ଚାଇନାର ବାଣିଜି୍ୟକ ପ୍ରତିବନ୍ଧକ ତାଇଓ୍ବାନ ପାଇଁ କ୍ଷତି ପହଞ୍ଚାଇଛି

ତାଇପେଇ,୨୫ା୯: ତାଇଓ୍ବାନ ପ୍ରସଙ୍ଗରେ ଆକ୍ରମଣାତ୍ମକ ଆଭିମୁଖ୍ୟ ଦେଖାଇଥିବା ଚାଇନାର ଆଚରଣରେ କୌଣସି ପରିବର୍ତ୍ତନ ଦେଖାଯାଉନାହିଁ। ଆମେରିକା ଲୋକ ସଭାର ବାଚସ୍ପତି ନାନ୍ସି ପେଲୋସୀଙ୍କ ତାଇଓ୍ବାନ ଗସ୍ତ ପରେ ତାଇଓ୍ବାନ ଉପରେ ବାଣିଜ୍ୟକୁ ନେଇ ଚାଇନା ଦ୍ୱାରା ପ୍ରତିବନ୍ଧକ ଜାରି ରହିଛି। ତାଇଓ୍ବାନର କେବଳ ଫଳ ଏବଂ ମାଛ ଉତ୍ପାଦନକାରୀଙ୍କ କ୍ଷତି ହେବାର ଭୟ ତାହା ନୁହେଁ, ଭବିଷ୍ୟତକୁ ନେଇ ମଧ୍ୟ ଚିନ୍ତା କରିଛି। ଉଲ୍ଲେଖନୀୟ ବିଷୟ ହେଉଛି ତାଇଓ୍ବାନରୁ ପ୍ରତିଦିନ ହଜାର ହଜାର ଟନ୍‌ ଫଳ ଏବଂ ମାଛ ଚାଇନା ଯାଉଛି।

ଏହି ବାଣିଜ୍ୟ ନାନ୍ସିଙ୍କ ଗସ୍ତ ପର୍ଯ୍ୟନ୍ତ ଠିକ୍‌ ଥିଲା। କିନ୍ତୁ ନାନ୍ସିଙ୍କ ଗସ୍ତ ପରେ ଚାଇନା ଏହାକୁ ସମ୍ପୂର୍ଣ୍ଣ ଭାବେ ନିଷିଦ୍ଧ କରିଛି। ଏହାପୂର୍ବରୁ ତାଇଓ୍ବାନରୁ ଚାଇନାକୁ କ୍ୱିଣ୍ଟାଲ କ୍ୱିଣ୍ଟାଲ ଅଙ୍ଗୁର ପଠାଯାଇଥିଲା। ଚାଇନାକୁ ଦୃଷ୍ଟିରେ ରଖି ତାଇଓ୍ବାନର କୃଷକମାନେ ମଧ୍ୟ ଉତ୍ପାଦନ କରୁଥିଲେ। କିନ୍ତୁ ବର୍ତ୍ତମାନ ପରିସ୍ଥିତି ବଦଳି ଯାଇଛି। ଚାଇନାର ବାଣିଜି୍ୟକ ପ୍ରତିବନ୍ଧକ ଯୋଗୁ ତାଇଓ୍ବାନ କ୍ଷତି ସହୁଛି। ତଥାପି ପ୍ରକୃତି ଛାଡୁନି ଚାଇନା। ଗୋଟେ ପରେ ଗୋଟେ ପ୍ରତିବନ୍ଧକ ଲଗାଇଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଅପହଞ୍ଚ: ଆମ୍ବୁଲାନ୍ସ ବିଳମ୍ବରେ ପହଞ୍ଚିବାରୁ ଗର୍ଭବତୀଙ୍କ ଅକାଳ ମୃତ୍ୟୁ ଅଭିଯୋଗ

ଦାରିଙ୍ଗବାଡି, ୩।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ଗର୍ଭବତୀଙ୍କ ଗୁରୁବାର ଅପରାହ୍ନରେ ଅକାଳରେ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ରାସ୍ତା…

ଯୁଦ୍ଧ ମଧ୍ୟରେ ହଠାତ୍‌ ୟୁ-ଟର୍ନ ନେଲେ ଟ୍ରମ୍ପ, କହିଲେ ଇରାନୀ ଲୋକମାନେ ବହୁତ ଶକ୍ତିଶାଳୀ, ମୁଁ ସେମାନଙ୍କୁ…

ଓ୍ବାଶିଂଟନ୍‌,୩।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ କାର୍ଯ୍ୟ ଅପେକ୍ଷା ତାଙ୍କ ଅଜବ ବୟାନ ପାଇଁ ଅଧିକ ପ୍ରସିଦ୍ଧ। ଇରାନ ସହିତ ଆମେରିକା-ଇସ୍ରାଏଲ ଯୁଦ୍ଧ ମଧ୍ୟରେ ଟ୍ରମ୍ପ…

ଟ୍ରମ୍ପଙ୍କ ମିଛର ପର୍ଦ୍ଦାଫାସ କଲା ଆମେରିକୀୟ ରିପୋର୍ଟ: ଖୋଲିଗଲା ସବୁ ପୋଲ୍‌, ଏବେ ବି..

ନୂଆଦିଲ୍ଲୀ,୩।୪:ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ପ୍ରମୁଖ ଗୋଇନ୍ଦା ରିପୋର୍ଟ ଆମେରିକା ଏବଂ ଇସ୍ରାଏଲର ଦାବି ଉପରେ ପ୍ରଶ୍ନ ଉଠାଇଛି। ଆମେରିକୀୟ ଗୋଇନ୍ଦା ସୂତ୍ରରୁ ଜଣାପଡିଛି…

‘ଏବେ ଆରମ୍ଭ ତ ହୋଇ ନାହିଁ…’, ଇରାନର ସର୍ବବୃହତ ପୋଲ ଉପରେ ଆକ୍ରମଣ ପରେ ତେହରାନକୁ ପୁଣି କଡ଼ା ଚେତାବନୀ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୩।୪: ବର୍ତ୍ତମାନ ଆମେରିକା ଏବଂ ଇରାନ ମଧ୍ୟରେ ଏକ ସଂଘର୍ଷ ଚାଲିଛି। ଆମେରିକା ଇରାନ ବିରୁଦ୍ଧରେ ନିରନ୍ତର ଆକ୍ରମଣ ଆରମ୍ଭ କରୁଛି। ଗତକାଲି ରାତିରେ, ଆମେରିକା ଇରାନର…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଟ୍ରମ୍ପ: ସାଧାରଣ ଲୋକଙ୍କ ଉପରେ ପଡିବ ବଡ଼ ପ୍ରଭାବ, ଲାଗୁ କଲେ…

ଓ୍ବାଶିଂଟନ୍‌,୩।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଟ୍ରମ୍ପ ଔଷଧ ଉପରେ ୧୦୦% ଟାରିଫ୍‌ ଲାଗୁ କରିଛନ୍ତି। ଏହି ଔଷଧଗୁଡ଼ିକରେ…

ଯୁଦ୍ଧ ଭିତରେ ମୋଦିଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ପୁଟିନ୍‌, ଦେଖିକି ଟ୍ରମ୍ପ କାବା, ଜୟଶଙ୍କର ଗୋଟିଏ ସାକ୍ଷାତରେ…

ଓ୍ବାଶିଂଟନ୍‌,୩।୪: ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଇରାନର ଯୁଦ୍ଧ ଏବଂ ହର୍ମୁଜ ପ୍ରଣାଳୀ ଅବରୋଧ ଯୋଗୁ ସୃଷ୍ଟି ହୋଇଥିବା ଶକ୍ତି ସଙ୍କଟ ମଧ୍ୟରେ, ଭାରତକୁ ରୁଷିଆଠାରୁ ଗୁରୁତ୍ୱପୂର୍ଣ୍ଣ…

ପଦରୁ ହଟଯିବା ପରେ ପ୍ରଥମଥର ମୁହଁ ଖୋଲିଲେ ରାଘବ ଚଢା: କହୁ କହୁ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୩।୪: ଆମ ଆଦମୀ ପାର୍ଟି (AAP) ନେତା ଏବଂ ରାଜ୍ୟ ସଭା ଏମ୍‌ପି ରାଘବ ଚଢା ଉପନେତା ପଦରୁ ହଟିବା ପରେ ପ୍ରଥମ ଥର ପାଇଁ ଏନେଇ…

ଏକମାତ୍ର ଦେଶ ଭାବେ ଭାରତ ହରାଇଛି…ଯୁଦ୍ଧ ମଧ୍ୟରେ ୬୦ ଦେଶକୁ ନେଇ ଚାଲିଥିବା ବୈଠକରେ ହୃଦୟର କଥା କହିଲା ଭାରତ

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଇରାନ ନିୟନ୍ତ୍ରଣରେ ଥିବା ହର୍ମୁଜ ପ୍ରଣାଳୀକୁ ପୁନର୍ବାର ଖୋଲିବା ପାଇଁ ଭାରତ ଦାବି କରିଛି। ଭାରତ ଏହା ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri