Posted inଫୁରସତ

ଲକ୍ଷେ ଟଙ୍କାର ଖାଇବା ମଗାଇଲା ଶିଶୁ

ୱାଶିଂଟନ୍‌: ନିକଟରେ ଜଣେ ୬ ବର୍ଷୀୟ ବାଳକ ଏକ ଖାଦ୍ୟ ଡେଲିଭରି କମ୍ପାନୀରୁ ୧ ଲକ୍ଷ ଟଙ୍କାର ଖାଦ୍ୟ ଅର୍ଡର କରିଥିବା ଜଣାପଡ଼ିଛି। ଆମେରିକା ମିଚିଗାନ୍‌ରେ ରହୁଥିବା କିଥ୍‌ ଷ୍ଟୋନ୍‌ହାଉସ୍‌ ତାଙ୍କ ପୁଅର ଏପରି କାଣ୍ଡ ବିଷୟରେ ଫେସ୍‌ବୁକ୍‌ରେ ସୂଚନା ଦେଇଛନ୍ତି। ଗତ ଶନିବାର ରାତିରେ କିଥ୍‌ଙ୍କ ଘରର ଡୋର ବେଲ୍‌ ବାରମ୍ବାର ବାଜିବା ଏବଂ ଖାଦ୍ୟ ଅର୍ଡର ଆସିବା ପରେ ସେ ଏନେଇ ଜାଣିବାକୁ ପାଇଥିଲେ। ସେହିଦିନ ସାରେ କିଥ୍‌ଙ୍କ ସ୍ତ୍ରୀ ତାଙ୍କ ସାଙ୍ଗଙ୍କ ସହ ବାହାରକୁ ମୁଭି ଦେଖିବାକୁ ଯାଇଥିଲେ। ଘରେ କିଥ୍‌ ଏବଂ ତାଙ୍କ ୬ ବର୍ଷର ପୁଅ ଥିଲେ। କିଥ୍‌ ପୁଅକୁ ଖେଳିବାକୁ ତାଙ୍କ ଫୋନ ଦେଇଥିଲେ। ହେଲେ ପୁଅ ଖେଳ ଖେଳରେ ଖାଦ୍ୟ ଡେଲିଭରି କମ୍ପାନୀ ଗ୍ରୁବୁବ୍‌ରୁ ବହୁତସାରା ଖାଦ୍ୟ ଅର୍ଡର କରିଥିଲେ, ଯାହାର ମୂଲ୍ୟ ପାଖାପାଖି ୧ ଲକ୍ଷ ଟଙ୍କା ହେବ। ଏହାର କିଛି ସମୟ ପରେ ତାଙ୍କ ଘର ଆଗରେ ଅନେକ ଗାଡ଼ି ଏବଂ ଡୋରବେଲ୍‌ ବାଜିବାକୁ ଲାଗିଥିଲା। ଡୋର ଖୋଲିବା ବେଳକୁ ଅନେକଗୁଡ଼ିଏ ଖାଦ୍ୟ ପୁଡ଼ିଆ ଆସିଥିବା ଦେଖିବାକୁ ପାଇଥିଲେ। କିଥ୍‌ ପୁଅଙ୍କୁ ଏ ବିଷୟରେ ପଚାରିବାରୁ ସତ ଘଟଣା ଜାଣିବାକୁ ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମଲେଶ୍ବରୀଙ୍କ ଶୈଳପୁତ୍ରୀ ବେଶ

ବରଗଡ଼,୧୧।୧୦(ପ୍ରେମାନନ୍ଦ ଖମାରୀ): ଆଜିଠାରୁ ଆରମ୍ଭ ହୋଇଛି ଶାରଦୀୟ ନବରାତ୍ର ପୂଜା। ଏହି ଅବସରରେ ନବରାତ୍ର ପୂଜାର ପ୍ରଥମ ଦିବସରେ ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା ସମଲେଶ୍ବରୀ ଶୈଳପୁତ୍ରୀ…

ସରକାରଙ୍କ ବଡ଼ ଘୋଷଣା: ବଢିବ ମାସିକ ପେନସନ! ଜାଣନ୍ତୁ କେତେ …

ଲକ୍ଷ୍ନୌ,୧୧।୧୦: ଉତ୍ତରପ୍ରଦେଶର ବୟସ୍କ ନାଗରିକ, ନିରାଶ୍ରିତ ମହିଳା ଓ ଦିବ୍ୟାଙ୍ଗଜନଙ୍କ ପାଇଁ ବଡ଼ ଖବର। ଯୋଗୀ ଆଦିତ୍ୟନାଥ ସରକାର ଏହି ବର୍ଗର ହିତାଧିକାରୀଙ୍କୁ ମିଳୁଥିବା ପେନସନ ରାଶି…

ମଦନପୁର କଲେଜ ଛାତ୍ର ସଂସଦ ନିର୍ବାଚନ ବାତିଲ

ରାଜନଗର, ୧୧।୧୦ (ଭାସ୍କର ରାଉତରାୟ): ସ୍ଥାନୀୟ ୟୁ. କେ. ମହାବୀର ମହାବିଦ୍ୟାଳୟରେ ଶନିବାର ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଗଣ୍ଡଗୋଳ ଓ ମାରପିଟ ଘଟିଥିବା ଅଭିଯୋଗ…

ଏଇ ଭାରତରେ

ନିଶା ବିନାଶର କାରଣ- ଏହିି କଥାକୁ ଭଲ ଭାବେ ହୃଦୟଙ୍ଗମ କରିଛନ୍ତି ହିମାଚଳପ୍ରଦେଶର ଲତା ଦେବୀ। ସେ ବାମସନ୍‌ ବ୍ଲକ ବାହ୍ଲୋ ପଞ୍ଚାୟତର ସରପଞ୍ଚ ଭାବେ ୫ଟି…

ନ୍ୟୁଜିଲାଣ୍ଡ ସିରିଜ ପୂର୍ବରୁ ବଡ଼ ହଲଚଲ: ବାଦ୍‌ ପଡ଼ିଲେ ଭାରତୀୟ ଅଧିନାୟକ ଶୁଭମନ ଗିଲ!

ନୂଆଦିଲ୍ଲୀ,୧୧।୧୦: ନ୍ୟୁଜିଲାଣ୍ଡ ଗସ୍ତ ପୂର୍ବରୁ ନିଜ ବ୍ୟାଟିଂ ଫର୍ମ ପରଖିବା ସହ ମ୍ୟାଚ ଅଭ୍ୟାସ ହାସଲ କରିବା ପାଇଁ ଭାରତୀୟ ଟେଷ୍ଟ ଓ ଦିନିକିଆ ଦଳର ଅଧିନାୟକ…

ଇସ୍ତଫା ଦାବିରେ ଅଟଳ ସିଜେପି, ସକାଳୁ ସକାଳୁ କଲା ବଡ଼ ଘୋଷଣା; ସରକାର ଛାନିଆ!

ନୂଆଦିଲ୍ଲୀ,୧୧।୧୦: କକ୍ରୋଚ ଜନତା ପାର୍ଟି (ସିଜେପି) ପକ୍ଷରୁ ରବିବାର ସକାଳ ୧୦ଟାରେ ଜନ୍ତରମନ୍ତରଠାରେ ପ୍ରତିବାଦ ପ୍ରଦର୍ଶନ କରିବାକୁ ଆହୱାନ ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ…

ଆଜିଠୁ ନବରାତ୍ରି ଆରମ୍ଭ: ୪ ରାଶିଙ୍କ ଭାଗ୍ୟରେ ଲାଗିଲା ଚାରିଚାନ୍ଦ, ଦଶହରା ସୁଦ୍ଧା ଚାକିରି-ବ୍ୟବସାୟରେ…

ଭୁବନେଶ୍ୱର: ମା’ ଦୁର୍ଗାଙ୍କ ଆରାଧନାର ପବିତ୍ର ପର୍ବ ଶାରଦୀୟ ନବରାତ୍ରିକୁ ନେଇ ଭକ୍ତଙ୍କ ମଧ୍ୟରେ ବିଶେଷ ଉତ୍ସାହ ରହିଥାଏ। ଚଳିତ ବର୍ଷ ୨୦୨୬ ଅକ୍ଟୋବର ୧୧ ତାରିଖରୁ…

ମାନବ ଅଧିକାର ଶାନ୍ତିଦୂତ

ହନ ଦାସ କରମଚାନ୍ଦ ଗାନ୍ଧୀ ମହାତ୍ମା ଗାନ୍ଧୀରେ ପରିଣତ ହେବା ପାଇଁ ଯେଉଁ କର୍ମଭୂମି ତାଙ୍କୁ ଆଦ୍ୟ ସୁଯୋଗ ଦେଇଥିଲା, ତାହା ଥିଲା ଦକ୍ଷିଣ ଆଫ୍ରିକା। ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?