ଆମେରିକାରେ କରୋନା ପାଲଟିଛି ଶିଶୁଙ୍କ ପାଇଁ ବଡ ଶତ୍ରୁ

ୱାଶିଂଟନ,୧୮ ।୧: କରୋନାର ପ୍ରଭାବ ଶିଶୁଙ୍କ ଉପରେ ବେଶୀ ରହିବ ନାହିଁ । ଏବେ ଏହାର ବିପରିତ ପରିଣାମ ଆମେରିକାରେ ଦେଖିବାକୁ ମିଳିଲାଣି । ଏବେ ଶିଶୁଙ୍କ ପାଇଁ କରୋନା ସବୁଠାରୁ ବଡ ଶତ୍ରୁ ପାଲଟିଛି । ଯାହା ସାରା ବିଶ୍ୱ ପାଇଁ ବିପଦ ବୋଲି କୁହାଯାଉଛି । ୟୁନାଇଟେଡ ଷ୍ଟେଟ ସେଣ୍ଟର ଫର ଡିଜିଜ କଣ୍ଟ୍ରୋଲ ଆଣ୍ଡ ପ୍ରିଭେନଶନ(ସିଡିସି)ର ରିପୋର୍ଟ ଅନୁଯାୟୀ ଆମେରିକାରେ କରୋନା ମହାମାରୀ ଆରମ୍ଭ ହେବା ପରେ ଏବେ ଶିଶୁମାନେ ସବୁଠାରୁ ଅଧିକ ପ୍ରଭାବିତ ହେଉଛନ୍ତି ।
ଜଟିଳ କରୋନା ସଂକ୍ରମଣକୁ ନେଇ ପ୍ରତିଦିନ ୧୭ରୁ କମ୍ ବର୍ଷ ବୟସର ପ୍ରାୟ ୮୯୩ ଶିଶୁ ହସ୍ପିଟାଲରେ ଭର୍ତ୍ତି ହେଉଛନ୍ତି । ସିଡିସିର ରିପୋର୍ଟ କହୁଛି ୧ ଅଗଷ୍ଟ ୨୦୨୦ରୁ ୧୩ ଜାନୁୟାରୀ ୨୦୨୨ ପର୍ଯ୍ୟନ୍ତ ୧୭ ବର୍ଷରୁ କମ୍ ବୟସର ପ୍ରାୟ ୯୦,୦୦୦ରୁ ଅଧିକ ଶିଶୁ କରୋନା ମହାମାରୀ ଯୋଗୁ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଏମାନଙ୍କ ମଧ୍ୟରେ ସବୁଠାରୁ ଅଧିକ ହେଉଛନ୍ତି ନବଜାତକଠାରୁ ୪ ବର୍ଷ ବୟସର ଯେଉଁମାନଙ୍କର ଟିକାକରଣ ଆରମ୍ଭ ହୋଇନାହିଁ । ସିଡିସି ଆହୁରି ମଧ୍ୟ କହିଛି ଆଗାମୀ ଦିନରେ ଶିଶୁମାନେ ଅଧିକ ପରିମାଣରେ କରୋନାରେ ପୀଡ଼ିତ ହେବେ । ତେଣୁ ସେମାନଙ୍କ ଟିକାକରଣ ଉପରେ ଗୁରୁତ୍ୱ ଦିଆଯିବ ଉଚିତ ।


Enter your email to get our daily news in your inbox.

All Right Reserved By Dharitri.Com

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

AI’ରେ ଭିଡିଓ କରି ବର୍ଷକରେ ୩୫ କୋଟିରୁ ଅଧିକ ରୋଜଗାର: ୟୁଟ୍ୟୁବ୍‌ରେ ଚହଳ ସୃଷ୍ଟି କଲା ଭାରତର ଏହି ଚ୍ୟାନେଲ

ନୂଆଦିଲ୍ଲୀ,୩୦।୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ସାହାଯ୍ୟରେ କମ୍ ପରିଶ୍ରମରେ କୋଟି କୋଟି ଟଙ୍କା ରୋଜଗାର କରାଯାଇପାରେ, ଏହା ପ୍ରମାଣ କରିଛି ଭାରତର ଏକ ୟୁଟ୍ୟୁବ୍ ଚ୍ୟାନେଲ।...

ଯାଜପୁର ଏମ୍‌ପିଙ୍କ ଘର ଉପରକୁ ଆକ୍ରମଣ, ୨ ଜଣଙ୍କୁ ବାନ୍ଧି…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଏମ୍‌ପି ଡକ୍ଟର ରବୀନ୍ଦ୍ର ନାରାୟଣ ବେହେରାଙ୍କ ବାସଭବନ ଉପରକୁ ଆକ୍ରମଣ ହୋଇଥିବା ଖବର ମିଳିଛି। କୁଆଖିଆ ଥାନା ଅନ୍ତର୍ଗତ ରାଜେନ୍ଦ୍ରପୁର...

ସଲମାନଙ୍କ ଗାଲୱାନ ଟ୍ରେଲର ଦେଖି ରାଗିଗଲା ଚାଇନା, ଏପରି କହିଲା ଭାରତ

ନୂଆଦିଲ୍ଲୀ,୩୦।୧୨: ସଲମାନଙ୍କ ଉପରେ ରାଗିଗଲା ଡ୍ରାଗନ। ‘ବ୍ୟାଟେଲ ଅଫ୍ ଗାଲୱାନ’ର ଟିଜର ମୁକ୍ତିଲାଭ କରିବା ପରେ ଚାଇନା ଏଥିରେ କ୍ଷୁବ୍ଧ ହୋଇଛି। ଚାଇନାର ସରକାରୀ ଗଣମାଧ୍ୟମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri