Posted inଜାତୀୟ

ତୃତୀୟ ଲହର ପିଲାଙ୍କ ପାଇଁ ବିପଦ

ନୂଆଦିଲ୍ଲୀ,୧୬।୭: ପିଲାମାନେ ମଧ୍ୟ ଆକ୍ରାନ୍ତ ହୋଇପାରନ୍ତି। ସେମାନଙ୍କୁ ସୁରକ୍ଷିତ ରଖିବା ଲାଗି ଆମକୁ ଉପଯୁକ୍ତ ଯୋଜନା ଦରକାର। ବର୍ତ୍ତମାନ ଦେଶର କୋଭିଡ୍‌-୧୯ ସ୍ଥିତି ସମ୍ପର୍କରେ ଆୟୋଜିତ ଏକ ସମ୍ମିଳନୀରେ ଉପରୋକ୍ତ ମନ୍ତବ୍ୟ ଦେଇଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଲବ ଅଗ୍ରଓ୍ବାଲ।

ଦେଶର ବିଭିନ୍ନ ଜିଲାରେ କୋଭିଡ୍‌ ସଂକ୍ରମିତ ହାର ୧୦ ପ୍ରତିଶତରୁ ଅଧିକ ରହୁଛି। ବିଭିନ୍ନ ରାଜ୍ୟରେ ଲକ୍‌ଡାଉନ ପ୍ରକ୍ରିୟା ଶେଷ ହେଉଥିବାରୁ ଲୋକେ ମାସ୍କ ପିନ୍ଧୁ ନାହାନ୍ତି। ମାସ୍କ ବ୍ୟବହାର ଆଜି ଜୀବନରେ ସାଧାରଣ ହୋଇଗଲାଣି। କରୋନାର ଦ୍ୱିତୀୟ ଲହର ଏପର୍ଯ୍ୟନ୍ତ ଶେଷ ହୋଇନାହିଁ। ମାସ୍କ ଓ ସାମାଜିକ ଦୂରତା ନିୟମ ପାଳନ କରନ୍ତୁ। ସାମ୍ଭବ୍ୟ ତୃତୀୟ ଲହର ଲାଗି ରାଜ୍ୟ ସରକାରଙ୍କୁ ସ୍ବାସ୍ଥ୍ୟସେବାର ଭିତ୍ତିଭୂମିର ଉନ୍ନତି ଉପରେ ଧ୍ୟାନ ଦେବା ଦରକାର ବୋଲି କହିଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ।

ଉଲ୍ଲେଖଯୋଗ୍ୟ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଓଡ଼ିଶା, କର୍ନାଟକ, ଆନ୍ଧ୍ରପ୍ରଦେଶ, ତାମିଲନାଡୁ, ମହାରାଷ୍ଟ୍ର ଓ କେରଳ ମୁଖ୍ୟମନ୍ତ୍ରୀଙ୍କ ସହ ରାଜ୍ୟର କୋଭିଡ୍‌ ସ୍ଥିତିର ସମ୍ମୀକ୍ଷା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

କେମିତି ପାତାଳଗଙ୍ଗା ନଦୀରେ ଭାସିଗଲା ହଜାର ହଜାର LPG ସିଲିଣ୍ଡର, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ନିରନ୍ତର ମୁଷଳଧାରାରେ ବର୍ଷା ଏବେ ଦୈନନ୍ଦିନ ଜୀବନ ଏବଂ ଶିଳ୍ପ ପ୍ରତିଷ୍ଠାନ ଉଭୟ ଉପରେ ଖୁବ୍‌ ପ୍ରଭାବ ପକାଇଛି। ଚାଭନେ (ପାନଭେଲ ତାଲୁକା, ରାୟଗଡ…

ଜୋତା ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୨୮ ଜଣ, ଆସିଲା ଛାତିଥରା Video

ବେଜିଂ,୯।୭: ଗୁରୁବାର (ଜୁଲାଇ ୯, ୨୦୨୬) ଦିନ ଚାଇନାର ଜିନଜିଆଙ୍ଗରେ ଏକ ଜୋତା କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା, ଯାହା ଫଳରେ ୨୮ ଜଣଙ୍କର ମୃତ୍ୟୁ ହୋଇଥିଲା।…

ଅନ୍ଧାରକୁ ଯାଉଛି ଟିମ ଇଣ୍ଡିଆ; ଲଗାତାର ପରାଜୟକୁ ନେଇ ପୂର୍ବତନ କ୍ରିକେଟରମାନେ କହିଲେ…

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବର୍ତ୍ତମାନ ଦଳର ରଣନୀତିରେ ଗଭୀର ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ ନିଷ୍ପତ୍ତିକୁ କଡ଼ା…

ଇନ୍ଦ୍ରାବତୀ ପମ୍ପ ଷ୍ଟୋରେଜ୍ ବିଦ୍ୟୁତ ପ୍ରକଳ୍ପ: ଶିଳାନ୍ୟାସର ୧୯ ଦିନ ପରେ ବୋର୍ଡରୁ ଫଳକ ଗାୟବ, ଚର୍ଚ୍ଚା ଜୋର୍

ଜୟପାଟଣା, ୯।୭(ଓମ୍ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଅନ୍ତର୍ଗତ ଇନ୍ଦ୍ରାବତୀ ପାୱାର ହାଉସ ପାର୍ଶ୍ୱ ରାଣୀବାହାଲ ଗ୍ରାମ ପରିସରରେ ନୂତନ ଭାବେ ସ୍ଥାପନ ହେବାକୁ…

ଆମେରିକା-ଇରାନ ଯୁଦ୍ଧବିରତି ଶେଷ; ଏବେ ହର୍ମୁଜ ସହ ତୈଳ ବଜାର ଉପରେ ନଜର, ଭାରତ ପାଇଁ ଆଗାମୀ ୪୦ ଦିନ କାହିଁକି ଗୁରୁତ୍ୱପୂର୍ଣ୍ଣ? ଜାଣନ୍ତୁ…

ନୂଆଦିଲ୍ଲୀ,୯।୭: ତିନି ସପ୍ତାହ ପୂର୍ବେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରତିଷ୍ଠିତ ଯୁଦ୍ଧବିରତି ଏବେ ଶେଷ ହୋଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ କରିଛନ୍ତି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri