ଖେଳୁଥିବା ବେଳେ ପୋଖରୀରେ ପଡ଼ିଗଲେ ଶିଶୁପୁତ୍ର

ଚାନ୍ଦବାଲି,୨୧।୭(କିଶାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଭୂଇଁବୃତି ଗାଁରେ ଏକ ଅଘଟଣ ଘଟିଛି। ପୋଖରୀରେ ପଡ଼ି ଜଣେ ଶିଶୁପୁତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଶିଶୁ ହେଉଛନ୍ତି ଗାଁର ତପନ ସେଠୀଙ୍କ ପୁଅ ସୌମ୍ୟରଞ୍ଜନ(୩)।

ମିଳିଥିବା ସୂଚନା ମୁତାବକ, ଶିଶୁଟି ଘର ନିକଟରେ ଖେଳୁଥିବା ବେଳେ ପୋଖରୀରେ ପଡ଼ିଯାଇଥିଲେ। ପରିବାର ଲୋକେ ତାଙ୍କୁ ପୋଖରୀରୁ ଉଦ୍ଧାର କରି ଚାନ୍ଦବାଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଶିଶୁପୁତ୍ରଙ୍କୁ ହରାଇ ପରିବାର ଲୋକେ ଭାଙ୍ଗି ପଡିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାରି ଦିଗରୁ ବର୍ଷିବ ଟଙ୍କା! ବୃହସ୍ପତିଙ୍କ ନକ୍ଷତ୍ର ପରିବର୍ତ୍ତନ, ୬ଟି ରାଶି ଉପରେ ହେବ ଧନବର୍ଷା, ଖୋଲିବ ନୂଆ ସୁଯୋଗର…

୨୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୩ ମିନିଟ୍‌ରେ ଦେବଗୁରୁ ବୃହସ୍ପତି(ଗୁରୁ) କର୍କଟ ରାଶିରେ ଥାଇ ଅଶ୍ଳେଷା ନକ୍ଷତ୍ରର ତୃତୀୟ ପଦକୁ ଗୋଚର କରିଛନ୍ତି। ସେ ଅକ୍ଟୋବର…

କ୍ୟାଟ୍ରିନାଙ୍କ ସମର୍ଥନରେ ସଲମାନ, ବିକିଙ୍କ ନିରବତାକୁ ନେଇ ପ୍ରଶ୍ନ; ଭାଇଜାନ୍‌ଙ୍କଠାରୁ ଶିଖ…

ମୁମ୍ବାଇ,୨୦ା୯: ଗଣେଶ ଚତୁର୍ଥୀ ଅବସରରେ ସ୍ୱାମୀ ବିକି କୌଶଲଙ୍କ ସହ ନଜର ଆସିଥିଲେ ଅଭିନେତ୍ରୀ କ୍ୟାଟ୍ରିନା କୈଫ । ଏହା ପରେ ସୋସିଆଲ ମିଡିଆର କିଛି ପେଜ୍‌…

ଗଣେଶ ମେଢ଼ ଭସାଣିବେଳେ ନିଆଁରେ ପୋଡ଼ି ୩ ଶିଶୁ ଆହତ: ପରିବାରକୁ ଭେଟି ପ୍ରଶାସନର ସହାୟତା

ପୁରୁଷୋତ୍ତମପୁର,୨୦ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଗଣେଶ ମୂର୍ତ୍ତି ଭସାଣିବେଳେ ଜେନେରେଟରରୁ ନିଆଁ ଲାଗି ପୋଡ଼ି ଆହତ ହୋଇଥିଲେ ୩ ଶିଶୁ। ଉକ୍ତ ପରିବାରକୁ ଜିଲାପାଳଙ୍କ ନିର୍ଦ୍ଦେଶ…

ଭାଜପାକୁ ନେଇ ଅଖିଳେଶ ଯାଦବଙ୍କ ବଡ଼ ଦାବି, ପ୍ରତି ବିଧାନସଭାରେ କମିବ…

ଲକ୍ଷ୍ନୌ,୨୦ା୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନକୁ ନେଇ ସମାଜବାଦୀ ପାର୍ଟି (ସପା) ନିଜର ସଂଗଠନକୁ ମଜବୁତ କରିବା ଆରମ୍ଭ କରିଛି । ଦଳର ପ୍ରଦେଶ କାର୍ଯ୍ୟକାରିଣୀ ବୈଠକ…

ଦୁଇଦିନ ଧରି ଅନୁଷ୍ଠିତ ହେବ ଘୁମୁସର ଗବେଷଣା ପ୍ରତିଷ୍ଠାନର ବାର୍ଷିକ ସମ୍ମିଳନୀ, ଯୋଗ ଦେବେ…

ଭଞ୍ଜନଗର,୨୦ା୯(ବାବୁଲା ପ୍ରଧାନ): ଘୁମୁସର ଗବେଷଣା ପ୍ରତିଷ୍ଠାନର କାର୍ଯ୍ୟକାରିଣୀ ବୈଠକ ରବିବାର ଭଞ୍ଜନଗରସ୍ଥିତ ପ୍ରତିଷ୍ଠାନ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଆଗାମୀ ଦୁଇଦିନିଆ ବାର୍ଷିକ ସମ୍ମିଳନୀ ସମେତ…

ଗର୍ଭବତୀ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ଦିଅର କହିଲେ…

ବଲାଙ୍ଗୀର,୨୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ କର୍ଲାପିଟା ଗାଁରେ ରବିବାର ବୀଭତ୍ସ ହତ୍ୟାକାଣ୍ଡ ଘଟିଯାଇଛି। ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ୪ ମାସର ଗର୍ଭବତୀ ସ୍ତ୍ରୀ…

ଏଥର ପୋଲିସ ପାଳି, ବର୍ଦ୍ଦିରେ ରହି ସୋସିଆଲ ମିଡିଆରେ ଫଟୋ ଭିଡିଓ ପୋଷ୍ଟ କଲେ…

ଭୁବନେଶ୍ୱର,୨୦ା୯: ଏଣିକି ପୋଲିସ ପାଳି। ରାଜ୍ୟରେ ଶୃଙ୍ଖଳା ଓ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବା ପାଇଁ କମିଶନରେଟ୍‌ ପୋଲିସ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ଗାଇଡ୍‌ଲାଇନ୍‌ ଜାରି…

ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ନେଇ ବଢ଼ିଲା ଚିନ୍ତା: ସମୁଦ୍ର ଛାଡ଼ି କୂଳମୁହାଁ ମତ୍ସ୍ୟଜୀବୀ, ଆଶଙ୍କାରେ ଲୋକେ

ମହାକାଳପଡ଼ା,୨୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସହିତ ସମ୍ଭାବ୍ୟ ବାତ୍ୟା ଅର୍ଣ୍ଣବ ଚିନ୍ତା ବାଇଛି। ଫଳରେ ବିଶେଷ କରି ଉପକୂଳ ଅଞ୍ଚଳ ପାରମ୍ପରିକ ମାଛ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?