୩୬ ବର୍ଷ ପରେ ନିୟମ ବଦଳାଇବାକୁ ଯାଉଛି ଚାଇନା

ବେଜିଂ,୨୦ ।୮: ଚାଇନାର ରାଷ୍ଟ୍ରୀୟ ବିଧାୟିକା ଶାସକ କମ୍ୟୁନିଷ୍ଟପାର୍ଟି ଦ୍ୱାରା ଆଗତ ୩ ସନ୍ତାନ ନିୟମକୁ ଶୁକ୍ରବାର ଔପଚାରିକ ଭାବେ ସମର୍ଥନ କରାଯାଇଛି । ଏହି ନୀତି ବିଶ୍ୱର ସବୁଠାରୁ ଅଧିକ ଜନସଂଖ୍ୟା ବିଶିଷ୍ଟ ଦେଶରେ କରାଯାଇଛି । କାରଣ ଆମେ ଏକ ଆମର ଏକ ଅର୍ଥାତ୍ ଗୋଟିଏ ସନ୍ତାନ ନିୟମ ଅନୁଯାୟୀ ଏବେ ଦୁନିଆର ସବୁଠାରୁ ଅଧିକ ଜନସଂଖ୍ୟା ଥିବା ଦେଶରେ ବର୍ତ୍ତମାନ ଯେଉଁଭଳି ଭାବେ କମ୍ ହେଉଛି ତାକୁ ଦେଖି ଏବେ ନିୟମରେ ପରିର୍ତ୍ତନ କରାଯାଇଛି । ସୂଚନାଯୋଗ୍ୟ, ୧୯୮୦ ଦଶକରେ ରାଷ୍ଟ୍ରପତି ଡେଂଗ ଶାଓପିଙ୍ଗଙ୍କ ଶାସନ ସମୟରେ ୱାନ ଚାଇଲ୍ଡ ପଲିସି ବା ଗୋଟିଏ ସନ୍ତାନ ନିୟମ ଲାଗୁ କରାଯାଇଥିଲା । ଏହି ନିୟମଙ୍କୁ ଭାଙ୍ଗୁଥିବା ଦମ୍ପତିଙ୍କଠାରୁ ସମସ୍ତ ସରକାରୀ ସୁବିଧା ଛଡାଇ ନିଆଯାଉଥିଲା । ଏହାସହ ସରକାରୀ ଯୋଜନା ଓ ସରକାରୀ ଚାକିରି ମଧ୍ୟ ସେମାନଙ୍କୁ ଦିଆଯାଉ ନ ଥିଲା । ଏହି ଯୋଜନା ୨୦୧୫ ପର୍ଯ୍ୟନ୍ତ ଲାଗୁ ହୋଇଥିଲା । ୱାନ ଚାଇଲ୍ଡ ନିୟମ ପରେ ଦେଶରେ ବୃଦ୍ଧଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଜନ୍ମହାର ଅପେକ୍ଷାକୃତ କମ୍ ହୋଇଗଲା । ଏମିତିକି ସମୟକ୍ରମେ ଚାଇନାକୁ ସବୁଠାରୁ କମ୍ ପ୍ରଜନନକ୍ଷମ ଦେଶ ତାଲିକାରେ ରଖିଦିଆଗଲା । ଏବେ କିନ୍ତୁ ନିୟମରେ ପରିବର୍ତ୍ତନ କରାଯାଇ ତିନ ପିଲା ନିୟମ


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

‘ଦେଶର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ?’ ଅଭିଜିତ ଦୀପକେଙ୍କ ଉତ୍ତରକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜୀତ ଦୀପକେଙ୍କୁ ଯେତେବେଳେ ପଚରାଯାଇଥିଲା ଯେ, ଦେଶର ଏପର୍ଯ୍ୟନ୍ତର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ, ସେତେବେଳେ ସେ ପଣ୍ଡିତ…

ରକ୍ଷାବନ୍ଧନରେ ଗ୍ରହମାନଙ୍କ ୩ ମହାଯୋଗ: ଏହି ୫ ରାଶିର ଦ୍ରୁତ ଗତିରେ ଉନ୍ନତି, ହେବେ ମାଲାମାଲ!

୨୮ ଅଗଷ୍ଟ ୨୦୨୬ରେ ଶ୍ରାବଣ ମାସର ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥି। ଏହି ଦିନ ରକ୍ଷାବନ୍ଧନ, ଗାୟତ୍ରୀ ଜୟନ୍ତୀ ସହ ବର୍ଷର ଦ୍ୱିତୀୟ ଏବଂ ଶେଷ ଚନ୍ଦ୍ରଗ୍ରହଣ ପଡ଼ୁଛି।…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ଧୋକା ଦେଲେ ସରକାର! ପୁଣି ବଡ଼ ଆନ୍ଦୋଳନ ଘୋଷଣା କଲା CJP: ଏଇଠୁ ହେବ ଆରମ୍ଭ

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ରାଷ୍ଟ୍ରବ୍ୟାପୀ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବାକୁ ଘୋଷଣା କରିଛି। ଦଳ ଭାରତ ସରକାରଙ୍କ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri