ଗରମ ଚା’ରେ ବସିପଡ଼ିବାରୁ ଶିଶୁ ଗୁରୁତର

କୋକସରା,୧୨ା୧୦(ଡି.ଏନ୍‌.ଏ.): ଗରମ ଚା’ରେ ବସି ପଡ଼ିବାରୁ ଜଣେ ଶିଶୁ ଗୁରୁତର ହୋଇଛି। କଳାହାଣ୍ଡି ଜିଲା କୋକସରା ଗ୍ରାମର କସ୍ତୁରୀ ନଗରପଡ଼ାରେ ରହୁଥିବା ଚତୁର୍ଭୁଜ ପୋଢ଼ଙ୍କ ୪ ବର୍ଷର ପୁଅ ଗୋବିନ୍ଦ ବୁଧବାର ଚୁଲିରେ ଥିବା ଗରମ ଚା’ରେ ବସି ପଡ଼ିବାରୁ ଗୁରୁତର ହୋଇଛି। ପରିବାର ପକ୍ଷରୁ ଗୋବିନ୍ଦକୁ କୋକସରା ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ହେଲେ ଅଧିକ ଚିକିତ୍ସା ପାଇଁ ଡାକ୍ତର ଜିଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରିଛନ୍ତି। ଗରିବ ପରିବାରର ହୋଇଥିବାରୁ ସରକାରୀ ସହାୟତା ଯୋଗାଇ ଦେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଚର୍ଚ୍ଚାରେ କଳାହାଣ୍ଡିର ଅଧ୍ୟାପକ, ଭିଏତନାମରେ କଲେ….

ଭବାନୀପାଟଣା,୪।୧୦( ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଜୟ ପ୍ରକାଶ ସାନ୍ଧ୍ୟ ଡିଗ୍ରୀ ମହାବିଦ୍ୟାଳୟର ଇଂଲିଶ ଅଧ୍ୟାପକ ତଥା ଜାତୀୟ ସେବା ଯୋଜନା ଅଧିକାରୀ ପ୍ରତାପ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?