ଅନ୍‌ଲାଇନ୍‌ରେ ଶିଶୁଙ୍କୁ ଯୌନ ଶୋଷଣ: ଅଭିଯୁକ୍ତଙ୍କ ଘରେ ସିବିଆଇ

ବନ୍ତ,୧୬।୧୧(ଡି.ଏନ.ଏ.): ଅନ୍‌ଲାଇନରେ ଶିଶୁଙ୍କୁ ଯୌନ ଶୋଷଣ ଅଭିଯୋଗର ତଦନ୍ତ ପାଇଁ ଭଦ୍ରକ ଜିଲା ବନ୍ତ ବ୍ଲକ ଗଣିଜାଙ୍ଗ ପଞ୍ଚାୟତ ବିନାୟକପୁର ଗ୍ରାମରେ ମଙ୍ଗଳବାର ସିବିଆଇର ୫ଜଣିଆ ଟିମ୍‌ ଚଢ଼ାଉ କରିଛି। ସିବିଆଇ ଇନ୍ସପେକ୍ଟର ପି.କେ.ମିଶ୍ରଙ୍କ ସମେତ ୫ ଅଧିକାରୀ ଏହି ଚଢ଼ାଉରେ ସାମିଲ ଥିଲେ। ଅଧିକାରୀମାନେ ଏତଲାରେ ଥିବା ଅଭିଯୁକ୍ତଙ୍କ ଘର ଖାନତଲାସ ସମେତ ମୋବାଇଲ, କମ୍ପ୍ୟୁଟର ଆଦି ଯାଞ୍ଚ କରିଥିଲେ। ଦୀର୍ଘ ସମୟ ଧରି ଅଭଯୁକ୍ତଙ୍କୁ ଜେରା କରିଥିବା ସୂଚନା ମିଳିଛି। ଅଭିଯୁକ୍ତ ପେସାରେ ଜଣେ ଅଟୋ ଡ୍ରାଇଭର ବୋଲି ଜଣାଯାଇଛି ା ପ୍ରକାଶ ଥାଉକି, ଓଡ଼ିଶା ସମେତ ଦେଶର ୧୪ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ୭୬ ସ୍ଥାନରେ ସିବିଆଇ ପକ୍ଷରୁ ଏହି ଚଢ଼ାଉ ହୋଇଛି। ନଭେମ୍ବର ୧୪ରେ ସିବିଆଇ ପକ୍ଷରୁ ପୃଥକ ପୃଥକ ଭାବେ ୮୩ ଜଣଙ୍କ ନାମରେ ୨୩ ମାମଲା ରୁଜୁୁ ହୋଇଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଧ୍ର ପ୍ରଦେଶ ରାଜ୍ୟପାଳଙ୍କୁ ଡକ୍ଟରେଟ୍‌ ଉପାଧି

ଭୁବନେଶ୍ୱର,୧୭ା୨(ବ୍ୟୁରୋ): ପଞ୍ଜାବର ମଣ୍ଡି ଗୋବିନ୍ଦଗଡ଼ସ୍ଥିତ ଦେଶ୍‌ ଭଗତ ବିଶ୍ୱବିଦ୍ୟାଳୟର ୭ମ ସମାବର୍ତ୍ତନ ଉତ୍ସବରେ ଆନ୍ଧ୍ର ପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ମୁଖ୍ୟ ଅତିଥିଭାବେ ଯୋଗଦେଇ ଛାତ୍ରୀଛାତ୍ରଙ୍କ...

ମୋକିମଙ୍କ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ ଦେବା ପ୍ରସଙ୍ଗ: ସଠିକ ସମୟରେ ସଠିକ ନିଷ୍ପତ୍ତି ନିଆଯିବ କହିଲେ ପିସିସି ସଭାପତି

ଭୁବନେଶ୍ୱର,୧୯।୭(ବ୍ୟୁରୋ): ରାଷ୍ଟ୍ରପତି ନିର୍ବାଚନରେ ମହମ୍ମଦ ମୋକିମ ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ ଦେବା ପ୍ରସଙ୍ଗରେ ପିସିସି ସଭାପତି ଶରତ ପଟ୍ଟନାୟକ କହିଛନ୍ତି, ହାଇକମାଣ୍ଡଙ୍କୁ...

ସ୍ବପ୍ନେଶ୍ୱର ସାହିରୁ ୧୭.୨ ଗ୍ରାମ୍‌ ବ୍ରାଉନସୁଗାର ଜବତ, ଜଣେ ଗିରଫ

ଖୋର୍ଦ୍ଧା ଅଫିସ,୧୦।୧: ଖୋର୍ଦ୍ଧା ଆଦର୍ଶ ଥାନା ସାମନ୍ତରାପୁର ସ୍ବପ୍ନେଶ୍ୱର ସାହିରୁ ଶୁକ୍ରବାର ଅପରାହ୍ନରେ ୧୭.୨ ଗ୍ରାମ୍‌ ବ୍ରାଉନସୁଗାର ଜବତ କରାଯାଇଛି। ଏହାର ଆନୁମାନିକ ମୂଲ୍ୟ ୯...

ଇଣ୍ଡିଆନ୍‌ ଅଏଲ୍‌ ପକ୍ଷରୁ ଦିବ୍ୟାଙ୍ଗଙ୍କୁ ସହାୟତା

ଭୁବନେଶ୍ୱର,୮।୧୧: ଇଣ୍ଡିଆନ୍‌ ଅଏଲ ପକ୍ଷରୁ ବାଲିଅନ୍ତା ବ୍ଲକ ଉମାଦେଇପୁର ବ୍ରହ୍ମପୁର ପଞ୍ଚାୟତର ଅନ୍ତର୍ଗତ ନାଗପୁର ଗ୍ରାମର କୁମର ରାଉତ(୭୦) ଙ୍କୁ ଟ୍ରାଇସାଇକେଲ ପ୍ରଦାନ କରାଯାଇଛି। କମ୍ପାନୀର...

ସ୍ୟାଟ୍‌ ଉଚ୍ଛେଦ ନିଷ୍ପତ୍ତି ହାଇକୋର୍ଟରେ କାଏମ

କଟକ ଅଫିସ, ୮।୬: ରାଜ୍ୟ ପ୍ରଶାସନିକ ନ୍ୟାୟାଧିକରଣ(ସ୍ୟାଟ୍‌) ଉଚ୍ଛେଦ ପାଇଁ କେନ୍ଦ୍ର ସରକାର ନେଇଥିବା ନିଷ୍ପତ୍ତି ଉପରେ ହସ୍ତକ୍ଷେପ କରିବାକୁ ହାଇକୋର୍ଟ ମନା କରିଦେଇଛନ୍ତି। ଫଳରେ...

ଜବରଦଖଲ ଉଚ୍ଛେଦକୁ ନେଇ ଅଡୁଆ ପରିସ୍ଥିତି

ଭଦ୍ରକ ଅଫିସ/ବନ୍ତ,୬।୧୨(ଡି.ଏନ.ଏ.)- ଭଦ୍ରକ ଜିଲା ବନ୍ତ ତହସିଲ କାର୍ଯ୍ୟାଳୟରେ ପଶି ଜଣେ ବ୍ୟକ୍ତି ତହସିଲଦାରଙ୍କୁ ଦୁର୍ବ୍ୟବହାର କରିବା ସହ ହତ୍ୟା ଧମକ ଦେଇଥିବା ନେଇ ଅଭିଯୋଗ...

ବିଜେଡିର ବିଜୟଧାରାକୁ ବ୍ରେକ୍‌ ଦେବା ପାଇଁ ଭାଜପାର ଜୋରଦାର ପ୍ରୟାସ

କେନ୍ଦୁଝର,୧୯ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକର ୨୯ ନମ୍ବର ଜୋନ୍‌ ଅଣସଂରକ୍ଷିତ ରହିଛି। ଏହି ସିଟ୍‌ରେ ଅନ୍ତିମ ତଥା ପଞ୍ଚମ ପର୍ଯ୍ୟାୟ ଫେବୃୟାରୀ ୨୪ରେ ନିର୍ବାଚନ...

କେନ୍ଦୁଝରରେ ୨ କରୋନା ପଜିଟିଭ୍‌ ଚିହ୍ନଟ: ଶତକ ଛୁଇଁଲା ଆକ୍ରାନ୍ତଙ୍କ ସଂଖ୍ୟା

କେନ୍ଦୁଝର,୨୨ା୬(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ସୋମବାର ପୁଣି ଦୁଇ କରୋନା ରୋଗୀ ଚିହ୍ନଟ ହେବା ପରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ରେ ପହଞ୍ଚିଛି। ଜଣେ ଘଷିପୁରା ଓ ଅନ୍ୟ...

Advertisement
Archives

Model This Week