Advertisement

ପାକିସ୍ତାନ ଆତଙ୍କବାଦୀ ଆକ୍ରମଣରେ ମୃତ୍ୟୁ ହୋଇଥିବା ଚାଇନା ନାଗରିକଙ୍କ ଘଟଣାର ଯାଞ୍ଚ ନିର୍ଦ୍ଦେଶ

ବେଜିଂ,୨୪ ।୭: ପାକିସ୍ତାନ ବୈଦେଶିକ ମନ୍ତ୍ରୀ ଶାହ ମହମୁଦ କୁରେଶି ବେଜିଂ ପହଞ୍ଚିବାର କିଛି ଘଣ୍ଟା ମଧ୍ୟରେ ପାକିସ୍ତାନରେ ଆତଙ୍କବାଦୀ ଆକ୍ରମଣରେ ମୃତ୍ୟୁ ହୋଇଥିବା ଚାଇନା ନାଗରିକଙ୍କ ମୃତଦେହ ଶୁକ୍ରବାର ଏକ ଚାଟର୍ଡ ବିମାନରେ ସ୍ୱେଦେଶ ପହଞ୍ଚିଥିଲା । ଆତଙ୍କବାଦୀ ଆକ୍ରମଣରେ ନିଜ ଲୋକଙ୍କୁ ହରାଇଥିବା ଚାଇନା ଏବେ ପାକିସ୍ତାନ ଉପରେ ରାଗି ଯାଇଥିବା କୁହାଯାଉଛି । ସେଥିପାଇଁ ସେ ପାକିସ୍ତାନରେ ତା’ର ନାଗରିକଙ୍କୁ ସବୁ ପ୍ରକାର ସୁରକ୍ଷା ଦେବାକୁ କଥା ଦେଇଛି । ଏହି ଆକ୍ରମଣ ପରେ ଦୁଇ ଦେଶ ସମ୍ପର୍କ ମଧ୍ୟରେ ସାମାନ୍ୟ ଉତ୍ତେଜନା ଦେଖାଯାଇଛି । ସେଥିପାଇଁ ପାକିସ୍ତାନ ବୈଦେଶିକ ମନ୍ତ୍ରୀ ଆଇଏସ୍‌ଆଇ ମୁଖ୍ୟଙ୍କ ସହ ବେଜିଂ ପହଞ୍ଚିଛନ୍ତି । ସମାଚାର ଏଜେନ୍ସି ସିହ୍ନୁଆର ସୂଚନା ଅନୁଯାୟୀ, ଶନିବାର ଜାରି କରାଯାଇଥିବା ଏକ ସଂକ୍ଷିପ୍ତ ବୟାନରେ ଚାଇନା ବୈଦେଶିକ ମନ୍ତ୍ରଣାଳୟ ପାକିସ୍ତାନକୁ ସମସ୍ତ ଘଟଣାକୁ ଗମ୍ଭିରତାର ସହ ନେଇ ଯାଞ୍ଚ କରିବାକୁ ଓ ବିଭିନ୍ନ ପରିଯୋଜନାରେ ପଡୋଶି ଦେଶରେ କାମ କରୁଥିବା ଚାଇନା ନାଗରିକଙ୍କ ସୁରକ୍ଷାକୁ ଗମ୍ଭିରତାର ସହ ନେବାକୁ କହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ମଣିଷଙ୍କଠାରୁ ମିଙ୍କ ପର୍ଯ୍ୟନ୍ତ ପହଞ୍ଚିଲାଣି କରୋନା ଭାଇରସ

ଉଟାହ,୧୦ ।୧୦: କରୋନା ଭାଇରସ ଏବେ ଆମେରିକାରେ ତା’ର କାୟା ବିସ୍ତାର କରିଥିବା ବେଳେ ଏହା ମଣିଷଠାରୁ ପଶୁଙ୍କୁ ବ୍ୟାପିବା ଚିନ୍ତାର କାରଣ ପାଲଟି ଯାଇଛି...

କାଲିଫର୍ନିଆରେ ସ୍ବସ୍ତିକ ଚିହ୍ନକୁ ସ୍ବୀକୃତି

ଓ୍ବାଶିଂଟନ୍‌, ୨୬ା୮:ଆମେରିକାର କାଲିଫର୍ନିଆ ବିଧାନସଭା ରାଜ୍ୟର ଦଣ୍ଡବିଧି ଆଇନରେ ପବିତ୍ର ସ୍ବସ୍ତିକ ଚିହ୍ନକୁ ସ୍ଥାନିତ କରିବା ପାଇଁ ସ୍ବୀକୃତି ଦେଇଛି। ଏଥିସହ ଜର୍ମାନୀର ଏକଛତ୍ରବାଦୀ ଶାସକ...

ପୁଣି ଆତଙ୍କ,ଡେଲ୍ଟାଠାରୁ ୭୦ ଗୁଣା ତୀବ୍ରବେଗରେ ବ୍ୟାପିବ ଓମିକ୍ରନ୍‌…

ହଂକଂ, ୧୬।୧୨: ପୃଥିବୀରେ କରୋନା ମହାମାରୀର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏବେ ପ୍ରକାଶିତ ଏକ ନୂଆ ଗବେଷଣା ରିପୋର୍ଟରେ ଉଲ୍ଲେଖ...

ଆମେରିକା ରାଷ୍ଟ୍ରପତି ନିର୍ବାଚନ: ଜୋ ବାଇଡେନ ଆଗରେ

ଓ୍ବାଶିଂଟନ୍‌,୪।୧୦: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ମତଦାନ ଶେଷ ହୋଇଛି। ଏବେ ଭୋଟ ଗଣନା ଜାରି ରହିଛି। ପ୍ରାରମ୍ଭିକ ଗଣତି ଅନୁଯାୟୀ, ଡେମୋକ୍ରାଟ୍ସ ପାର୍ଟିର ରାଷ୍ଟ୍ରପତି...

ଆତଙ୍କବାଦୀ ଆକ୍ରମଣରେ ୧୪ ମୃତ

କରାଚି,୧୬।୧୦: ପାକିସ୍ତାନର ଦକ୍ଷିଣପଶ୍ଚିମ ବେଲୁଚିସ୍ତାନରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ଏହି ଆକ୍ରମଣରେ ୧୪ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରୁ ୭ ଜଣ ଯବାନ...

ଲଙ୍କା କେଜି ୭୦୦, ଟମାଟୋ ୨୦୦

କଲମ୍ବୋ,୧୨ା୧: ଭାରତର ପଡ଼ୋଶୀ ଦେଶ ଶ୍ରୀଲଙ୍କା ଏବେ ଦେବାଳିଆ ସ୍ଥିତିରେ ପହଞ୍ଚିଛି। ଶ୍ରୀଲଙ୍କାରେ ଦୈନନ୍ଦିନ ସାମଗ୍ରୀର ମୂଲ୍ୟ ଅହେତୁକ ଭାବରେ ବୃଦ୍ଧି ପାଇଛି। ଏଠାରେ ଖାଦ୍ୟ...

କରୋନା ଭାଇରସ କବଳରେ ୩୧ ଦେଶ, ଜାପାନ ଜାହାଜରେ ଆଉ ଜଣଙ୍କର ମୃତ୍ୟୁ

ବେଜିଂ,୨୫।୨: କରୋନା ଭାଇରସର ଭୟାବହତା କମିବାର ନାଁ ନେଉନି। ଚାଇନାରେ ପ୍ରଥମକରି ଦେଖାଯାଇଥିବା ଏହି କରୋନା ଭାଇରସରେ ଏବେ ସେଠାରେ ପ୍ରାୟ ୭୭,୬୫୮ ଜଣ ଆକ୍ରାନ୍ତ...

ଚାଇନାର ଚିନ୍ତା ବଢ଼ିଲା: ଏଫ୍‌-୧୬ ଯୁଦ୍ଧ ବିମାନ ତାଇଓ୍ବାନକୁ ବିକ୍ରି କରିବ ଆମେରିକା

ଓ୍ବାଶିଂଟନ,୨୧।୮: ଆମେରିକା-ତାଇଓ୍ବାନ ସାମରିକ ସରଞ୍ଜାମ ଚୁକ୍ତି ଯୋଗୁ ଚାଇନାର ଚିନ୍ଥା ବଢ଼ିବାରେ ଲାଗିଛି। ଆମେରିକା ତାଇଓ୍ବାନକୁ ୬୬ଟି ଏଫ୍‌-୧୬ ଯୁଦ୍ଧ ବିମାନ ବିକ୍ରି କରିବାକୁ ସହମତି...

Advertisement
Archives

Model This Week