ଆମେରିକାର ଧମକରେ ଚିହିଁକି ଉଠିଲା ଚାଇନା, କହିଲା ଆମ ପାଇଁ ସବୁବେଳେ ହର୍ମୁଜ…

ବେଜିଂ,୧୩ା୪: ଇସଲାମାବାଦରେ ୨୧ ଘଣ୍ଟା ଧରି ଚାଲିଥିବା ମାରାଥନ ବୈଠକରେ କୌଣସି ସମାଧାନର ବାଟ ବାହାରିପାରିଲା ନାହିଁ। ଫଳରେ ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବା ପରି ମନେ ହେଉଛି। ଆଜି ଅର୍ଥାତ୍‌ ଏପ୍ରିଲ ୧୩ଠାରୁ ହର୍ମୁଜ ପ୍ରଣାଳୀ ଅବରୋଧ କରିବାକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି। ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଇଛି ଚାଇନା।

ଚାଇନାର ପ୍ରତିରକ୍ଷା ମନ୍ତ୍ରୀ ଆଡମିରାଲ ଡଙ୍ଗ ଜୁନ୍‌ କହିଛନ୍ତି, ଆମେ ବିଶ୍ୱରେ ଶାନ୍ତି ଏବଂ ସ୍ଥିରତା ପାଇଁ ପ୍ରତିବଦ୍ଧ। ଆମେ ମଧ୍ୟପ୍ରାଚ୍ୟର ପରିସ୍ଥିତି ଉପରେ ନଜର ରଖୁଛୁ। ଆମର ଜାହାଜ ନିରନ୍ତର ହର୍ମୁଜ ପ୍ରଣାଳୀ ଦେଇ ପରିବହନ କରୁଛି। ଆମର ଇରାନ ସହିତ ବାଣିଜ୍ୟ ଏବଂ ଶକ୍ତି ଚୁକ୍ତିନାମା ଅଛି। ଆମେ ସେମାନଙ୍କୁ ସମ୍ମାନ ଦେବୁ ଏବଂ ଅନ୍ୟମାନେ ଆମ କଥାରେ କେହି ମୁଣ୍ଡ ନ ପୂରାଇବା ପାଇଁ ଆଶା କରୁଛୁ। ଇରାନ ହର୍ମୁଜ ପ୍ରଣାଳୀକୁ ନିୟନ୍ତ୍ରଣ କରେ ଏବଂ ଏହା ଆମ ପାଇଁ ସବୁବେଳେ ଖୋଲା ଅଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡୋନେସିଆର ପଶ୍ଚିମ କାଲିମଣ୍ଟାନରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୮ମୃତ

ଜାକର୍ତ୍ତା,୧୭।୪: ଇଣ୍ଡୋନେସିଆର ପଶ୍ଚିମ କାଲିମଣ୍ଟାନ ପ୍ରଦେଶରେ ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହେବା ପରେ ଏଥିରେ ଥିବା ସମସ୍ତ ଆଠ ଜଣଙ୍କର ମୃତ୍ୟୁ ହୋଇଛି। ଉଦ୍ଧାରକାରୀ ଦଳ ବର୍ତ୍ତମାନ…

ପତ୍ନୀଙ୍କୁ ହତ୍ୟା କରି ଆତ୍ମହତ୍ୟା କଲେ ପୂର୍ବତନ ଲେଫ୍ଟନାଣ୍ଟ ଗଭର୍ଣ୍ଣର, ଚାଲିଥିଲା ଛାଡପତ୍ର ମାମଲା

ରିଚମଣ୍ଡ,୧୭।୪: ପୂର୍ବତନ ଭର୍ଜିନିଆ ଲେଫ୍ଟନାଣ୍ଟ ଗଭର୍ଣ୍ଣର ଜଷ୍ଟିନ ଫେୟାରଫ୍ୟାକ୍ସଙ୍କ ସହ ଜଡିତ ଏକ ଭୟଙ୍କର ଘଟଣା ସାମ୍ନାକୁ ଆସିଛି। ପୋଲିସ ଏବଂ କୋର୍ଟ ରେକର୍ଡ ଅନୁଯାୟୀ, ଫେୟାରଫ୍ୟାକ୍ସ…

ଖୁସିରେ ଗଦଗଦ ପାକିସ୍ତାନ! ଟ୍ରମ୍ପଙ୍କ ପରେ ଏହି ଦେଶ କଲା ଖୁବ ପ୍ରଶଂସା

ଇସଲାମାବାଦ,୧୭।୪: ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିୟାନ ପାକିସ୍ତାନକୁ ପ୍ରଶଂସା କରି କହିଛନ୍ତି ଯେ ଏହା ସଂଘର୍ଷ ରୋକିବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି। ସେ ମନ୍ତବ୍ୟ…

ପୁଣି ଉଛୁଳିଲା ଟ୍ରମ୍ପଙ୍କ ପାକିସ୍ତାନ ପ୍ରେମ, ଜାଣନ୍ତୁ ଏଥର କ’ଣ କହିଲେ

ଓ୍ବାଶିଂଟନ,୧୭।୪: ଗତ ଦେଢ଼ ମାସ ଧରି ମଧ୍ୟପ୍ରାଚ୍ୟରେ ଚାଲିଥିବା ବିସ୍ଫୋରକ ସଂଘର୍ଷ ମଧ୍ୟରେ, କୂଟନୈତିକ ଟେବୁଲରୁ ଗୁରୁତ୍ୱପୂର୍ଣ୍ଣ ଖବର ଏବେ ଛାଣି ହୋଇ ଆସୁଛି। ଆମେରିକା ରାଷ୍ଟ୍ରପତି…

ମୁଣ୍ଡ ନୁଆଁଇବ ନାହିଁ ଭାରତ, ଆମେରିକାର ରୋକ୍‌ ମଧ୍ୟରେ କିଣିବ ରୁଷୀୟ ତେଲ

ନୂଆଦିଲ୍ଲୀ,୧୭।୪: ଭାରତ କେଉଁଠାରୁ ଏବଂ କାହାଠାରୁ ତେଲ କିଣିବ? ଆମେରିକା ଏହା ନିଷ୍ପତ୍ତି ନେବ ନାହିଁ। ଭାରତ ନିଜେ ନିଷ୍ପତ୍ତି ନେବ। ହଁ, ଆମେରିକା ରୁଷୀୟ ତେଲ…

ମଧ୍ୟରାତ୍ରିରେ ଲାଗୁହେଲା ମହିଳା ସଂରକ୍ଷଣ ଆଇନ ୨୦୨୩

ନୂଆଦିଲ୍ଲୀ,୧୭।୪(ପି.ଟି.)ଆଇନ ମନ୍ତ୍ରଣାଳୟ ପକ୍ଷରୁ ଜାରି ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି ଯେ, ୨୦୨୩ର ୧୦୬ତମ ସମ୍ବିଧାନ ସଂଶୋଧନ ଆଇନ ସେକ୍ସନ-୧ର ସବ୍‌ସେକ୍ସନ-୨ ଦ୍ୱାରା ପ୍ରଦତ୍ତ କ୍ଷମତାର ପ୍ରୟୋଗ କରି…

ହର୍ମୁଜ୍ ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ଆମେରିକା ରାଷ୍ଟ୍ରପତି, ଟ୍ରମ୍ପ କରିଦେଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୧୭।୪:  ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଟେଲିଫୋନ ଯୋଗେ କଥା ହେଇଛନ୍ତି । ଏନେଇ ମୁହଁ ଖୋଲିଛନ୍ତି ଆମେରିକା ରାଷ୍ଟ୍ରପତି…

ବଡ଼ ଦାବି କଲେ ଟ୍ରମ୍ପ, ୟୁରାନିୟମ ହସ୍ତାନ୍ତର କରିବାକୁ ରାଜି ହେଲା ଇରାନ

ଓ୍ବାଶିଂଟନ,୧୭।୪: ୟୁରାନିୟମ ହସ୍ତାନ୍ତର କରିବାକୁ ରାଜି ହୋଇଗଲା ଇରାନ । ଏଭଳି ଦାବି କଲେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ସେ ଆହୁରି ମଧ୍ୟ କହିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri