ଶିଶୁ ସାହିତ୍ୟ ସଂସଦର କବିତା ପାଠୋତ୍ସବ

ବରଗଡ଼,୧୪।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଭାରତୀ ଶିଶୁ ସାହିତ୍ୟ ସଂସଦ ଆନୁକୂଲ୍ୟରେ ଓଡ଼ିଶାର ବରପୁତ୍ରମାନଙ୍କ ସ୍ମୃତିଚାରଣ ଉଦ୍ଦେଶ୍ୟରେ ଏକ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଶିଶୁ ସାହିତ୍ୟ ସଂସଦର ସଭାପତି ଛାତ୍ରୀ ଧରିତ୍ରୀ ରାଉତଙ୍କ ଅଧ୍ୟକ୍ଷତା ଓ ସମ୍ପାଦିକା ଶାଳିନୀ ସାଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ୨୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ସ୍ବରଚିତ କବିତା ପାଠ କରିଥିଲେ। ପ୍ରଧାନ ଶିକ୍ଷକ ସୁଦୀପ କୁମାର ରଥ, ଶିକ୍ଷୟିତ୍ରୀ ଗୀତା ଜାଲ, ବବିତା ନାଏକ , ସୁନୀତା ମିଶ୍ର, ଜ୍ୟୋତ୍ସ୍ନାମୟୀ ତ୍ରିପାଠୀ, ଜ୍ୟୋତି ବେହେରା ଦୀପିକା କୁଲୁ, ସୀମା ଭୋଇ ପ୍ରମୁଖ କବିତାଗୁଡ଼ିକର ସମୀକ୍ଷା କରିଥିଲେ। ଏହି ଅବସରରେ ଛାତ୍ରୀଛାତ୍ରମାନଙ୍କ ସମ୍ମୁଖରେ ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନରେ ପ୍ରମୁଖ ଭୂମିକା ରହିଥିବା ବରପୁତ୍ରମାନଙ୍କ ଜୀବନୀ ଆଧାରିତ ଏକ ଭିଡିଓ ପ୍ରଦର୍ଶିତ ହୋଇଥିଲା। ଶିକ୍ଷୟିତ୍ରୀ ଭାରତୀ ସେଟ୍‌ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ଗସ୍ତ କରିବେ ନାହିଁ ବାଂଲାଦେଶ ପ୍ରଧାନମନ୍ତ୍ରୀ ତାରିକ ରହମାନ; ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ/ଢାକା,୧୦।୯: ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ସମ୍ମିଳନୀରେ ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନଙ୍କ ଅଂଶଗ୍ରହଣ ନ କରିବା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦିଆଯାଇଛି।…

୬୫ ବର୍ଷର ରେକର୍ଡ ଭାଙ୍ଗିଲେ ଇଶାନ କିଶାନ: ହାସଲ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୦।୯:ଅଧିନାୟକ ଇଶାନ କିଶନଙ୍କ ନେତୃତ୍ୱରେ ଇଷ୍ଟ ଜୋନ ଦଳ ୨୦୨୬ ଦୁଲିପ ଟ୍ରଫି (Duleep Trophy) ବିଜୟୀ ହୋଇଛି। ୧୩ ବର୍ଷର ଦୀର୍ଘ ଅପେକ୍ଷା ପରେ ଦଳ…

ସରକାରଙ୍କ ଋଣ ଯୋଜନା ହିତାଧିକାରୀଙ୍କ ନିକଟରେ ପହଞ୍ଚାଇବା ନେଇ ପରାମର୍ଶ

ଛତ୍ରପୁର,୧୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଗୁରୁବାର ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ଅଧ୍ୟକ୍ଷତାରେ ଜିଲା ବ୍ୟାଙ୍କ ପରାମର୍ଶଦାତା…

କଂଗ୍ରେସକୁ ଲାଗିଲା ବଡ଼ ଝଟକା, ପ୍ରଥମ ଥର ଜିତିଲା ଭାଜପା

ଶିମଲା,୧୦।୯: ହିମାଚଳ ପ୍ରଦେଶର ଶିମଲା ଜିଲା ପରିଷଦ ନିର୍ବାଚନରେ କ୍ଷମତାସୀନ କଂଗ୍ରେସ ସରକାର ଏକ ବଡ଼ ଧରଣର ଝଟକା ପାଇଛି। ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରଥମ…

୧୩ ବର୍ଷର ଅପେକ୍ଷାର ଅନ୍ତ ଘଟାଇଲେ ଇଶାନ କିଶାନ: ଫାଇନାଲ୍‌ରେ କଲେ ବଡ଼ କାରନାମା

ନୂଆଦିଲ୍ଲୀ,୧୦।୯: ଶେଷରେ ୧୩ ବର୍ଷର ଅପେକ୍ଷାର ଅନ୍ତ ଘଟାଇଛନ୍ତି ଇଶାନ କିଶାନ। ଫାଇନାଲ ମ୍ୟାଚ୍‌ରେ ସାଉଥ ଜୋନକୁ ପରାସ୍ତ କରି ଇଷ୍ଟ ଜୋନ ଦଳ ଦୁଲିପ ଟ୍ରଫି…

ମୋଦିଙ୍କ ନିମନ୍ତ୍ରଣ କ୍ରମେ ଭାରତ ଆସିବେ ସି ଜିନପିଙ୍ଗ, ଜାଣନ୍ତୁ କ’ଣ ରହିଛି ଏହା ପଛର କାରଣ

ନୂଆଦିଲ୍ଲୀ/ବେଜିଂ,୧୦।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ୨୦୨୬ ବ୍ରିକ୍ସ (BRICS) ସମ୍ମିଳନୀରେ ଯୋଗଦେବା ପାଇଁ ଭାରତ ଗସ୍ତ କରିବେ। ଦିଲ୍ଲୀକୁ ସି-ଙ୍କ ଗସ୍ତ ନେଇ କିଛି ସମୟ…

ଗାଁକୁ ନିଶାମୁକ୍ତ କରିବା ପାଇଁ ଥାନାର ଦ୍ୱାରସ୍ଥ ହେଲେ ମହିଳା, ପ୍ରତିଶ୍ରୁତି ଦେଇ ଥାନାଧିକାରିଣୀ କହିଲେ…

ମହାକାଳପଡ଼ା,୧୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ସ୍ଥାନୀୟ ଦେଉଳପଡ଼ା ପଞ୍ଚାୟତ ବାଙ୍କୀଛନ୍ଦା ଗ୍ରାମରେ ଦୀର୍ଘବର୍ଷ ଧରି ବେଆଇନ ମଦ ବ୍ୟବସାୟୀମାନେ ଦେଶୀ ବିଦେଶୀ…

Watch: ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଭାଙ୍ଗଡ଼ା ନାଚିଲେ ଈଶାନ କିଶନ, କିନ୍ତୁ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୯: ଚେନ୍ନାଇର ଏମ.ଏ. ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ଦୁଲିପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଡ୍ର’ରେ ଶେଷ ହେବା ପରେ ‘ଇଷ୍ଟ ଜୋନ’ (East Zone) ଚାମ୍ପିୟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri