ଭୁବନେଶ୍ୱର,୨୫ା୬: ଛାତ୍ରୀଛାତ୍ରଙ୍କୁ ମିଳିବ ମାଗଣା ନୂଆ ସ୍କୁଲ ବ୍ୟାଗ୍। ଶିଶୁ ବାଟିକାରୁ ତୃତୀୟ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ଏହି ବ୍ୟାଗ୍ ମିଳିବ। ଶୀଘ୍ର ବଣ୍ଟନ କରିବାକୁ ଡିଇଓ ଏବଂ ଡିପିସିଙ୍କୁ ଓସେପାର ଚିଠି ଲେଖିଛି। ବ୍ଲକସ୍ତରରୁ ଓସିକ୍ ଏହି ନୂଆ ସ୍କୁଲ ବ୍ୟାଗ୍ ଯୋଗାଇ ଦେବ।
ଭୁବନେଶ୍ୱର,୨୫ା୬: ଛାତ୍ରୀଛାତ୍ରଙ୍କୁ ମିଳିବ ମାଗଣା ନୂଆ ସ୍କୁଲ ବ୍ୟାଗ୍। ଶିଶୁ ବାଟିକାରୁ ତୃତୀୟ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ଏହି ବ୍ୟାଗ୍ ମିଳିବ। ଶୀଘ୍ର ବଣ୍ଟନ କରିବାକୁ ଡିଇଓ ଏବଂ ଡିପିସିଙ୍କୁ ଓସେପାର ଚିଠି ଲେଖିଛି। ବ୍ଲକସ୍ତରରୁ ଓସିକ୍ ଏହି ନୂଆ ସ୍କୁଲ ବ୍ୟାଗ୍ ଯୋଗାଇ ଦେବ।
ନୂଆଦିଲ୍ଲୀ,୨୪।୯: ନିର୍ବାଚନ କମିଶନ ଓ ସ୍ବତନ୍ତ୍ର ଘନିଷ୍ଠ ସଂଶୋଧନ ପ୍ରକ୍ରିୟା (SIR)କୁ ନେଇ ବିବାଦ ମଧ୍ୟରେ କକରୋଚ୍ ଜନତା ପାର୍ଟି (CJP) ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ…
ନୂଆଦିଲ୍ଲୀ,୨୪।୯: ୟୁପିଆଇ (UPI) ଚାର୍ଜକୁ ନେଇ ଦେଶର ବିଭିନ୍ନ ସ୍ଥାନରେ ବ୍ୟବସାୟୀଙ୍କ ବିରୋଧ ତୀବ୍ର ହେବାରେ ଲାଗିଛି। ଏହାର ପ୍ରତିବାଦରେ ଫେଡେରେଶନ ଅଫ ଅଲ ଇଣ୍ଡିଆ ବ୍ୟାପାର…
ଆଇଚି-ନାଗୋୟା,୨୪।୯: ଏସିଆନ ଗେମ୍ସ ୨୦୨୬ରେ ଭାରତ ପାଇଁ ଆଉ ଏକ ପଦକ ଜିତିଛନ୍ତି ୱୁଶୁ ଖେଳାଳି ରୋଶିବିନା ଦେବୀ। ମହିଳା ୬୦ କିଲୋଗ୍ରାମ ବର୍ଗରେ ସେ ରୌପ୍ୟ…
ନୂଆଦିଲ୍ଲୀ,୨୪।୯: ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଉପରେ ଥିବା ଗଭୀର ଅବପାତ (Deep Depression) ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୩ କିଲୋମିଟର ବେଗରେ ଧୀରେ ଧୀରେ…
ଭୁବନେଶ୍ୱର,୨୪।୯ (ପ୍ରସନଜିତ୍ ସାହୁ):ରାଜଧାନୀ ଭୁବନେଶ୍ବରରେ ବୁଧବାର ସାରେ ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ନୟାପଲ୍ଲୀ ଗଡ଼ସାହିରେ ତାୱାରେ ପିଟି ଜଣେ ଯୁବକ ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି। ମୃତାଙ୍କ…
ଗ୍ରେଟର ନୋଏଡା,୨୪।୯: ଉତ୍ତରପ୍ରଦେଶର ଗ୍ରେଟର ନୋଏଡାର ଜେୱର ଥାନା ଅଞ୍ଚଳରେ ଯମୁନା ଏକ୍ସପ୍ରେସୱେରେ ଏକ ସ୍ଲିପର ବସ୍ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଚଳନ୍ତା ବସ୍ରେ ହଠାତ୍ ନିଆଁ…
ଭୁବନେଶ୍ୱର,୨୪।୯: ପଶ୍ଚିମ-କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ କଳିଙ୍ଗପଟ୍ଟନମ ନିକଟରେ ରାତି ପ୍ରାୟ ସାଢ଼େ ୧୧ଟାରେ ସ୍ଥଳଭାଗ ଅତିକ୍ରମ କରିଛି। ଏହି…
ମୁମ୍ବାଇ ୨୪ା୯:୨୦୨୭ ଓସ୍କାର ଦୌଡ଼ରେ ଦ୍ୱିତୀୟ ଭାରତୀୟ ଚଳଚ୍ଚିତ୍ର ଭାବେ ସ୍ଥାନ ପାଇ ଇତିହାସ ରଚିଛି ନାଗାଲାଣ୍ଡର କୋନ୍ୟାକ ଭାଷାର ଫିଲ୍ମ ‘ଅଙ୍ଘ’। ଭାରତ ପକ୍ଷରୁ ମରାଠୀ…