Posted inଜାତୀୟ

ବୃଦ୍ଧ ମାତାପିତାଙ୍କର ଯତ୍ନ ନ ନେଲେ ସମ୍ପତ୍ତିରୁ ବେଦଖଲ ହେବେ ସନ୍ତାନ, ସରକାରଙ୍କ ନୂଆ ଆଇନ…

ଲକ୍ଷ୍ନୌ,୯।୧୧ : ଅନେକ ଥର ଏପରି ଘଟଣା ସାମ୍ନାକୁ ଆସିଥାଏ ଯେଉଁଥିରେ ଘରର ପିଲାମାନେ ବୃଦ୍ଧାବସ୍ଥାରେ ବୃଦ୍ଧ ମାତାପିତାଙ୍କୁ ମାନସିକ ସ୍ତରରେ ହଇରାଣ କରନ୍ତି । ଏହି ଘଟଣାକୁ ଦୃଷ୍ଟିରେ ରଖି ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାର ନୂଆ ଆଇନ ଆଣିବାକୁ ଯାଉଛନ୍ତି। ଏଭଳି କରୁଥିବା ସନ୍ତାନଙ୍କୁ ପୈତୃକ ସମ୍ପତ୍ତିରୁ ବେ ଦଖଲ କରିବାକୁ ସରକାର ଚିନ୍ତା କରୁଛନ୍ତି।

ବୃଦ୍ଧ ମାତାପିତା ଏବଂ ବରିଷ୍ଠ ନାଗରିକଙ୍କ ପାଇଁ କେନ୍ଦ୍ର ସରକାରଙ୍କ ଦ୍ୱାରା ପରିଚାଳିତ ରକ୍ଷଣାବେକ୍ଷଣ ଏବଂ କଲ୍ୟାଣ ଆଇନ ୨୦୦୭ ଅନୁଯାୟୀ ରାଜ୍ୟ ନିୟମରେ ସଂଶୋଧନ ପାଇଁ ଏକ ପ୍ରସ୍ତାବ ରାଜ୍ୟ କ୍ୟାବିନେଟକୁ ପଠାଯାଇଛି। ଏ ସମ୍ପର୍କରେ ଉତ୍ତରପ୍ରଦେଶର ରାଜ୍ୟ ସାମାଜିକ କଲ୍ୟାଣ ମନ୍ତ୍ରୀ ଅସୀମ ଅରୁଣ କହିଛନ୍ତି ଯଦି ସେମାନଙ୍କ ପିଲାମାନେ ସେମାନଙ୍କ ମାତାପିତାଙ୍କ ସହିତ ଖରାପ ବ୍ୟବହାର କରି ସେମାନଙ୍କର ଯତ୍ନ ନେଉ ନାହାନ୍ତି ତେବେ ସରକାରଙ୍କ ପକ୍ଷରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏନେଇ ଏକ ପ୍ରସ୍ତାବ ରାଜ୍ୟ ଆଇନ ଆୟୋଗଙ୍କଠାରୁ ଗ୍ରହଣ କରାଯାଇଛି ଏବଂ ଉପଯୁକ୍ତ ଆଲୋଚନା ପରେ ଏହାକୁ ଅନୁମୋଦନ ପାଇଁ ରାଜ୍ୟ କ୍ୟାବିନେଟକୁ ପଠାଯାଇଛି, ଏହା ଶୀଘ୍ର ପାରିତ ହେବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଚାଲିଗଲା ଓଡ଼ିଆ ଯୁବତୀଙ୍କ ଜୀବନ

ହାଇଦ୍ରାବାଦ,୨୧।୮: ହାଇଦ୍ରାବାଦରେ ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଜଣେ ଓଡ଼ିଆ ଯୁବତୀଙ୍କ ମୃତ୍ୟୁ ଘଟିଛି। ରାସ୍ତା ପାର୍‌ ବେଳେ ଏମ୍‌ପି ପୁଅଙ୍କ ଏକ ବିଳାସପୂର୍ଣ୍ଣ କାର୍‌ ଯୁବତୀଙ୍କୁ…

ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…

ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ…

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri