ବର୍ଷ ଆରମ୍ଭରୁ ପିଲାଙ୍କ ପଞ୍ଜିକରଣ

ଭୁବନେଶ୍ୱର, ୩୧।୧୨(ବ୍ୟୁରୋ): ରାଜ୍ୟରେ ଆସନ୍ତା ୩ ତାରିଖରୁ ୧୫ରୁ ୧୮ ବର୍ଷର ପିଲାଙ୍କୁ ଟିକା ଦିଆଯିବ। ଏଥିପାଇଁ ଶନିବାରଠାରୁ ପଞ୍ଜିକରଣ ଆରମ୍ଭ ହେବ। ୨୦୦୭ କିମ୍ବା ତା’ ପୂର୍ବରୁ ଯେଉଁ ପିଲା ଜନ୍ମ ହୋଇଛନ୍ତି ସେମାନେ ଟିକା ନେବା ପାଇଁ ଯୋଗ୍ୟ। ଯୋଗ୍ୟ ହିତାଧିକାରୀ କୋଓ୍ବିନ୍‌ ପୋର୍ଟାଲରେ ନାମ ପଞ୍ଜିକରଣ କରିବେ। ଆଧାର କାର୍ଡ ନ ଥିଲେ ସ୍କୁଲ ଆଇ କାର୍ଡ ଦେଖାଇ ପିଲାମାନେ ଟିକା ପାଇଁ ପଞ୍ଜିକରଣ କରିପାରିବେ। ପିଲାଙ୍କ ଟିକାକରଣ ପାଇଁ ସ୍ବତନ୍ତ୍ର ଟିକା କେନ୍ଦ୍ର ଖୋଲାଯାଇଛି।

ସକାଳ ୮ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ପିଲାଙ୍କୁ ଟିକା ଦିଆଯିବ। ଅନ୍ୟମାନଙ୍କୁ ଅପରାହ୍ନରେ ଟିକାକରଣ କରାଯିବ। ଆବଶ୍ୟକ ସ୍ଥଳେ ସ୍କୁଲରେ ମଧ୍ୟ ଟିକାକରଣ କେନ୍ଦ୍ର ଖୋଲାଯିବ ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ ଡା. ବିଜୟ ପାଣିଗ୍ରାହୀ କହିଛନ୍ତି। ଠିକ୍‌ ସମୟରେ ସମସ୍ତେ ଟିକା ନେଲେ ମାସେ ମଧ୍ୟରେ ୧୫-୧୮ ବର୍ଷ ପିଲାଙ୍କ ଟିକାକରଣ ଶେଷ ହେବ ବୋଲି ସେ ଆଶା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri