ଆମେରିକାରେ କରୋନା ପାଲଟିଛି ଶିଶୁଙ୍କ ପାଇଁ ବଡ ଶତ୍ରୁ

ୱାଶିଂଟନ,୧୮ ।୧: କରୋନାର ପ୍ରଭାବ ଶିଶୁଙ୍କ ଉପରେ ବେଶୀ ରହିବ ନାହିଁ । ଏବେ ଏହାର ବିପରିତ ପରିଣାମ ଆମେରିକାରେ ଦେଖିବାକୁ ମିଳିଲାଣି । ଏବେ ଶିଶୁଙ୍କ ପାଇଁ କରୋନା ସବୁଠାରୁ ବଡ ଶତ୍ରୁ ପାଲଟିଛି । ଯାହା ସାରା ବିଶ୍ୱ ପାଇଁ ବିପଦ ବୋଲି କୁହାଯାଉଛି । ୟୁନାଇଟେଡ ଷ୍ଟେଟ ସେଣ୍ଟର ଫର ଡିଜିଜ କଣ୍ଟ୍ରୋଲ ଆଣ୍ଡ ପ୍ରିଭେନଶନ(ସିଡିସି)ର ରିପୋର୍ଟ ଅନୁଯାୟୀ ଆମେରିକାରେ କରୋନା ମହାମାରୀ ଆରମ୍ଭ ହେବା ପରେ ଏବେ ଶିଶୁମାନେ ସବୁଠାରୁ ଅଧିକ ପ୍ରଭାବିତ ହେଉଛନ୍ତି ।
ଜଟିଳ କରୋନା ସଂକ୍ରମଣକୁ ନେଇ ପ୍ରତିଦିନ ୧୭ରୁ କମ୍ ବର୍ଷ ବୟସର ପ୍ରାୟ ୮୯୩ ଶିଶୁ ହସ୍ପିଟାଲରେ ଭର୍ତ୍ତି ହେଉଛନ୍ତି । ସିଡିସିର ରିପୋର୍ଟ କହୁଛି ୧ ଅଗଷ୍ଟ ୨୦୨୦ରୁ ୧୩ ଜାନୁୟାରୀ ୨୦୨୨ ପର୍ଯ୍ୟନ୍ତ ୧୭ ବର୍ଷରୁ କମ୍ ବୟସର ପ୍ରାୟ ୯୦,୦୦୦ରୁ ଅଧିକ ଶିଶୁ କରୋନା ମହାମାରୀ ଯୋଗୁ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଏମାନଙ୍କ ମଧ୍ୟରେ ସବୁଠାରୁ ଅଧିକ ହେଉଛନ୍ତି ନବଜାତକଠାରୁ ୪ ବର୍ଷ ବୟସର ଯେଉଁମାନଙ୍କର ଟିକାକରଣ ଆରମ୍ଭ ହୋଇନାହିଁ । ସିଡିସି ଆହୁରି ମଧ୍ୟ କହିଛି ଆଗାମୀ ଦିନରେ ଶିଶୁମାନେ ଅଧିକ ପରିମାଣରେ କରୋନାରେ ପୀଡ଼ିତ ହେବେ । ତେଣୁ ସେମାନଙ୍କ ଟିକାକରଣ ଉପରେ ଗୁରୁତ୍ୱ ଦିଆଯିବ ଉଚିତ ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

୯ ଜଣଙ୍କୁ କୀର୍ତ୍ତି ଚକ୍ର, ୧୯ଙ୍କୁ ଶୌର୍ଯ୍ୟ ଚକ୍ର

ନୂଆଦିଲ୍ଲୀ,୧୫ା୮(ପି.ଟି.): ୮୦ତମ ସ୍ବାଧୀନତା ଦିବସର ଦିନକ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୭୮ଟି ସାହସିକତା ପୁରସ୍କାରକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେଥିରୁ ୧୩ଟି ପୁରସ୍କାର ମରଣୋତ୍ତର…

ଲାଲ୍‌କିଲ୍ଲାରେ ପ୍ରଥମଥର ‘ବନ୍ଦେ ମାତରମ୍‌’: ବିକଶିତ ରାଷ୍ଟ୍ର ଗଢ଼ିବା ଦିଗରେ…

ନୂଆଦିଲ୍ଲୀ,୧୫।୮: ଚଳିତବର୍ଷ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭ ସୁଦ୍ଧା ଭାରତକୁ…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri