କେସିଙ୍ଗାରେ ବାଲ୍‌ ବୈଜ୍ଞାନିକ ପ୍ରଦର୍ଶନୀ

କେସିଙ୍ଗା,୨୩ା୧୧ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବାଲସିସ୍ଥିତ ଜବାହର ଉଚ୍ଚ ବିଦ୍ୟାପୀଠଠାରେ ବାଲ୍‌ ବୈଜ୍ଞାନିକ ପ୍ରଦର୍ଶନୀ (ଜିଜ୍ଞାସା) ଏନର୍ଜି କ୍ଲବ ଦ୍ୱାରା ପ୍ରଧାନ ଶିକ୍ଷକ ଅଭୟ କୁମାର ଦେବତାଙ୍କ ନେତୃତ୍ୱରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ବାଲ୍‌ସି ସରକାରୀ ପ୍ରାଥମିକ ବିଦ୍ୟାଳୟର ସହ ଶିକ୍ଷୟିତ୍ରୀ ଲିନା ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଜ୍ଞାନ ପ୍ରଦର୍ଶନୀକୁ ଉଦ୍‌ଘାଟନ କରିଥିଲେ। ଏଥିରେ ଜୈବିକ ଖତ, ବିଲୁପ୍ତ ଜାତି, ବିଜ୍ଞାନଗାରର ସମସ୍ତ ସାମଗ୍ରୀ, ବିଭିନ୍ନ ଔଷଧୀୟ ବୃକ୍ଷ, ଚତୁଃପାଶର୍‌ବରେ ଥିବା ପଦାର୍ଥ, ଜିଆ ଖତ ଭଳି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା। ଶେଷରେ କୃତୀ ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରାଯାଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟୀଙ୍କ ସ୍କୁଟି ଡିକି ଭାଙ୍ଗି ୧୧୦ ଗ୍ରାମ୍‌ ସୁନା ଅଳଙ୍କାର ଲୁଟ୍‌

ରାୟଗଡ଼ା,୧୮ା୩(ଆଶିଷ ରଞ୍ଜନ ପଣ୍ଡା): କିଛି ଦିନର ନୀରବତା ପରେ ପୁଣି ରାୟଗଡ଼ା ସହରରେ ଆରମ୍ଭ ହୋଇଛି ଚୋରି ଓ ଲୁଟ୍‌। ପୋଲିସ୍‌କୁ ଏକପ୍ରକାର ଖୋଲା ଚ୍ୟାଲେଞ୍ଜ କରିଛନ୍ତି…

ଅଫିସ ଭିତରେ ପଶି ଆର୍‌ଆଇଙ୍କୁ ଆଖିବୁଜା ମାଡ଼ ମାରିଲେ ଯୁବକ, ଘୋଷାଡ଼ି ଘୋଷାଡ଼ି…

ଚାନ୍ଦବାଲି,୧୮ା୩(ଅଶୋକ ପଣ୍ଡା): ସରକାରୀ ଅଫିସ୍‌ ଭିତରେ ପଶି ଅଫିସରଙ୍କୁ ଆଖିବୁଜା ମାଡ଼। ତାହା ପୁଣି ଦିନ ଦ୍ୱିପ୍ରହରରେ ସର୍ବ ସମ୍ମୁଖରେ। ଏମିତି କି ଅଫିସ ଗୃହରୁ ଘୋଷାଡ଼ି…

ରକ୍ତ ଜୁଡୁବୁଡୁ ଅବସ୍ଥାରେ ଭଡାଘରୁ ଯୁବକ ଉଦ୍ଧାର: ବଢୁଛି ସନ୍ଦେହ

ବାହାନଗା,୧୮।୩(ଅରୂପ କୁମାର ଦାସ): ରକ୍ତ ଜୁଡୁବୁଡୁ ଅବସ୍ଥାରେ ଭଡାଘରୁ ଜଣେ ଯୁବକ ଉଦ୍ଧାର କରାଯିବା ଘଟଣା ପୋଲିସ ପାଇଁ ମୁଣ୍ଡବ୍ୟଥାର କାରଣ ସାଜିଛି। ଏଭଳି ଘଟଣା ଘଟିଛି…

କେସିଙ୍ଗାରୁ ଭୁବନେଶ୍ୱର ହେଉ ସିଧା ଟ୍ରେନ ଚଳାଚଳ: ଲୋକ ସଭାରେ ଦାବି ଉଠାଇଲେ ଏମ୍‌ପି

କେସିଙ୍ଗା,୧୮।୩(ତୁମେଶ୍ୱର ସାହୁ): କଳାହାଣ୍ଡି ଏମପି ମାଲବିକା ଦେବୀ ଦିଲ୍ଲୀରେ ଅନୁଷ୍ଠିତ ଲୋକ ସଭା ଗୃହରେ କଳାହାଣ୍ଡି ଜିଲାର ସଂସଦୀୟ କ୍ଷେତ୍ର କଳାହାଣ୍ଡି ଓ ନୂଆପଡ଼ା ଜିଲା ପାଇଁ…

ଘଟିବ କି କିଛି ଅଶୁଭ: ପୁଣି ନୀଳଚକ୍ର ଉପରେ ବସିଲା ଚିଲ

ପୁରୀ,୧୮ା୩(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିର ନୀଳଚକ୍ର ଉପରେ ମଙ୍ଗଳବାର ଅପରାହ୍ନରେ କିଛି ସମୟ ଧରି ଚିଲ ବସିଥିବା ଦେଖିବାକୁ ମିଳିଥିଲା। କିଛିଦିନ ହେବ ଲଗାତର ଏପରି ଘଟଣା ଦେଖିବାକୁ…

ରାତିରେ ଶୋଇଥିଲେ ସାଙ୍ଗ, ଛୁରି ଭୁସିଦେଲେ ଗଣ୍ଡ: ବିଶ୍ୱାସଘାତକତାର କରୁଣ ପରିଣତି

ଔପଦା, ୧୮।୩(ଧରିତ୍ରୀ ପଣ୍ଡା): ପୂର୍ବ ଶତ୍ରୁତାର ପ୍ରତିଶୋଧ ନେବାକୁ ଯାଇ ଜଣେ ବ୍ୟକ୍ତି ନିଜ ବନ୍ଧୁଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣା ବାଲେଶ୍ୱର ଜିଲା ଔପଦା…

ଡାକ୍ତରଖାନା ଆଗରେ ଜେଏମ୍‌ଏମ୍‌ର ଧାରଣା  

ମୋରଡ଼ା,୧୮ା୩(ସ୍ମାରକ ମାଜୀ):ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମ୍‌ଏମ୍‌) ତରଫରୁ ୨ ଦଫା ଦାବି ନେଇ ମଙ୍ଗଳବାରଠାରୁ…

ସ୍କୁଲ ଗଡାଣି ନିକଟରେ ଓଲଟିଲା ଅଟୋ

ନନ୍ଦପୁର,୧୮।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଦେଗନ୍ଧନା ଗ୍ରାମ ସ୍କୁଲ ଗଡାଣି ନିକଟରେ ଭାରସାମ୍ୟ ହରାଇ ଅଟୋ ଓଲଟି ୧୦ ଯାତ୍ରୀ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri