ଚିଲିକା ବିଧାୟକଙ୍କୁ ଜାମିନ ଦେଲେ ସୁପ୍ରିମକୋର୍ଟ

ଭୁବନେଶ୍ୱର,୨୫ା୭(ବ୍ୟୁରୋ): ଲୋକଙ୍କ ଉପରେ ଗାଡ଼ି ମଡ଼ାଇବା ମାମଲାରେ ଗିରଫ ହୋଇଥିବା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ସୋମବାର ସୁପ୍ରିମକୋର୍ଟ ସର୍ତ୍ତମୂଳକ ଜାମିନ ଦେଇଛନ୍ତି। ମାନ୍ୟବର କୋର୍ଟ ତାଙ୍କ ଶୁଣାଣିରେ ବିଧାୟକ ଜଗଦ୍ଦେବଙ୍କୁ ନିଜ ନିର୍ବାଚନ ମଣ୍ଡଳୀକୁ ୧ ବର୍ଷ ପାଇଁ ଯିବାକୁ ବାରଣ କରିଛନ୍ତି। ତେବେ ଜିଲାପାଳଙ୍କ ଅନୁମତି ନେଇ ନିର୍ବାଚନ ମଣ୍ଡଳୀ ଯାଇପାରିବେ ବିଧାୟକ। ଏଥିସହ ୫ ଜଣରୁ ଅଧିକ ଲୋକଙ୍କୁ ନେଇ ସଭା ସମିତି କରିବାକୁ ବାରଣ କରିଛନ୍ତି କୋର୍ଟ।

ଆଡଭୋକେଟ ଯଶୋବନ୍ତ ଦାସ, ପିନାକୀ ମିଶ୍ର, ସିନିୟର ଆଡଭୋକେଟ ଭାବନା ଦାସ ଏବଂ ମାନସ ଚାନ୍ଦ ବିଧାୟକଙ୍କ ଲାଗି ମାମଲା ଲଢୁଥିଲେ। ସୁପ୍ରିମକୋର୍ଟ ବିଚାରପତି ହେମନ୍ତ ଗୁପ୍ତା ଏବଂ ବିକ୍ରମ ନାଥ ଉକ୍ତ ଶୁଣାଣି କରିଥିଲେ।

ସୂଚନାଯୋଗ୍ୟ, ମାର୍ଚ୍ଚ ୨୨ରେ ଗିରଫ ହୋଇଥିଲେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ମାର୍ଚ୍ଚ ୧୨ରେ ପଞ୍ଚାୟତ ସମିତି ଅଧ୍ୟକ୍ଷ ନିର୍ବାଚନ ଚାଲିଥିବା ବେଳେ ଖୋର୍ଦ୍ଧା ଜିଲା ବାଣପୁର ବ୍ଲକ ଅଫିସ ସମ୍ମୁଖରେ ସାଧାରଣ ଜନତାଙ୍କ ଉପରେ ଗାଡ଼ି ମଡ଼ାଇ ଦେଇଥିଲେ। ପରେ ସାଧାରଣ ଜନତାଙ୍କ ସମେତ କିଛି ପୋଲିସ କର୍ମଚାରୀ ଗୁରୁତର ହୋଇଥିଲେ। ଉକ୍ତ ଘଟଣାରେ ବିଧାୟକଙ୍କୁ ଗିରଫ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

ଏନ୍‌ଏଚ୍‌ଏଆଇର ବଡ଼ ଘୋଷଣା: ଏପ୍ରିଲ ୧ରୁ ବଢ଼ିବ…

ନୂଆଦିଲ୍ଲୀ,୩୦ା୩: ଏପ୍ରିଲ ୧ରୁ ଫାସ୍‌ଟାଗ୍‌ ବାର୍ଷିକ ଦେୟ ବଢ଼ିବ ବୋଲି ଭାରତର ଜାତୀୟ ରାଜପଥ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ) ପକ୍ଷରୁ ଘୋଷଣା କରାଯାଇଛି। ଗତବର୍ଷ ଆରମ୍ଭ ହୋଇଥିବା ଏହି…

ଲିଭ-ଇନ୍‌ରେ ରହୁଥିଲେ ମିଳିବ ବିବାହିତ ମାନ୍ୟତା, ଏଥର ଜନଗଣନାର ନୂଆ ନିୟମ ବିଷୟରେ ଜାଣନ୍ତୁ…

ନୂଆଦିଲ୍ଲୀ,୩୦।୩: ଦେଶର ସର୍ବବୃହତ ପ୍ରଶାସନିକ କାର୍ଯ୍ୟ, ଜନଗଣନା, ଏବେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଇ ଗତି କରୁଛି। ସରକାର ୨୦୨୭ ଜନଗଣନାକୁ ଦୁଇଟି ପର୍ଯ୍ୟାୟରେ କରିବାକୁ ନିଷ୍ପତ୍ତି ନେଇଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri