Posted inଜାତୀୟ

ସ୍ପାଇଡରମ୍ୟାନ ଭଳିି ୨୦ ଫୁଟ ଛାତରୁ ଡେଇଁଲେ ବାଳକ: ଷ୍ଟଣ୍ଟ ପରିବର୍ତ୍ତେ ମୁଣ୍ଡରୁ ଗୋଡ ଯାଏଁ ଭାଙ୍ଗିଲା ହାଡ଼

ଚଣ୍ଡିଗଡ଼,୨୨।୪: ଆଧୁନିକ ଯୁଗରେ ପିଲାଙ୍କ ମଧ୍ୟରେ ଅନଲାଇନ୍‌ ଗେମ୍‌ର ନିଶା ବୃଦ୍ଧି ପାଇବାରେ ଲାଗିଛି। ଫଳରେ ଖେଳ ପାଇଁ ନିଜ ଜୀବନକୁ ବାଜି ଲଗାଇବାକୁ ମଧ୍ୟ ପଛଉ ନାହାନ୍ତି। ଏଭଳି ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି ପଞ୍ଜାବର ତରନତାରନର  ଶେଖ ଗଁାରେ। ଉକ୍ତ ଗଁ।ର ୧୦ ବର୍ଷର ବାଳକ ହରମନଦୀପଙ୍କୁ ୨୦ ଫୁଟ ଛାତରୁ ଡେଇଁବା ମହଙ୍ଗା ପଡ଼ିଛି। ସୂଚନାଯୋଗ୍ୟ, ହରମନଦୀପ ମୋବାଇଲରେ ଗେମ୍‌ ଖେଳୁଥିବା ବେଳେ ସ୍ପାଇଡରମ୍ୟାନ ଭଳି ସେ ମଧ୍ୟ ଗୋଟିଏ ଛାତରୁ ଅନ୍ୟ ଛାତକୁ ଡେଇଁପାରିବେ ବୋଲି ଭାବିଥିଲେ। ଏଥିପାଇଁ ସେ ଆଖିରେ ପଟି ବାନ୍ଧି ୨୦ ଫୁଟ ଛାତରୁ ତଳକୁ ଡେଇଁଥିଲେ। ହେଲେ ସ୍ପାଇଡରମ୍ୟାନଙ୍କ ଭଳି ଷ୍ଟଣ୍ଟ କରିବା ପରିବର୍ତ୍ତେ ମୁଣ୍ଡରୁ ଗୋଡ ଯାଏଁ ସମସ୍ତ ହାଡ ଭାଙ୍ଗିଯାଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ପରିବାରଲୋକେ ହସ୍ପିଟାଲକୁ ନେଇଥିଲେ। ସେଠାରେ ତାଙ୍କର ମୁଣ୍ଡ, ହାତ ଓ ଗୋଡ଼ରେ ପ୍ଲାଷ୍ଟର ଲାଗିଥିବା ସୂଚନା ମିଳିଛି।  ହରମନଦୀପଙ୍କୁ ସୁସ୍ଥ ହେବା ପାଇଁ ପ୍ରାୟ ୬ମାସ ଲାଗିବ ବୋଲି ଡାକ୍ତର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ହର୍ମୁଜ ପ୍ରଣାଳୀରେ ଜଣେ ଭାରତୀୟ ନାବିକଙ୍କ ମୃତ୍ୟୁ ପରେ ଆକ୍ସନରେ ଭାରତ ସରକାର

ନୂଆଦିଲ୍ଲୀ,୧୪।୭: ହର୍ମୁଜ ପ୍ରଣାଳୀରେ ୟୁଏଇ ଟ୍ୟାଙ୍କର ଉପରେ ଆକ୍ରମଣ ପରେ ଜଣେ ଭାରତୀୟ ନାବିକଙ୍କ ମୃତ୍ୟୁ ହୋଇଛି, ଯାହା ଭାରତ ସରକାରଙ୍କୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ…

ଟ୍ରେନରେ ଚତୁର୍ଥୀ ପରେ ଏବେ ରୁଦ୍ରାଭିଷେକ, ଭାଇରାଲ ହୋଇଛି ଭିଡିଓ

ନୂଆଦିଲ୍ଲୀ,୧୪ା୭: ନିକଟରେ, ଏକ ଟ୍ରେନରେ ଫୁଲ ସଜା ହୋଇ ଚତୁର୍ଥୀ ରାତି ପାଇଁ ଆୟୋଜନ ହୋଇଥିବା ଭିଡିଓ ଭାଇରାଲ ହୋଇଥିଲା । ବର୍ତ୍ତମାନ ଚଳନ୍ତା ଟ୍ରେନରେ ପୂଜା…

ଜାତିସଂଘ ସୁରକ୍ଷା ପରିଷଦରେ ସଦସ୍ୟତା ପାଇଁ ଅଣ୍ଟା ଭିଡ଼ିଲା ଭାରତ

ନୂଆଦିଲ୍ଲୀ,୧୪।୭:ଭାରତ ୨୦୨୮-୨୯ କାର୍ଯ୍ୟକାଳ ପାଇଁ ଜାତିସଂଘ ସୁରକ୍ଷା ପରିଷଦ (UNSC)ର ଅସ୍ଥାୟୀ ସଦସ୍ୟ ହେବା ପାଇଁ ନିର୍ବାଚନ ଅଭିଯାନ ଆରମ୍ଭ କରିଛି। ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର…

ନା ଘର ନା ଗାଡ଼ି…, ଭାଜପା ପ୍ରାର୍ଥୀ ନୀରଜ ସିହ୍ନାଙ୍କ ସମ୍ପତ୍ତି ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ

ପାଟନା,୧୪।୭: ବାଙ୍କିପୁର ବିଧାନସଭା ଉପନିର୍ବାଚନ ପାଇଁ ସୋମବାର (ଜୁଲାଇ ୧୩) ଭାଜପା ପ୍ରାର୍ଥୀ ନୀରଜ ସିହ୍ନା ତାଙ୍କର ନାମାଙ୍କନ ଦାଖଲ କରିଥିଲେ। ତାଙ୍କ ଶପଥପତ୍ରରୁ କିଛି ବିବରଣୀ…

ଖେଳ ପଡ଼ିଆରେ ଲିଭିଗଲା ଜୀବନ ଦୀପ, ୨୨ ବର୍ଷୀୟ କ୍ରିକେଟରଙ୍କ ମୃତ୍ୟୁ

ଶ୍ରୀନଗର,୧୪।୭: ଜମ୍ମୁ କଶ୍ମୀରର ଡୋଡା ଜିଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଭାଦେରୱା ଅଞ୍ଚଳର ୨୨ ବର୍ଷୀୟ କ୍ରିକେଟର ସୁହେଲ ଅହମ୍ମଦ ଜୁଲାଇ ୧୩…

ପ୍ରେମରେ ଅନ୍ଧ ହେଲେ ୯ ସନ୍ତାନର ମା’, କାଠ ଫାଳିଆରେ ଛେଚି ସ୍ବାମୀଙ୍କୁ ହତ୍ୟା

ନୂଆଦିଲ୍ଲୀ,୧୪।୭: ଗୁଜୁରାଟର ବନାସକାଣ୍ଠା ଜିଲାରୁ ଏକ ଚାଞ୍ଚଲ୍ୟକର ହତ୍ୟା ମାମଲା ସାମ୍ନାକୁ ଆସିଛି। ପ୍ରାରମ୍ଭରେ, ଘଟଣାଟି ପ୍ରାକୃତିକ କିମ୍ବା ସାଧାରଣ ମୃତ୍ୟୁ ମାମଲା ପରି ମନେ ହେଉଥିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri