Advertisement

ସୀମା ବିବାଦର ସମାଧାନ ପାଇଁ ଚାଇନା-ଭୁଟାନ ସହମତି…

ବେଜିଂ/ଥିମ୍ପୁ,୧୪।୧ : ସୀମା ବିବାଦର ସମାଧାନ ପାଇଁ ଚାଇନା ଏବଂ ଭୁଟାନ ମଧ୍ୟରେ ସହମତି ପ୍ରକାଶ ପାଇଛି। ଜାନୁୟାରୀ ୧୦ରୁ ୧୩ ପର୍ଯ୍ୟନ୍ତ ଚାଇନାର କୁନମିଙ୍ଗ ସହରରେ ହୋଇଥିବା ବୈଠକରେ ଉଭୟ ପକ୍ଷ ଏନେଇ ରାଜି ହୋଇଛନ୍ତି। ଭୁଟାନର ଚାଇନା ସହିତ ୪୭୭ କିଲୋମିଟର ସୀମା ରହିଛି।

୨୦୨୧ରେ ଦୁଇଦେଶ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ସମାଧାନରେ ଅଗ୍ରଗତି ହେବାର ଦୁଇବର୍ଷ ପରେ ସୁଫଳ ମିଳିଛି।
ସୂଚନାଯୋଗ୍ୟ ଭାରତ ଏବଂ ଭୁଟାନ ସହିତ ଥିବା ସୀମା ବିବାଦର ସମାଧାନ ଲାଗି ଚାଇନା ସକାରାତ୍ମକ ମନୋଭାବ ପ୍ରଦର୍ଣନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଟେନରେ ଦିନକୁ ୧୨ ହଜାର ଓମିକ୍ରନ୍‌ ମାମଲା

ଲଣ୍ଡନ, ୨୧।୧୨(ପି.ଟି.): ବ୍ରିଟେନରେ ଓମିକ୍ରନ୍‌ ସଂକ୍ରମଣ ଦ୍ରୁତ ବେଗରେ ମାଡ଼ିଚାଲିଛି। ସେଠାରେ ଦୈନିକ ସଂକ୍ରମଣ ୧୨,୧୩୩ରେ ପହଞ୍ଚତ୍ଛି। ତେଣୁ କଠୋର ଲକ୍‌ଡାଉନ୍‌ ଲଗାଇବା ନେଇ ସୋମବାର...

୨୦୩୦ ପୂର୍ବରୁ ଚନ୍ଦ୍ରରେ ବାସ କରିବ ମଣିଷ

ଓ୍ବାଶିଂଟନ୍‌, ୨୨ା୧୧:ଚନ୍ଦ୍ରରେ ଜୀବଜଗତ ତିଷ୍ଠିବା ସମ୍ଭାବନା ନେଇ ବୈଜ୍ଞାନିକମାନଙ୍କ ଅଧ୍ୟୟନ ଜାରି ରହିଛି। ପ୍ରାକୃତିକ ଉପଗ୍ରହ ଚନ୍ଦ୍ର ସମ୍ବନ୍ଧରେ ବହୁ ତଥ୍ୟ ବିଶେଷଜ୍ଞଙ୍କ ହସ୍ତଗତ ହୋଇଥିଲେ...

ଦୁଇ ବର୍ଷ ମଧ୍ୟରେ ଶେଷ ହୋଇଯିବ କରୋନା ଭାଇରସ: ଡବ୍ଲୁଏଚ୍‌ଓ !

ଜେନେଭା,୨୨।୮: ଏବେ କରୋନାକୁ ହରାଇବା ପାଇଁ ସବୁ ବିକାଶଶୀଳ ଦେଶ ଏହାର ଭ୍ୟାକ୍ସିନ ବା ଟିକା ଉପରେ ଗୁରୁତ୍ୱ ଦେଉଛନ୍ତି। ଏପଟେ କିନ୍ତୁ ବିଶ୍ୱ ସ୍ବାସ୍ଥ୍ୟ...

ଚାଇନା ହମ୍ବତୋଟା ବନ୍ଦରକୁ ପଠାଇଲା ସ୍ପାଏ ଜାହାଜ: ଆପତ୍ତି କଲା ଭାରତ

କଲମ୍ବୋ/ବେଜିଂ,୫।୮: ଏଲ୍‌ଏସିକୁ ନେଇ ଭାରତ-ଚାଇନା ମଧ୍ୟରେ ଆରମ୍ଭ ହୋଇଥିବା ବିବାଦ ପୁଣି ଦେଖାଦେଇଛି। ବର୍ତ୍ତମାନ ଚାଇନାର ଆଉ ଏକ କାର୍ଯ୍ୟ ଦୁଇ ଦେଶ ମଧ୍ୟରେ ଥିବା...

୪,୮୦୦ରୁ ଅଧିକ ଆଇସ୍‌ କ୍ରିମ୍‌ ବାକ୍ସରେ କରୋନା ଭୂତାଣୁ

ବେଜିଂ,୧୬।୧: କରୋନା ସଂକ୍ରମଣ ନେଇ ଚାଇନାରେ ପୁଣି ଆତଙ୍କ ଦେଖାଦେଇଛି। ଏଠାରେ ୪,୮୩୬ ଆଇସ୍‌ କ୍ରିମ୍‌ ବାକ୍ସ୍‌ରେ କରୋନା ଭୂତାଣୁ ରହିଥିବା ସ୍ବାସ୍ଥ୍ୟ ଅଧିକାରୀମାନେ ସୂଚନା...

କାଙ୍ଗାଳ ହେଲାଣି ପାକିସ୍ତାନ: ସିଲିଣ୍ଡର କିଣିବା କଷ୍ଟକର, ପ୍ଲାଷ୍ଟିକ ବ୍ୟାଗ୍‌ରେ ବିକ୍ରି ହେଉଛି ରନ୍ଧନ ଗ୍ୟାସ୍‌

ଇସଲାମାବାଦ,୩୧।୧୨: ପାକିସ୍ତାନରେ ପ୍ଲାଷ୍ଟିକ ବ୍ୟାଗ୍‌ରେ ଏଲ୍‌ପିଜି ଗ୍ୟାସ୍‌ ବିକ୍ରି ଏବେ ସାଧାରଣ ହୋଇଛି। ସର୍ବାଧିକ ଗ୍ୟାସ ଉତ୍ପାଦନ କରୁଥିବା ପ୍ରଦେଶ ଖୈବର ପାଖତୁନ୍‌ଖ୍ବାରେ ଗରିବ ଲୋକମାନେ...

ଇୟୁ ବୈଠକରେ ଶରଣାର୍ଥୀ ଚିନ୍ତା

ବ୍ରୁସେଲ୍ସ, ୧ା୯: ଆଫଗାନିସ୍ତାନକୁ ତାଲିବାନ୍‌ ନିୟନ୍ତ୍ରଣକୁ ନେବା ପରେ ସେଠାରେ ସୃଷ୍ଟି ହୋଇଥିବା ଅସ୍ଥିରତା ଟାଳିବା ଏବଂ ଆଫଗାନ୍‌ ଶରଣାର୍ଥୀ ସଙ୍କଟ ରୋକିବା ଏବେ ବଡ଼...

ଭାରତକୁ ମିସାଇଲ ସିଷ୍ଟମ୍‌ ଯୋଗାଇବ ଇସ୍ରାଏଲ: ୫୦ ନିୟୁତ ଡଲାର ଚୁକ୍ତି ସ୍ବାକ୍ଷର

ଜେରୁଜେଲମ୍‌,୧୮ା୭(ପି.ଟି.): ଇସ୍ରାଏଲ୍‌ ଏରୋସ୍ପେସ୍‌ ଇଣ୍ଡଷ୍ଟ୍ରିଜ୍‌ (ଆଇଏଆଇ) ଭାରତୀୟ ଏବଂ ମାଜାଗନ ଡକ୍‌ ସିପ୍‌ବିଲ୍ଡର୍ସଙ୍କୁ ମଧ୍ୟମ ଦୂରଗାମୀ ଭୂପୃଷ୍ଠରୁ ଆକାଶକୁ ଟାର୍ଗେଟ କରାଯାଇପାରୁଥିବା ମିସାଇଲ ସିଷ୍ଟମ୍‌ (ଏମ୍‌ଆର୍‌ଏସ୍‌ଏଏମ୍‌)...

Advertisement
Archives

Model This Week