ଜନ୍ମ ହେବାପରେ ଡାକ୍ତରଙ୍କ ମୁହଁରୁ ମାସ୍କ କାଢ଼ିଲା ନବଜାତ

ନୂଆଦିଲ୍ଲୀ, ୧୫।୧୦: କରୋନା ମହାମାରୀ ହେତୁ ସମସ୍ତ ଲୋକଙ୍କୁ ସତର୍କତା ଅବଲମ୍ବନ କରିବାକୁ ସରକାରଙ୍କ ପକ୍ଷରୁ କୁହାଯାଇଛି। ମାସ୍କ ପରିଧାନ କରିବା ସହିତ ସାମାଜିକ ଦୂରତା ବଜାୟ ରଖିବାକୁ ସରକାର ନିର୍ଦ୍ଦେଶ ଜାରି କରିଛନ୍ତି। କରୋନା ମହାମାରୀରୁ ବର୍ତ୍ତିବା ପାଇଁ ଏହି କଠିନ ସମୟରେ ସତର୍କତା ହିଁ ଏକମାତ୍ର ବିକଳ୍ପ। କିନ୍ତୁ ଗୋଟିଏ ନବଜାତ ଶିଶୁ ଜନ୍ମ ହେବାର କିଛି ସେକେଣ୍ଡ ପରେ ଏପରି କିଛି କଲା ଯାହାକୁ ଆଜି ପୁରା ବିଶ୍ୱ ଅପେକ୍ଷା କରି ରହିଛି।
ଫଟୋରେ ଦେଖିବାକୁ ମିଳିଛି ଗୋଟିଏ ଶିଶୁ କନ୍ୟା ଜନ୍ମ ହେବାର କିଛି ସେକେଣ୍ଡ ପରେ ଡାକ୍ତରଙ୍କ ମୁହଁରେ ଲାଗିଥିବା ମାସ୍କକୁ ଟାଣି ନେଉଛି। ଆମେରିକାର ଏହି ଫଟୋକୁ ସ୍ତ୍ରୀ ରୋଗ ବିଶେଷଜ୍ଞ ଡାକ୍ତର ସମୀର ଚୌବେ ତାଙ୍କ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଛନ୍ତି। ନବଜାତ ଶିଶୁକନ୍ୟାଟି ହାତରେ ସମୀରଙ୍କ ମୁହଁରୁ ମାସ୍କ କାଢ଼ିବା ପରେ ତାଙ୍କ ମୁହଁରେ ହସ ଖେଳିଯାଇଥିଲା। ଏହି ଫଟୋକୁ ଏବେ ହଜାର ହଜାର ସଂଖ୍ୟାରେ ଲୋକ ଲାଇକ୍‌ କରିବାରେ ଲାଗିଛନ୍ତି। ଅନେକ ଲୋକ ଏହାକୁ ଭବିଷ୍ୟତର ସଙ୍କେତ ବୋଲି କହିଛନ୍ତି। ଆଉ କିଛି ଲୋକ କହିଛନ୍ତି, ଆମେ ଖୁବ୍‌ ଶୀଘ୍ର ମାସ୍କରୁ ମୁକ୍ତି ପାଇବାକୁ ଯାଉଛୁ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri