Posted inଜାତୀୟ

୬ରୁ ୧୨ ବର୍ଷ ପିଲାଙ୍କୁ ମିଳିବ କୋଭିଡ଼ ଟିକା

ନୂଆଦିଲ୍ଲୀ,୨୬।୪: ଦେଶରେ ଏବେ ଦୈନିକ ସଂକ୍ରମଣ ବଢିବାରେ ଲାଗିଛି। ଏଭଳି ସ୍ଥିତିରେ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ୬ରୁ ୧୨ ବର୍ଷ ପିଲାଙ୍କୁ କୋଭିଡ଼ ଟିକା ମିଳିବ। ତେବେ ପିଲାଙ୍କୁ ଭାରତ ବାୟୋଟିକ୍‌ ଦ୍ୱାରା ପ୍ରସ୍ତୁତ ‘କୋଭାକ୍ସିନ’ ଟିକା ଦେବାକୁ ଡିସିଜିଆଇ ପକ୍ଷରୁ ଅନୁମତି ମିଳିଛି।
୨୦୨୧ଜାନୁଆରୀ ୧୬ରେ ଭାରତର ଟିକାକରଣ ଡ୍ରାଇଭ ଆରମ୍ଭ ହୋଇଥିଲା। ଯେଉଁଥିରେ ପ୍ରଥମ ପର୍ଯ୍ୟାୟରେ ସ୍ବାସ୍ଥ୍ୟସେବା କର୍ମଚାରୀ ଏବଂ ଆଗଧାଡିର କର୍ମଚାରୀଙ୍କ ଟିକାକରଣ ଆରମ୍ଭ ହୋଇଥିଲା । ସେହିପରି ୨୦୨୧ ଡିସେମ୍ବରରେ ୧୨ ବର୍ଷରୁ ଅଧିକ ପିଲାମାନଙ୍କ ପାଇଁ କୋଭାକ୍ସିନ ଟିକାକୁ ଅନୁମତି ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ସିଜେନ ଅଭାବରୁ କାହାକୁ ମରିବାକୁ ଦେବୁ ନାହିଁ – କେଜରିଓ୍ବାଲ

ନୂଆଦିଲ୍ଲୀ, ୬ା୫ : ଯଦି କେନ୍ଦ୍ର ସରକାର ଆମକୁ ଆବଶ୍ୟକ ପରିମାଣର (ପ୍ରତ୍ୟେକ ଦିନ ୭୦୦ ଟନ) ଅକ୍ସିଜେନ ଯୋଗାନ୍ତି, ତେବେ ଦିଲ୍ଲୀରେ ଅକ୍ସିଜେନ ଅଭାବରୁ...

ସିଏଏକୁ ବିରୋଧ କରି କବର ସ୍ଥାନରେ କଲେ ପ୍ରାର୍ଥନା

ପ୍ରୟାଗରାଜ,୨୪।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)ଓ ଜାତୀୟ ନାଗରିକ ପଞ୍ଜିକା(ଏନ୍‌ଆର୍‌ସି)କୁ ବିରୋଧ କରି ଉତ୍ତର ପ୍ରଦେଶର କଂଗ୍ରେସ ନେତା ଭିନ୍ନ ଢଙ୍ଗରେ ପ୍ରଦର୍ଶନ କରିଛନ୍ତି। କଂଗ୍ରେସ ନେତା...

ସୀତାରାମନ୍‌ଙ୍କୁ ମାରୁତି ଅଧ୍ୟକ୍ଷଙ୍କ ସମର୍ଥନ

ନୂଆଦିଲ୍ଲୀ,୨୦-୯: ଓଲା ଓ ଉବର କ୍ୟାବ୍‌ ଆଧାରିତ ଟ୍ୟାକ୍ସି ସୁବିଧା ଯୋଗୁ ଦେଶର ଅଟୋ ସେକ୍ଟରରେ ମାନ୍ଦାବସ୍ଥା ଆସିଛି ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ଙ୍କ ବୟାନକୁ...

ଚଳିତ ବର୍ଷ ଭାରତୀୟଙ୍କ ଦରମାରେ ସର୍ବାଧିକ ବୃଦ୍ଧି ହେବ…

ନୂଆଦିଲ୍ଲୀ,୧୭।୧ : ନିକଟରେ ହୋଇଥିବା ଏକ ଆକଳନରୁ ଜଣାପଡିଛି ଯେ ଚଳିତ ବର୍ଷ ଭାରତରେ କର୍ମଚାରୀଙ୍କ ଦରମା ୯.୮ ପ୍ରତିଶତ ପର୍ଯ୍ୟନ୍ତ ବୃଦ୍ଧି ହୋଇପାରେ। ସମସ୍ତ...

କୋଟାରୁ ଫେରିବା ପାଇଁ ଅନଶନରେ ବିହାର ଛାତ୍ରୀ

କୋଟା,୨୪।୪: କରୋନା ଭାଇରସ୍‌ ମୁକାବିଲା ପାଇଁ ଦେଶରେ ଲକ୍‌ଡାଉନ ଜାରି ରହିଛି। ଏଥିଯୋଗୁ ଯିଏ ଯେଉଁଠାରେ ଅଛନ୍ତି ସେଠାରେ ହିଁ ଫସି ହୋଇରହିଛନ୍ତି। ଇତିମଧ୍ୟରେ ରାଜସ୍ଥାନ...

ପୁଣି ହାଣ ମୁହଁରେ ୧୫ ବରିଷ୍ଠ ଅଧିକାରୀ: ନେଲେ ବାଧ୍ୟତାମୂଳକ ଅବସର

ନୂଆଦିଲ୍ଲୀ,୧୮।୬: ଦୁର୍ନୀତି ବିରୋଧରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ପୁଣି ମଙ୍ଗଳବାର ନେଇଛନ୍ତି ଦୃଢ଼ ପଦକ୍ଷେପ। ଏଥର ଦୁର୍ନୀତି ତଥା ନିର୍ଯାତନା ଅଭିଯୋଗରେ ୧୫ ବରିଷ୍ଠ...

ଫ୍ରିଜ୍‌ରେ ବଟର୍‌ ରଖୁଛନ୍ତି କି…

ଖାଦ୍ୟରେ ବଟର୍‌ ବା ଲହୁଣୀ ବ୍ୟବହାର କଲେ ଏହା ଖାଦ୍ୟକୁ ସ୍ବାଦିଷ୍ଟ କରିଥାଏ। ବଟରକୁ ବ୍ୟବହାର କରି ସାରିବା ପରେ ଆମେ ଏହାକୁ ଫ୍ରିଜ୍‌ରେ ରଖି...

ବିବେକାନନ୍ଦଙ୍କ ବାଣୀ ପ୍ରେରଣା ଯୋଗାଉଛି: ରାଷ୍ଟ୍ରପତି

ନୂଆଦିଲ୍ଲୀ, ୧୨।୧: ସ୍ବାମୀ ବିବେକାନନ୍ଦଙ୍କ ଜୟନ୍ତୀ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ରବିବାର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ବିବେକାନନ୍ଦଙ୍କ ୧୫୭...

Advertisement
Archives

Model This Week