ଶିଶୁ ଯୌନ ନିର୍ଯାତନା ମାମଲା: ୩ ଅଭିଯୁକ୍ତଙ୍କୁ ୨୦ବର୍ଷ, ଜଣଙ୍କୁ ୩ ବର୍ଷ ଜେଲ

ଛତ୍ରପୁର,୧୬ା୩ (ସନ୍ତୋଷ ପାଢ଼ୀ ): ଗଞ୍ଜାମ ପୋଲିସ ଜ଼ିଲାରେ ଘଟିଥିବା ୪ଟି ଶିଶୁ ଯୌନ ନିର୍ଯାତନା ମାମଲାର ଅଭିଯୁକ୍ତମାନେ ଦୋଷୀ ସାବ୍ୟସ୍ତ ହେଇଛନ୍ତି। ସେମାନଙ୍କୁ ଦଣ୍ଡାଦେଶ ହୋଇଛି। ଶିଶୁ ଯୌନ ନିର୍ଯାତନା ନେଇ ବଡ଼ଗଡ଼ ଥାନାରେ ୨୦୨୩ ଫେବୃଆରୀ ୧୧ ତାରିଖରେ ରୁଜୁ ମାମଲା (ନଂ. ୮୧) ଏବଂ କବିସୂର୍ଯ୍ୟନଗର ଥାନାରେ ୨୦୨୦ ଡିସେମ୍ବର ୫ ତାରିଖରେ ରୁଜୁ ମାମଲା (ନଂ. ୩୩୪)ରେ ଅଭିଯୁକ୍ତଙ୍କୁ କୋର୍ଟ ଦୋଷୀ ସାବ୍ୟସ୍ତ କରି ୨୦ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିବା ସହ ୧୦ ହଜାର ଟଙ୍କା ଜରିମାନା କରିଛନ୍ତି। ସେହିପରି ଭଞ୍ଜନଗର ଥାନା ଅଞ୍ଚଳରେ ୯ ବର୍ଷର ଜଣେ କନ୍ୟାଙ୍କୁ ବଳାତ୍କାର ହୋଇଥିଲା। ଏନେଇ ଥାନାରେ ୨୦୨୩ ଅକ୍ଟୋବର ୧୦ରେ ରୁଜୁ ମାମଲା (ନଂ.୯୪୨)ର ଦେଷୀ ଯୁବକଙ୍କୁ କୋର୍ଟ ୨୦ ବର୍ଷ କାରାଦଣ୍ଡ ସହ ୫ ହଜାର ଟଙ୍କା ଜରିମାନା କରିଛନ୍ତି। ଶିଶୁ ଯୌନ ନିର୍ଯାତନା ନେଇ ହିଞ୍ଜିଳି ଥାନାରେ ୨୦୨୧ ଫେବୃଆରୀ ୧୪ ତାରିଖରେ ରୁଜୁ ମାମଲା (ନଂ. ୫୮)ର ଅଭିଯୁକ୍ତଙ୍କୁ ୩ ବର୍ଷ କାରାଦଣ୍ଡରେ ଦଣ୍ଡିତ ସହ ୫ ହଜାର ଟଙ୍କା ଜରିମାନା କରାଯାଇଛି। ସମସ୍ତ ୪ ମାମଲାରେ ପୋକସୋ ଆକ୍ଟରେ ପୋଲିସ ମାମଲା ରୁଜୁ କରିଥିଲା ମାମଲା ଗୁଡିକର ତଦନ୍ତକାରୀ ଅଫିସର ତଥା ତତ୍କାଳୀନ ବଡ଼ଗଡ଼ ଥାନାର ଏସଆଇ ସତ୍ୟବ୍ରତ ସାହୁ, କବିସୂର୍ଯ୍ୟନଗର ଥାନା ଇନ୍ସପେକ୍ଟର ପ୍ରଭାତ ସାହୁ, ହିଞ୍ଜିଳି ଥାନାର ଏସଆଇ ଶରତ ଚନ୍ଦ୍ର ରୟ ଏବଂ ଭଞ୍ଜନଗର ଥାନା ଏସଆଇ କେଶବ ଷଡ଼ଙ୍ଗୀଙ୍କ ଠିକ ତଦନ୍ତ ଯୋଗୁ ଏହି ସଫଳତା ମିଳିଥିବା ଏସ୍‌ପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

ନିର୍ମାଣର ୫ମାସ ମଧ୍ୟରେ ରାସ୍ତାରୁ ଉଠି ଗଲାଣି ପିଚୁ, ଭିଜିଲାନ୍ସ ତଦନ୍ତ ପାଇଁ ଦାବି

କୋକସରା,୧୯।୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦୀର୍ଘ ବର୍ଷରୁ ମରାମତି ଅଭାବ କାରଣରୁ କୋକସରା ବ୍ଲକ ବଡ଼କେନ୍ଦୁଗୁଡା ବଜାର ପଡିଆ ଛକ ବିଜୁ ଏକ୍ସପ୍ରେସୱେରୁ ବିଜମରା ଭାୟା ବୋବରିଆ…

ନିୟମ କଡ଼ାକଡ଼ି କଲେ ଉପଜିଲାପାଳ; ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ମନା, ପାଳନ ନକଲେ….

ଗୁଣପୁର,୧୯।୮(ସୁଜାତା ପାଢ଼ୀ)- ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ଉପରେ କଟକଣା ଜାରି କରାଯାଇଛି । ରାୟଗଡ଼ା ଜିଲା ଗୁଣପୁର ଉପଖଣ୍ଡର ବିଭିନ୍ନ ସାର୍ବଜନୀନ ସ୍ଥାନ, ସରକାରୀ କାର୍ଯ୍ୟାଳୟ…

କର୍କ ଆଣିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର, ୨୦ ବର୍ଷ…

କଟକ,୧୯।୮(ପ୍ରଭୁକଲ୍ୟାଣ ପାଲ୍): ବ୍ୟାଡମିଣ୍ଟନ ଖେଳ ସମୟରେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଦୋଷୀଙ୍କୁ ସଜା ଶୁଣାଇଲେ କଟକ ସ୍ୱତନ୍ତ୍ର ପକ୍ସୋ ଅଦାଲତ । ଆସାମୀ ଜନ୍ମେଜୟ ମଲ୍ଲିକ ଓରଫ…

Gen Z ମନ ଜିତିବାକୁ BJPର ଅଭିଯାନ, କୋଚିଂ ସେଣ୍ଟରରୁ କଲେଜ ଯାଏ ପହଞ୍ଚିବେ ନେତା

ନୂଆଦିଲ୍ଲୀ,୧୯।୮: Gen-Z ଯୁବପିଢ଼ିଙ୍କ ନିକଟରେ ପହଞ୍ଚିବା ପାଇଁ ରଣନୀତି ବଦଳାଇଛି ଭାଜପା । ଏଣିକି କେବଳ ସୋସିଆଲ ମିଡିଆ ମେସେଜିଂ ନୁହେଁ, ଯୁବପିଢ଼ିଙ୍କ ସହ ସିଧାସଳଖ ଆଲୋଚନା…

ଗୋବିନ୍ଦାଙ୍କ ଛାଡପତ୍ରକୁ ନେଇ ବଡ଼ ଖୁଲାସା କଲେ ମ୍ୟାନେଜର, ଏହି କାରଣରୁ କୋର୍ଟ ଯାଇଥିଲେ ସୁନିତା ଆହୁଜା

ମୁମ୍ବାଇ,୧୯।୮: ବଲିଉଡ୍ ଅଭିନେତା ଗୋବିନ୍ଦା ଓ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବୈବାହିକ ଜୀବନକୁ ନେଇ ଦୀର୍ଘଦିନ ଧରି ଚର୍ଚ୍ଚା ଜାରି ରହିଛି । ଦୁହେଁଙ୍କ ମଧ୍ୟରେ…

ରାଜଧାନୀର CNG ପମ୍ପରେ ବଡ଼ ଧରଣର ବିସ୍ଫୋରଣ, ୩ମୃତ

ନୂଆଦିଲ୍ଲୀ,୧୯।୮: ରାଜଧାନୀ ଦିଲ୍ଲୀର ଟିକରୀ କଲାଁ ଅଞ୍ଚଳରେ ଥିବା ଏକ CNG ପମ୍ପରେ ଭୟଙ୍କର ବିସ୍ଫୋରଣ ହୋଇଛି । ଗ୍ୟାସ୍‌ ରିଫିଲିଂ ସମୟରେ ଏହି ଅଘଟଣ ହୋଇଥିବା…

କାଉନସିଲ୍‌ ନିର୍ବାଚନରେ ଜିତିଲେ ମମତା ବାର୍ନାଜୀ; ଭାଜପାକୁ କଲେ ଚିତ୍‌ପଟାଙ୍ଗ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୧୯।୮: ପ୍ରଥମେ ବିଧାନସଭା ନିର୍ବାଚନରେ ​​ପରାଜୟ, ପରେ ବିଧାୟକମାନଙ୍କ ବିଦ୍ରୋହ ଏବଂ ଶେଷରେ କିଛି ସାଂସଦ ମଧ୍ୟ ସାଥ୍ ଛାଡ଼ିବା ଏସବୁ ପରିସ୍ଥିତିର ସାମ୍ନା କରିଛି ମମତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri