ରାଜ୍ୟରେ ବଢୁଛି ପିଲାଙ୍କ ଚିନ୍ତା

ଭୁବନେଶ୍ୱର,୨୧।୧୦(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ଉପରମୁହାଁ ହେଉଛି। ରାଜ୍ୟରେ ଗୁରୁବାର ୫୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୨ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୩୦୮ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୧୬ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୩୭ହଜାର ୦୫୬ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୫୪ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୪, ବାଲେଶ୍ୱରରୁ ୧୪, ବରଗଡ଼ରୁ ୨, ଭଦ୍ରକରୁ ୮, ବଲାଙ୍ଗୀରରୁ ୧ , କଟକରୁ ୬୬, ବୌଦ୍ଧରୁ ୨, ଦେବଗଡ଼ରୁ ୨, ଢେଙ୍କାନାଳରୁ ୪, ଗଞ୍ଜାମରୁ ୧, ଜଗତ୍‌ସିଂହପୁରରୁ ୧୬, ଯାଜପୁରରୁ ୧୦, ଝାରସୁଗୁଡାରୁ ୧ ଜଣ ଆକ୍ରାନ୍ତ ଅଛନ୍ତି। ସେହିପର କନ୍ଧମାଳରୁ ୧, କେନ୍ଦ୍ରାପଡ଼ାରୁ ୪, କୋରାପୁଟରୁ ୩, ମୟୂରଭଞ୍ଜରୁ ୨୧, ନୟାଗଡ଼ରୁ ୫, ପୁରୀରୁ ୧୧, ରାୟଗଡ଼ା ୧, ସମ୍ବଲପୁରରୁ ୧୨, ସୁନ୍ଦରଗଡ଼ରୁ ୧୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୬୧ ଅଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri