ବିପର୍ଯ୍ୟୟ ପରିଚାଳନା ପାଠ ପଢ଼ିବେ ପିଲା

ଭୁବନେଶ୍ୱର,୧୨ା୫(ବ୍ୟୁରୋ): ଆସନ୍ତା ଶିକ୍ଷାବର୍ଷ ଅର୍ଥାତ ୨୦୨୩ରୁ ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ ବିପର୍ଯ୍ୟୟ ପରିଚାଳନା କୋର୍ସ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତା’ର ପାଠ୍ୟକ୍ରମ ପ୍ରସ୍ତୁତ କରୁଛନ୍ତି। ୨୦୨୩ ପାଇଁ ଯେଉଁ ବହି ପ୍ରିଣ୍ଟ ହେଉଛି, ସେଥିରେ ଏହି ପାଠ୍ୟକ୍ରମ ରହିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି । କେଉଁ କ୍ଲାସରେ ଏହି କୋର୍ସ ରହିବ ସେନେଇ ବିଚାର ବିମର୍ଷ କରାଯାଉଛି। ନବମ ଦଶମରେ କ’ଣ ରହିବ, ତଳ କ୍ଲାସରେ କେଉଁ କୋର୍ସ ରହିବ, ସେ ଦିଗରେ କାମ ଚାଲିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ବିପର୍ଯ୍ୟୟ ପରିଚାଳନାକୁ ପାଠ୍ୟକ୍ରମରେ ସାମିଲ କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ତେଣୁ ଶୀଘ୍ର ତାକୁ କାର୍ଯ୍ୟକାରୀ କରାଯିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

ପନିର ଅପମିଶ୍ରଣ ନେଇ କଟକରେ ରେଡ୍‌ ପରେ ଏବେ ପାହାଳ ପାଳି: ମିଠା କିଣୁଥିଲେ ଜାଣି ରଖନ୍ତୁ….

ଭୁବନେଶ୍ୱର,୨୫।୮: ପାର୍ବଣ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ଛେନା ଓ ପନିରର ଗୁଣବତ୍ତାକୁ ନେଇ ଚିନ୍ତା ବଢ଼ିଛି। ନକଲି ଓ ଅପମିଶ୍ରିତ ଛେନା-ପନିର ବିକ୍ରି ଅଭିଯୋଗକୁ ନେଇ BMC…

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

ଡଙ୍ଗା ଚଢୁଥିଲେ ପରେଶ୍ୱର,ଟାଣିନେଲା କୁମ୍ଭୀର: ଆଉ ତା’ପରେ ଘଟିଲା…

ରାଜକନିକା,୨୫।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ତ୍ରୈଲୋକ୍ୟପୁର ପଞ୍ଚାୟତ ଗଙ୍ଗାଧର ପ୍ରସାଦ ଡିଆ ଗାଁ ସନ୍ନିକଟ ଖରସ୍ରୋତା ନଦୀର ଭରାନଦୀରେ ମଙ୍ଗଳବାର ସକାଳେ ସମୟରେ…

ଧ୍ରୁବ ଜୁରେଲଙ୍କ ‘ଟାଟୁ’ ପଛରେ କ’ଣ ଅଛି ଅର୍ଥ? ଜାଣିବା ପରେ ଆପଣ ମଧ୍ୟ ତାଙ୍କୁ…

ନୂଆଦିଲ୍ଲୀ,୨୫।୮: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଧ୍ରୁବ ଜୁରେଲ ଶତକ ପୂରଣ କରିବା ମାତ୍ରେ, ତାଙ୍କର ଉତ୍ସବ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ସେ ପ୍ରଥମେ ଏକ…

ବିଧାୟକଙ୍କ ଉପସ୍ଥିତିରେ ଆପୋଷ ବୁଝାମଣାରେ ତୁଟିଲା ଉଠାଦୋକାନୀ ବିବାଦ

ଛତ୍ରପୁର,୨୫।୮(ଦିଲ୍ଲୀପ ସାମଲ): ଛତ୍ରପୁର ସହର ବାଳିକା ଉଚ୍ଚ ବିଦ୍ୟାଳୟ ନିକଟ ପରିବା ବଜାର ଉଠାଦୋକାନୀ ମଙ୍ଗଳବାର ବନ୍ଦ ଡାକରା ଦେଇଥିବା ବେଳେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ…

ଇମ୍ରାନଙ୍କୁ ନେଇ ଏମିତି କହିଲେ କପିଲ ଦେବ, ହେଉଛି ବଡ଼ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ପୂର୍ବତନ ଭାରତୀୟ କ୍ରିକେଟ ଦଳର ଅଧିନାୟକ କପିଲ ଦେବ ପୁଣି ଥରେ ପୂର୍ବତନ ପାକିସ୍ତାନୀ କ୍ରିକେଟର ଇମ୍ରାନ ଖାନଙ୍କ ସମର୍ଥନରେ ବାହାରିଛନ୍ତି। ସମ୍ପ୍ରତି, 21 ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri