ବିକାଳିଙ୍କ ଝିଅ ଯୁକ୍ତ ୨ ବିଜ୍ଞାନରେ ଟପ୍ପର: ଜିଲା ପାଇଁ ଆଣିଲେ ଗୌରବ

ମୋହନା,୨୧ା୫(ମନ୍ମଥ ମିଶ୍ର): ବାପା ଜଣେ ପରିବା ବ୍ୟବସାୟୀ, ହେଲେ ଝିଅ ଯୁକ୍ତ ଦୁଇ ବିଜ୍ଞାନରେ ୫୬୦ ନମ୍ବର ଆଣି ଜିଲା ପାଇଁ ଗୌରବ ଆଣିଛନ୍ତି। ଗଜପତି ଜିଲା…

ଏବେ ଗ୍ୟାସ ସିଲିଣ୍ଡର ବୁକିଂ ପାଇଁ ଦେବାକୁ ପଡିବ ଏତେ ଟଙ୍କା! ଜାରି ହେଲା ନୂଆ ଦାମ୍‌

ନୂଆଦିଲ୍‌ଲୀ,୨୧।୫: ପଶ୍ଚିମ ଏସିଆରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଏବଂ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ମୂଲ୍ୟରେ ତୀବ୍ର ବୃଦ୍ଧି ଯୋଗୁଁ, ଘରୋଇ ବଜାରରେ ପେଟ୍ରୋଲ ଏବଂ ଡିଜେଲ…

ରାଗିଯାଇ ପଡ଼ିଆରେ ଏମିତି କାମ କଲେ ହାର୍ଦ୍ଦିକ ପାଣ୍ଡ୍ୟା: BCCI ଦେଲା ଦଣ୍ଡ

ନୂଆଦିଲ୍ଲୀ,୨୧।୫: ଖେଳାଳି ଏବଂ ଦଳ ଅଧିକାରୀମାନଙ୍କ ପାଇଁ ପ୍ରଯୁଜ୍ୟ ଆଇପିଏଲ ଆଚରଣ ସଂହିତା (ସ୍ତର ୧) ଉଲ୍ଲଂଘନ କରି ଫସିଛନ୍ତି ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri