Posted inଖେଳ

ନ୍ୟୁଜିଲାଣ୍ଡକୁ ହରାଇଲା ଚିଲି

ଭୁବନେଶ୍ୱର, ୧୨।୧୦(କ୍ରୀଡ଼ା ପ୍ରତିନିଧି): ୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ୍‌ ଭୁବନେଶ୍ୱର ସମେତ ଗୋଆର ମାର୍ଗାଓରେ ମଧ୍ୟ ଆରମ୍ଭ ହୋଇଛି। ପଣ୍ଡିତ ଜବାହରଲାଲ ନେହେରୁ ଷ୍ଟାଡିୟମରେ ଅନୁଷ୍ଠିତ ଗ୍ରୁପ୍‌ ‘ବି’ ମ୍ୟାଚରେ ଚିଲି ୩-୧ ଗୋଲରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରିଛି। ମ୍ୟାଚରେ ଆଧିପତ୍ୟ ବିସ୍ତାର କରି ଖେଳିଥିଲା ଚିଲି। ମ୍ୟାଚର ୧୨ତମ ମିନିଟରେ ଅମ୍ବର ଫିଗୁଏରୋ ଗୋଲ ଦେଇ ଚିଲିକୁ ଅଗ୍ରଣୀ କରାଇଥିଲେ। ୨୨ତମ ମିନିଟରେ ଟାଲି ରୋଭନେର ଏହାକୁ ୨-୦ରେ ପହଞ୍ଚାଇଥିଲେ। ନ୍ୟୁଜିଲାଣ୍ଡର ଇମିଲି କ୍ଲେଗ ୫୨ତମ ମିନିଟରେ ଗୋଟିଏ ଗୋଲ ପରିଶୋଧ କରି ମ୍ୟାଚରେ ରୋମାଞ୍ଚ ଭରିଥିଲେ। ମାତ୍ର ୬୪ତମ ମିନିଟରେ ଆନାଇସ ସିଫୁଣ୍ଟେସ ଗୋଟିଏ ଗୋଲ ଦେଇ ଚିଲିର ଅଗ୍ରଣୀ ବ୍ୟବଧାନକୁ ୩-୧ରେ ପହଞ୍ଚାଇ ଦେଇଥିଲେ। ଏହାପରେ ଆଉ ଗୋଲ ହୋଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ୍ ୨୦୨୬: ଟସ୍ ଜିତି ପାକିସ୍ତାନର ବୋଲିଂ ନିଷ୍ପତ୍ତି, ହ୍ୟାଣ୍ଡସେକ୍ ପାଇଁ ପୁଣି…

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ଗ୍ରୁପ୍-ଏ ମ୍ୟାଚରେ ପାକିସ୍ତାନ ଅଧିନାୟକ ସଲମାନ ଆଘା ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଭାରତୀୟ…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

ଟି-୨୦ ବିଶ୍ଵକପ୍ ପୂର୍ବରୁ ପାକିସ୍ତାନକୁ ନିର୍ଧୂମ ଛେଚିଲା ଭାରତ; ୮ ୱିକେଟରେ ଜିତିଲା ମହିଳା ଦଳ

ବ୍ୟାଙ୍କକ୍,୧୫।୨: କଲମ୍ବୋରେ ଭାରତ ଓ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ହାଇଭୋଲଟେଜ୍ ପୁରୁଷ ଟି-୨୦ ବିଶ୍ଵକପ୍ ମ୍ୟାଚ୍ ପୂର୍ବରୁ, ବ୍ୟାଙ୍କକରେ ଭାରତୀୟ ମହିଳା ‘ଏ’ ଦଳ ପାକିସ୍ତାନକୁ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri