Posted inଜାତୀୟ

ଛତିଶଗଡ଼ ପ୍ଲାଣ୍ଟରେ ଚିମିନି ଖସି ବଡ଼ ଦୁର୍ଘଟଣା, ଫସିଛନ୍ତି ୨୫ ରୁ ଅଧିକ ଶ୍ରମିକ

ନୂଆଦିଲ୍ଲୀ,୯।୧: ଛତିଶଗଡ଼ର ମୁଙ୍ଗେଲିରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଭୁଶୁଡ଼ି ପଡ଼ିଥିବା ଏକ ପ୍ଲାଣ୍ଟର ଚିମିନି ତଳେ ଦୁଇ ଡଜନରୁ ଅଧିକ ଶ୍ରମିକ ପୋତି ହୋଇରହିଛନ୍ତି। ସେମାନଙ୍କୁ ଉଦ୍ଧାର କରିବା ପାଇଁ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଛି। କୁହାଯାଉଛି ଯେ ଫସି ରହିଥିବା ଶ୍ରମିକଙ୍କ ସଂଖ୍ୟା ଅତି କମରେ ୨୫ ହେବ। ଏହି ଦୁର୍ଘଟଣାରେ ଅନେକ ଶ୍ରମିକଙ୍କ ମୃତ୍ୟୁ ହେବାର ସମ୍ଭାବନା ରହିଛି।

प्लांट की तस्वीर

ଦୁର୍ଘଟଣା ପରେ ପୋଲିସ ଏବଂ ପ୍ରଶାସନ ଘଟଣାସ୍ଥଳରେ ପହଂଚି ପୋତିହୋଇ ରହିଥିବା ଶ୍ରମିକଙ୍କୁ ଉଦ୍ଧାର କରିବାକୁ ଚେଷ୍ଟା କରୁଛନ୍ତି। ଏହି ଘଟଣା ସରଙ୍ଗାବି ଥାନା ଅଂଚଳରେ ଘଟିଥିବା ବେଳେ ଉଦ୍ଧାର କାର୍ଯ୍ୟରେ ସାହାଯ୍ୟ କରିବା ପାଇଁ ସ୍ଥାନୀୟ ଲୋକେ ମଧ୍ୟ ପ୍ରଶାସନକୁ ସାହାଯ୍ୟ କରୁଛନ୍ତି।

ଏହି ଦୁର୍ଘଟଣା ସେତେବେଳେ ଘଟିଥିଲା ଯେତେବେଳେ ଲୁହା ପାଇପ ନିର୍ମାଣ କରୁଥିବା ଫ୍ୟାକ୍ଟ୍ରି ନିର୍ମାଣ କାର୍ଯ୍ୟ ଚାଲିଥିଲା। ବର୍ତ୍ତମାନ ମିଳିଥିବା ସୂଚନା ଅନୁଯାୟୀ ପ୍ରାୟ ୨୫ ଜଣ ପୋତି ହୋଇ ରହିଥିବା ବେଳେ 8ରୁ 9 ଜଣଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

WHOରୁ ଇସ୍ତଫା ଦେଲେ ଶେଖ୍‌ ହାସିନାଙ୍କ ଝିଅ, ଇସ୍ତଫାପତ୍ରରେ ଲେଖିଦେଲେ ଏହି ବଡ଼ କାରଣ…

ଢାକା,୧୦ା୯: ପୂର୍ବତନ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କ ଝିଅ ସାଇମା ଓ୍ବାଜେଦ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (WHO)ର ଦକ୍ଷିଣ-ପୂର୍ବ ଏସିଆ କ୍ଷେତ୍ରୀୟ ନିର୍ଦ୍ଦେଶକ ପଦରୁ ଇସ୍ତଫା ଦେଇଛନ୍ତି।…

ସଂଗଠନରେ ବଡ଼ ଅଦଳବଦଳ: ୭ ମୋର୍ଚ୍ଚା ପାଇଁ ପ୍ରଭାରୀ ଘୋଷଣା କଲା ଭାଜପା: ଓଡ଼ିଶାର ଏହି ନେତାଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୦।୯: ଭାରତୀୟ ଜନତା ପାର୍ଟି (ଭାଜପା) ସଂଗଠନକୁ ଆହୁରି ସୁଦୃଢ଼ କରିବା ପାଇଁ ୭ଟି ମୋର୍ଚ୍ଚାର ପ୍ରଭାରୀଙ୍କ ନାମ ଘୋଷଣା କରିଛି। ଏଥିରେ ଓଡ଼ିଶାର ବରିଷ୍ଠ ନେତା…

ସରକାରଙ୍କ ବଡ ଘୋଷଣା: ପ୍ରତ୍ୟେକ ମହିଳାଙ୍କୁ ମିଳିବ ୧ ଲକ୍ଷ ଟଙ୍କା

ଲକ୍ଷ୍ନୌ,୧୦।୯: ଉତ୍ତର ପ୍ରଦେଶରେ ଆଗାମୀ ବିଧାନସଭା ନିର୍ବାଚନ ପାଇଁ ବହୁତ କମ ସମୟ ବାକି ଅଛି। ଫଳସ୍ବରୂପ ଭାଜପା ସମେତ ବିଭିନ୍ନ ରାଜନୈତିକ ଦଳ ନିଜର ପ୍ରସ୍ତୁତିକୁ…

ଚାଇନା ପରେ ଭାରତ ତିଆରି କରୁଛି ସୂର୍ଯ୍ୟ, ୨୦କୋଟି ଡିଗ୍ରୀର ମହାପ୍ରୟୋଗ, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୧୦।୯: ପ୍ରଜ୍ଞା (PRAGYA)ର କାର୍ଯ୍ୟ ଏବେ ବିଦ୍ୟୁତ ଉତ୍ପାଦନ କରିବା ନୁହେଁ। ଏହା ଏକ ପ୍ରକାରର ପରୀକ୍ଷଣ ଯନ୍ତ୍ର (ଟେଷ୍ଟ ମେସିନ), ଯାହା ଉପରେ କମ୍ପାନୀ କ୍ରମାଗତ…

ରାଜନୀତିରେ ବଡ଼ ହଲଚଲ: ମମତାଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ TMCର ବିଦ୍ରୋହୀ, କହିଲେ- ଆପଣ ଲଢ଼ିଲେ ଆମେ…

କୋଲକାତା,୧୦।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ଆଗାମୀ ଉପନିର୍ବାଚନକୁ ନେଇ ରାଜନୈତିକ ମାହୋଲ ସରଗରମ ହୋଇଛି। ନନ୍ଦୀଗ୍ରାମରୁ ମମତା ବାନାର୍ଜୀ ନିର୍ବାଚନ ଲଢ଼ନ୍ତୁ ବୋଲି…

‘ମୋତେ ଲାଜ ଲାଗୁଛି’, ଏମିତି କାହିଁକି କହିଲେ ନୀତିନ ଗଡକରୀ, ଯାହାକୁ ନେଇ ହେଉଛି ଚର୍ଚ୍ଚା

ନୂଆଦିଲ୍‌ଲୀ,୧୦।୯: କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ମୁମ୍ୱାଇ-ଗୋଆ ହାଇୱେ ପ୍ରକଳ୍ପରେ ହୋଇଥିବା ବିଳମ୍ୱକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି। ଗୋଆର…

ଗାଡ଼ି ଚାଳକଙ୍କ ପାଇଁ ବଡ଼ ଖବର! ୨୦%ରୁ ଅଧିକ ଇଥାନଲ ମିଶିବ ପେଟ୍ରୋଲରେ, ସ୍ପଷ୍ଟ କଲେ…

ଦେଶରେ ପ୍ରଚଳିତ ୨୦% ଇଥାନଲ୍‌ ମିଶ୍ରିତ ପେଟ୍ରୋଲ (ଇ-୨୦) ଯୋଗୁ ଗାଡ଼ି ଯନ୍ତ୍ରାଂଶ ଖରାପ ହେଉଥିବାରୁ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଉଛି। ଏନେଇ ଦୃଢ଼ ବିରୋଧ…

ଗୃହ ମନ୍ତ୍ରଣାଳୟ ବୈଠକ ପରେ ସୋନମ ୱାଙ୍ଗଚୁକଙ୍କ ବଡ଼ ଚେତାବନୀ: କହିଲେ- ଆନ୍ଦୋଳନ ହିଁ…

ନୂଆଦିଲ୍ଲୀ,୧୦।୯: ଲଦାଖର ଭବିଷ୍ୟତ ଓ ଗଣତାନ୍ତ୍ରିକ ବ୍ୟବସ୍ଥାକୁ ନେଇ କେନ୍ଦ୍ର ସରକାର ଏବଂ ଲଦାଖ ପ୍ରତିନିଧିଙ୍କ ମଧ୍ୟରେ ହୋଇଥିବା ଆଲୋଚନାରୁ କୌଣସି ଠୋସ ସମାଧାନ ବାହାରି ପାରିନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri