ବଢ଼ୁଛି ପିଲାଙ୍କ ଚିନ୍ତା: ଆଜି ରାଜ୍ୟରେ ୧୧୦ ଛୁଆ କରୋନା ସଂକ୍ରମିତ

ଭୁବନେଶ୍ୱର,୩୧।୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗିଛିି। ମଙ୍ଗଳବାର ରାଜ୍ୟରେ ୬୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୧୦ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୩୬୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୭୧ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୭ ହଜାର ୭୫୦ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୬୦ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୧୬, ବାଲେଶ୍ୱରରୁ ୨୩, ବରଗଡ଼ରୁ ୬, ଭଦ୍ରକରୁ ୧୨, ବୌଦ୍ଧରୁ ୧୨, କଟକରୁ ୫୭, ଦେବଗଡ଼ରୁ ୧୧, ଢେଙ୍କାନାଳରୁ ୧୦, ଗଜପତିରୁ ୧, ଗଞ୍ଜାମରୁ ୪, ଜଗତ୍‌ସିଂହପୁରରୁ ୧୯, ଯାଜପୁରରୁ ୩୪, ଝାରସୁଗୁଡ଼ାରୁ ୪, କଳାହାଣ୍ଡିରୁ ୧, କନ୍ଧମାଳରୁ ୨, କେନ୍ଦ୍ରାପଡ଼ାରୁ ୨୧, କେନ୍ଦୁଝରରୁ ୨ ଆକ୍ରାନ୍ତ ଅଛନ୍ତି। ସେହିପରି ମାଲକାନଗିରିରୁ ୩, ମୟୂରଭଞ୍ଜରୁ ୨୦, ନୟାଗଡ଼ରୁ ୭, ନୂଆପଡ଼ାରୁ ୨, ପୁରୀରୁ ୨୧, ରାୟଗଡ଼ାରୁ ୭, ସମ୍ବଲପୁରରୁ ୭, ସୁବର୍ଣ୍ଣପୁରରୁ ୬ ଓ ସୁନ୍ଦରଗଡ଼ରୁ ୧୯ ଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୫୭ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିରେ ବାଜିଲା ମୋହର: ଉଚ୍ଚଶିକ୍ଷାରେ ୫୦ ପ୍ରତିଶତ ସଂରକ୍ଷଣ, SC-ST-OBCଙ୍କୁ ମିଳିବ…

ଭୁବନେଶ୍ୱର,୫ା୪(ସୁନିତ୍‌ ମିଶ୍ର): ଓଡ଼ିଶାର ମେଡିକାଲ, ଇଞ୍ଜିନିୟରିଂ ଏବଂ ଅନ୍ୟାନ୍ୟ ଉଚ୍ଚଶିକ୍ଷା ଓ ପ୍ରଯୁକ୍ତିବିଦ୍ୟା ଶିକ୍ଷା ପାଠ୍ୟକ୍ରମ କ୍ଷେତ୍ରରେ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଏବଂ ପଛୁଆ ବର୍ଗମାନଙ୍କ…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍‌ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍‌ଶୀଘ୍ର ମୋ’ ଯାତ୍ରାରେ…

ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍‌ର ଜଣେ ସୁପରଷ୍ଟାର ତାଙ୍କ ଯାତ୍ରା…

‘ଏହା କେବଳ ଟ୍ରେଲର ମାତ୍ର… ପିକ୍ଚର ଏବେବି ବାକି ଅଛି’, AAPକୁ ନେଇ ନୂଆ ଭିଡ଼ିଓ ଜାରି କଲେ ରାଘବ ଚଢା

ନୂଆଦିଲ୍ଲୀ,୫।୪: ରାଜ୍ୟ ସଭାରେ ଉପନେତା ପଦରୁ ତାଙ୍କୁ ହଟାଇବା ପରେ, ଆମ ଆଦମୀ ପାର୍ଟି (ଆପ) ନେତା ଏବଂ ରାଘବ ଚଢାଙ୍କ ମଧ୍ୟରେ ବାକ ଯୁଦ୍ଧ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri