ଜଳନ୍ତା ଚୁଲିରେ ପଡ଼ି ଶିଶୁ ଗୁରୁତର

ହାଟଡିହୀ,୧୪।୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ହଦଗଡ଼ ପଞ୍ଚାୟତ ଦଲିକି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି l ଗ୍ରାମର ବାଜୁ ହୋଙ୍କ ସ୍ତ୍ରୀ ବୁଧୁନି ଶନିବାର ରାତିରେ ତରକାରୀ ରୋଷେଇ କରୁଥିଲେ l ସେତିକିବେଳେ ଚୁଲି ପାଖରେ ତାଙ୍କର ଏକ ବର୍ଷର ପୁଅ ଖେଳୁଥିଲେ। ହେଲେ ରୋଷେଇ ପରେ ମା’ ବୁଧୁନି ଚୁଲିରୁ ତରକାରୀ କଡେଇ ଓହ୍ଲାଇ ଘର ଭିତରକୁ ନେଇଥିଲେ। ସେ ଆସି ଦେଖିଲା ବେଳକୁ ପୁଅ ଜଳନ୍ତା ଚୁଲିରେ ପଡି ଯାଇଥିଲେ। ପୁଅଙ୍କୁ ତୁରନ୍ତ ଉଦ୍ଧାର କରି ଆନନ୍ଦପୁର ଉପଖଣ୍ଡ ମେଡିକାଲକୁ ନିଆଯାଇଥିଲା। ଚିକିତ୍ସା ପରେ ଶିଶୁର ସ୍ବାସ୍ଥ୍ୟ ଅବସ୍ଥା ଠିକ୍‌ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥା ଘେରରେ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଛାତ୍ରାବାସରୁ ଛାତ୍ର ନିଖୋଜ

ଦାରିଙ୍ଗବାଡି, ୮।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପୁଣି ଆଉ ଏକ ଅଘଟଣ ଘଟିଛି । ଜଣେ ନବମ ଶ୍ରେଣୀ…

ମାର୍ଚ୍ଚ ପୂର୍ବରୁ ବୋତୋସ୍ବାନାରୁ ଆସିବେ ଚିତା

ନୂଆଦିଲ୍ଲୀ,୮|୨(ପି.ଟି.): ବୋତୋସ୍ବାନାରୁ ପ୍ରଥମ ପର୍ଯ୍ୟାୟରେ କେତେକ ଚିତାବାଘ ଚଳିତ ମାସ ଶେଷ ସୁଦ୍ଧା ଭାରତରେ ଆସି ପହଞ୍ଚତ୍ବେ ବୋଲି ଆଶା କରାଯାଉଥିବା କେନ୍ଦ୍ର ପରିବେଶ ମନ୍ତ୍ରୀ ଭୂପେନ୍ଦ୍ର…

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସିପିଆଇର ବିକ୍ଷୋଭ: ଦାବି ପୂରଣ ନ ହେଲେ…

ଛତ୍ରପୁର,୭ା୨ (ଦିଲ୍ଲୀପ ସାମଲ )- ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ସିପିଆଇ) ପକ୍ଷରୁ ବିଭିନ୍ନ ଦାବି ନେଇ ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri