ଶିଶୁକୁ ଦେଇଥିଲେ ଯୌନ ନିର୍ଯାତନା, କୋର୍ଟ ଶୁଣାଇଲେ ବଡ଼ ରାୟ

ଛତ୍ରପୁର,୨୨ା୩(ସନ୍ତୋଷ ପାଢ଼ୀ): ଗଞ୍ଜାମ ପୋଲିସ ଜିଲା ସୋରଡ଼ା ଥାନା ଅଞ୍ଚଳରେ ଘଟିଥିବା ଶିଶୁ ଯୌନ ନିର୍ଯାତନା ମାମଲାରେ କୋର୍ଟ ଦ୍ୱାରା ସମ୍ପୃକ୍ତ ଦୋଷୀ ସାବ୍ୟସ୍ତ ହେବା ସହ ଦଣ୍ଡିତ ହୋଇଛନ୍ତି। ଏନେଇ ସଫଳତା ମିଳିଥିବା ଗଞ୍ଜାମ ପୋଲିସ ଜିଲା ପକ୍ଷରୁ ଗଣମାଧ୍ୟମକୁ ସୂଚନା ଦିଆଯାଇଛି ଶିଶୁଙ୍କୁ ଯୌନ ନିର୍ଯାତନା ନେଇ ୨୦୨୩ ଫେବୃଆରୀ ୨୫ରେ କେସ୍‌ ନଂ ୮୮/୨୩ରେ ଏକ ମାମଲଶ ରୁଜୁ ହୋଇଥିଲା।ସମ୍ପୃକ୍ତ ଅଭିଯୁକ୍ତଙ୍କୁ କୋର୍ଟ ପକ୍ଷରୁ ଦୋଷୀ ସାବ୍ୟସ୍ତ କରି ତାଙ୍କୁ ୨୦ ବର୍ଷ କାରାଦଣ୍ଡରେ ଦଣ୍ଡିତ ସହ ୧୦ ହଜାର ଟଙ୍କା ଜରିମାନା କରାଯାଇଛି। ଉକ୍ତ ମାମଲାରେ ପୋକ୍ସୋ ଆକ୍ଟରେ ପୋଲିସ ମାମଲା ରୁଜୁ କରିଥିଲା। ଉକ୍ତ ମାମଲାର ତଦନ୍ତକାରୀ ଅଫିସର ତଥା ସୋରଡ଼ା ଥାନାର ଏସ୍‌ଆଇ କୈଳାସ ଚନ୍ଦ୍ର ସାହୁଙ୍କ ତଦନ୍ତ ଯୋଗୁ ଏହି ସଫଳତା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ତାରାତାରିଣୀ କଲେଜର ହେବ ଆଧୁନିକୀକରଣ, ଅଞ୍ଚଳରେ ଖୁସିର ଲହରୀ

ପୁରୁଷୋତ୍ତମପୁର,୫ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ପାଇଁ ଚଳିତ ବର୍ଷ ଏକ ଐତିହାସିକ ବର୍ଷ ପାଲଟିଛି । କେନ୍ଦ୍ର ସରକାରଙ୍କ ପ୍ରତିଷ୍ଠିତ ରୁଷା/ପିଏମ-ଉଷା ପ୍ରକଳ୍ପରେ…

ଭିଜିଲାନ୍ସ ଜାଲରେ ମହିଳା ସରପଞ୍ଚ, ମାଛ ଚାଷ ସବସିଡି ପାଇଁ SHGରୁ ନେଉଥିଲେ ଲାଞ୍ଚ

ସୋନପୁର,୫ା୭: ଭିଜିଲାନ୍ସ ଜାଲରେ ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ନିମ୍ନା ପଞ୍ଚାୟତର ମହିଳା ସରପଞ୍ଚ । ମାଛ ଚାଷ ସବସିଡି ପାଇଁ SHG ଠାରୁ ୨୦ ହଜାର ଲାଞ୍ଚ…

ବିହାରରୁ ବଡ଼ ଖବର; ବାଙ୍କିପୁର ଉପନିର୍ବାଚନ ଲଢ଼ିବେ ପ୍ରଶାନ୍ତ କିଶୋର, PK ଖେଳିବେ…

ପାଟନା,୫ା୭: ବିହାରର ରାଜନୈତିକ ଦୃଶ୍ୟପଟରେ ଏକ ନୂତନ ହଇଚଇ ସୃଷ୍ଟି ହୋଇଛି । ବାଙ୍କିପୁର ବିଧାନସଭା ଉପନିର୍ବାଚନ ପାଇଁ ଜନ ସୁରାଜ ପାର୍ଟି ପ୍ରଶାନ୍ତ କିଶୋରଙ୍କୁ ପ୍ରାର୍ଥୀ…

ଡ୍ରାଫ୍ଟ ଭୋଟର ତାଲିକା ପ୍ରକାଶ: କୋରାପୁଟ ଜିଲାରୁ ବାଦ୍‌ ପଡ଼ିଲେ…

କୋରାପୁଟ,୫ା୭(ଅମିତାଭ ବେହେରା): ରବିବାର କୋରାପୁଟସ୍ଥିତ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲାପାଳ ମନୋଜ ସତ୍ୟବାନ ମହାଜନଙ୍କ ଅଧ୍ୟକ୍ଷତା ଆୟୋଜିତ ବୈଠକରେ ଡ୍ରାଫ୍ଟ ଭୋଟର ତାଲିକା ପ୍ରକାଶ କରାଯାଇଥିବାବେଳେ ଏଥିରୁ…

ନିର୍ବନ୍ଧର ୪ ମାସ ପରେ ପୃଥ୍ବୀ ଶ’ ସହ ସମ୍ପର୍କ ତୁଟାଇଲେ ଆକୃତି ଅଗ୍ରଓ୍ବାଲ, ପ୍ରତାରଣା କରିଥିବା ଅଭିଯୋଗ

ନୂଆଦିଲ୍ଲୀ,୫।୭: ପୁଣି ଥରେ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଭାରତୀୟ କ୍ରିକେଟର ପୃଥ୍ବୀ ଶ’। ସେ ଏବଂ ତାଙ୍କ ଭାବି ପତ୍ନୀ ଆକୃତି ଅଗ୍ରୱାଲଙ୍କ ସମ୍ପର୍କରେ ସୃଷ୍ଟି…

ବାଇକ୍‌ ସହ ଲୁଟିନେଇଥିଲେ ଟଙ୍କା, ପୋଲିସ ୫ ଜଣଙ୍କୁ ଗିରଫ କରି ତାଙ୍କଠାରୁ…

ରିଷିଡ଼ା/ମ.ରାମପୁର,୫ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ମ.ରାମପୁର ନିକଟସ୍ଥ ଅରନଝରଣ ଘାଟିଠାରେ ୩ତାରିଖ ଶୁକ୍ରବାର ୫ଜଣ ଦୁର୍ବୃତ୍ତ ଏକ ଗାଡ଼ିରେ ଆସି ବଗବେଡ଼ା ଗାଁର ହେମସାଗର ଦେହେରିଆ ଓ…

ମେଟାକୁ କେନ୍ଦ୍ର ସରକାରଙ୍କ ଅଲ୍ଟିମେଟମ୍, ଏହି ବିଜ୍ଞାପନ ବନ୍ଦ କରିବାକୁ ଦେଲେ ନିର୍ଦ୍ଦେଶ

ନୂଆଦିଲ୍ଲୀ,୫ା୭: ଶିଶୁ ଯୌନ ଶୋଷଣ ସହିତ ଜଡିତ ଇନଷ୍ଟାଗ୍ରାମରେ ଦେୟଯୁକ୍ତ ବିଜ୍ଞାପନ ସମ୍ପର୍କରେ ଭାରତ ସରକାର ମେଟା ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ସୂତ୍ର…

ପ୍ରକାଶ ପାଇଲା ଭୋଟର ତାଲିକା: ୨୭ ଲକ୍ଷ ୯୨ ହଜାର ୧୫୮ ଜଣ ସାମିଲ, ବାଦ୍‌ ପଡ଼ିଲେ…

ଛତ୍ରପୁର,୫ା୭(ଦିଲ୍ଲୀପ ସାମଲ): ଭାରତର ଗଣତାନ୍ତ୍ରିକ ପର୍ବ କୁହାଯାଉଥିବା ନିର୍ବାଚନ ପ୍ରକ୍ରିୟାରେ ସ୍ବଚ୍ଛତା, ନିର୍ଭୁଲ ଏବଂ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri