Posted inରାଜ୍ୟ

ଡଲଫିନ୍‌ର ଜୀବନ ବଞ୍ଚାଇଲେ ପିଲା

ବାଲେଶ୍ୱର ଅଫିସ, ୩୧।୮- ବାଲେଶ୍ୱର ଜିଲା ଚାନ୍ଦିପୁର ବେଳାଭୂମିର ୯-ମାଇଲ୍‌ଠାରେ ମଙ୍ଗଳବାର ଅପରାହ୍ନ ପ୍ରାୟ ୩ଟା ବେଳେ ଏକ ଡଲଫିନ୍‌ କୂଳକୁ ଚାଲି ଆସିଥିଲା। କୂଳରେ ଡଲଫିନ୍‌କୁ ଦେଖି ସ୍ଥାନୀୟ ଅଞ୍ଚଳର ପିଲାମାନେ ଭିଡ ଜମାଇଥିଲେ। ସେମାନେ ଫଟୋ ଉଠାଇବା ପରେ ଡଲଫିନ୍‌କୁ ଅକ୍ଷତ ଭାବେ ଠେଲି ଠେଲି ନେଇ ସମୁଦ୍ର ଭିତରେ ଛାଡ଼ି ତା’ର ଜୀବନ ବଞ୍ଚାଇ ଥିଲେ। ଏ ସମ୍ପର୍କରେ ଚାନ୍ଦିପୁର ସାମୁଦ୍ରିକ ଥାନା ପୋଲିସ ଖବରପାଇ ପହଞ୍ଚତ୍ବା ପୂର୍ବରୁ ପିଲାମାନେ ଡଲଫିନ୍‌କୁ ସମୁଦ୍ର ଭିତରେ ଛାଡ଼ି ଦେଇଥିବା ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ଗାଇଡ୍‌ କମିଶନରଙ୍କ ବିଶ୍ୱ ଜାମ୍ବୋରୀରେ ଯୋଗଦାନ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ଭାରତ ସ୍କାଉଟସ୍‌ ଏବଂ ଗାଇଡସ୍‌ ରାଜ୍ୟ ସଂସ୍ଥାର ସହକାରୀ ଗାଇଡ୍‌ କମିଶନର ଡ. ନମିତା ପଟ୍ଟନାୟକ ଉତ୍ତର ଆମେରିକାର ପଶ୍ଚିମ ଭର୍ଜିନିଆରେ ହେଉଥିବା ୨୪ତମ...

ରେଳ ଷ୍ଟେଶନରେ ନାଁକୁ ମାତ୍ର ପ୍ଲାଷ୍ଟିକ ବର୍ଜନ ଶପଥ, ବ୍ୟବହାର ହେଉନି କ୍ରସିଂ ମେଶିନ

ଭୁବନେଶ୍ୱର, ୨୨।୯(ବ୍ୟୁରୋ): ଟ୍ରେନ, ଷ୍ଟେଶନ ପରିସର ଓ କାର୍ଯ୍ୟାଳୟରେ ପ୍ଲାଷ୍ଟିକ ବ୍ୟବହାରକୁ ନିଷିଦ୍ଧ କରିଛି ରେଳ ବିଭାଗ। ୨୧ ଅଗଷ୍ଟରେ ରେଲ୍‌ଓ୍ବେ ବୋର୍ଡ ପକ୍ଷରୁ ଏଭଳି...

କଟକଣା ମଧ୍ୟରେ ଖୋଲିିବ ସ୍କୁଲ

ଭୁବନେଶ୍ୱର,୧୯ା୭(ବ୍ୟୁରୋ): ରାଜ୍ୟରେ ଆସନ୍ତା ୨୬ ତାରିଖରୁ ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଖୋଲିବ। ବହୁଦିନ ପରେ ଅଫ୍‌ଲାଇନ୍‌ରେ ପାଠପଢ଼ିବେ ପିଲା। ସ୍କୁଲ...

ପଞ୍ଚାୟତସ୍ତରୀୟ ନୂଆଁଖାଇ ଭେଟ୍‌ଘାଟ୍‌

ଖଡିଆଳ,୧୭।୯(ଡି.ଏନ.ଏ.) ନୂଆପଡା ଜିଲା ଖଡିଆଳ ଲାଞ୍ଜି ଗ୍ରାମପଞ୍ଚାୟତଠାରେ ପଞ୍ଚାୟତସ୍ତରୀୟ ନୂଆଁଖାଇ ଭେଟ୍‌ଘାଟ୍‌ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ଗ୍ରାମର ଝାଙ୍କର ତଥା ସରପଞ୍ଚ ହିରାଧର...

ରାଜ୍ୟବାସୀଙ୍କୁ ଓଡ଼ିଆ ନବ ବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୪(ବ୍ୟୁରୋ): ଗୁରୁବାର ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବ ବର୍ଷ ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏକ ଭିଡିଓ ଟୁଇଟ୍‌...

ଦାରିଙ୍ଗବାଡ଼ିକୁ ପୁଣି ଫେରିଲା ଶୀତ

ଦାରିଙ୍ଗବାଡ଼ି,୨୮ା୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲାକୁ ଗତ କିଛିଦିନର ବ୍ରବଧାନ ପରେ ପୁଣି ଶୀତ ଫେରିଛି ା ରବିବାର ଦାରିଙ୍ଗବାଡ଼ିରେ ପାରଦ ତଳମୁହାଁ ହୋଇ ୯ ଡିଗ୍ରୀରେ ପହଞ୍ଚିଛି...

ସବୁ ଛାତ୍ରୀନିବାସ ଲାଗି ୩ ହଜାର ମାଟ୍ରନ ପଦବୀ

ଭୁବନେଶ୍ୱର, ୧୪ା୩(ବ୍ୟୁରୋ): ଛାତ୍ରୀମାନଙ୍କ ସୁରକ୍ଷା ଓ ନିରାପତ୍ତା ଲାଗି ରାଜ୍ୟ ସରକାରଙ୍କ ଏସ୍‌ସି ଆଣ୍ଡ ଏସ୍‌ଟି ଉନ୍ନୟନ ବିଭାଗ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି।...

ରାଜଧାନୀରୁ ୨୫ ଲକ୍ଷର ବ୍ରାଉନସୁଗାର ଜବତ

ଭୁବନେଶ୍ୱର,୨୫ା୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ୨୫ଲକ୍ଷର ବ୍ରାଉନସୁଗାର ଜବତ ହୋଇଛି। ସୁନ୍ଦରପଦା ହାଇଟେକ୍‌ ଛକରୁ ଏହି ଧଳା ଜହର ଜବତ କରିଛି ଏୟାରଫିଲ୍ଡ ଥାନା ପୋଲିସ ।...

Advertisement
Archives

Model This Week