ମୁକ୍ତ ହେବ ବାଲ୍ୟ ବିବାହ: ବାହାରିଲା ସାଇକେଲ ଶୋଭାଯାତ୍ରା

ବଡବିଲ,୨୭।୧(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡବିଲର ବିଭିନ୍ନ ସ୍ଥାନରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଆଇନ ବିଭାଗର ବଡବିଲ ତାଲୁକ ଆଇନ ସେବା ସମିତି ପକ୍ଷରୁ ବାଲ୍ୟ ବିବାହ ମୁକ୍ତ ଭାରତ ପାଇଁ ଏକ ସଚେତନତା ସାଇକେଲ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରିଥିଲ।

ବଡବିଲ ଜେଏମ୍‌ଏଫସି କୋର୍ଟ ପରିସରରେ ଜେଏମ୍‌ଏଫସି ପ୍ରଥମ ମଲ୍ଲିକା ଗୋଏଙ୍କା ଜାତୀୟ ପତାକା ଉତ୍ତୋଳନ କରିଥିଲା ବେଳେ ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଇ ଉତ୍ସବ ପଡିଆରେ ବଡବିଲ ପୌରାଧ୍ୟକ୍ଷ ଲକ୍ଷବଚ୍ଚ ମହାନ୍ତ ଏବଂ ସାମାଜିକ କର୍ମୀ ବିଜୟ ମହାନ୍ତି ପତାକା ଉତ୍ତୋଳନ କରିଥିଲେ।

ସେହିପରି ତାଲୁକ ଆଇନ ସେବା ସମିତି ପକ୍ଷରୁ ବାଲ୍ୟ ବିବାହମୁକ୍ତ ଭାରତ ପାଇଁ ଶିଳ୍ପ ତାଲିମ ଅନୁଷ୍ଠାନର ଛାତ୍ରୀମାନଙ୍କୁ ନେଇ ଏକ ସାଇକେଲ ଶୋଭାଯାତ୍ରାର ଆୟୋଜନ କରାଯାଇଥିଲା। ଶୋଭାଯାତ୍ରାକୁ ସମିତି ଅଧ୍ୟକ୍ଷା ତଥା ଜେଏମଏଫସି ପ୍ରଥମ ମଲ୍ଲିକା ଗୋଏଙ୍କା ଏବଂ ଜେଏମ୍‌ଏଫସି ଦ୍ୱିତୀୟ ଶ୍ରେୟା ଶତପଥୀ ଶୁଭାରମ୍ଭ କରିଥିଲେ। ଏହି ସମୟରେ କୋର୍ଟ କର୍ମଚାରୀ, ସରକାରୀ ଓକିଲ ଏବଂ ଆଇନଜୀବୀ ପ୍ରମୁଖ ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କୁ ମିଳିବ ସମ୍ମାନଜନକ ‘ଡିଜିପି ଡିସ୍କ ଆୱାର୍ଡ’,ଛୁଟିଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୧୯।୩(ଦିଲ୍ଲୀପ ସାମଲ): ପୋଲିସ ସେବାରେ ନିଜର ଉଲ୍ଲେଖନୀୟ କୃତିତ୍ୱ ଓ ଦକ୍ଷତା ପାଇଁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ‘ଡିଜିପି ଡିସ୍କ ଆୱାର୍ଡ’…

IPL 2026 ପୂର୍ବରୁ CSKକୁ ବଡ଼ ଝଟ୍‌କା, ପୁରା ସିଜନ୍‌ରୁ ବାଦ୍‌ ପଡ଼ିଲେ ଘାତକ ବୋଲର୍‌…

ନୂଆଦିଲ୍ଲୀ,୧୯।୩: ଗତ ସିଜନର ଖରାପ ପ୍ରଦର୍ଶନକୁ ପଛରେ ପକାଇ ଆଇପିଏଲ୍‌ ୨୦୨୬ରେ ନୂଆ ଆଶା ଓ ଉତ୍ସାହ ସହ ପଡ଼ିଆକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଥିବା ଚେନ୍ନାଇ ସୁପର…

କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା, ମଣ୍ଡିରେ ଭିଜିଲା ଧାନ

ମାଥିଲ,୧୯।୩(ସୁବାଷ ଚନ୍ଦ୍ର ଖୁଡୁପିଆ) ମାଲକାନଗିରି ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ପବନ ସାଙ୍ଗକୁ କୁଆପଥର ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ବର୍ଷା ଯୋଗୁ ମାଲକାନଗିରି ଜିଲା…

ଭତ୍ତା ନେବାକୁ ଆସିଥିଲେ ଲୋକେ, ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଆଉ ତା’ ପରେ…

ଦିଗପହଣ୍ଡି,୧୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଜକର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଅପରାହ୍ନରେ ମହୁମାଛି ଆକ୍ରମଣରେ ୪ ଜଣ ଆହତ…

ଦୁଇ ବସ୍‌ ମୁହାଁମୁହିଁ, ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ…

ମୋହନା,୧୯ା୩(ମନ୍ମଥ ମିଶ୍ର): ଘରୋଇ ଯାତ୍ରୀବାହୀ ବସ୍‌ ସହ ମୁଖ୍ୟମନ୍ତ୍ରୀ ବସ୍‌ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୪ ଜଣ ଆହତ ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ…

ଓଡ଼ିଶାର ଏହି ଜିଲାରେ ରହିଛି ହୀରାଖଣି, ସୂଚନା ଦେଇ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୯ା୩: ଓଡ଼ିଶାରେ ମିଳିଛି ହୀରାଖଣିର ସନ୍ଧାନ। ତେବେ ରାଜ୍ୟର ନୂଆପଡ଼ା ଜିଲାରେ ଏହି ଖଣିର ସନ୍ଧାନ ମିଳିଛି। ନୂଆପଡ଼ାର କାଲମିଦାଦରଠାରେ ହୀରା ପଥର ଚିହ୍ନଟ କରାଯାଇଥିବା ନେଇ…

ତଣ୍ଟି ଚିପି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ପୋଲସରା,୧୯।୩: ଗଞ୍ଜାମ ଜିଲା ପୋଚାଲୁଣ୍ଡି ଗାଁରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପାରିବାରିକ କଳହରୁ ସ୍ତ୍ରୀଙ୍କ ତଣ୍ଟି ଚିପି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

କ୍ରସ୍‌ ଭୋଟିଂ ନେଇ ସୁବାସିନୀଙ୍କ ବଡ଼ ଖୁଲାସା, କହିଲେ ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍‌ ଦେଇଛି

ଭୁବନେଶ୍ୱର,୧୯ା୩: କ୍ରସ୍‌ ଭୋଟିଂ ଅଭିଯୋଗ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଧାୟିକା ସୁବାସିନୀ ଜେନା। ସେ କହିଛନ୍ତି, ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri