Posted inଜାତୀୟ

ଚାଇନା ସୀମା ବିବାଦକୁ ନେଇ ହୋଇପାରେ ତୃତୀୟ କମାଣ୍ଡରସ୍ତରୀୟ ବୈଠକ

ଲେହ,୨୯।୬: ଗତ କିଛି ଦିନରୁ ଲଦାଖ ଏଲ୍‌ଏସିରେ ଭାରତ ଓ ଚାଇନା ମଧ୍ୟରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। ନିକଟରେ ଲଦାଖ ଗଲଓ୍ବାନ ଘାଟିରେ ଭାରତ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ସଂଘର୍ଷ ହେବା ପରେ ଦୁଇ ଦେଶ ଭିତରେ ଉତ୍ତେଜନା ଜାରି ରହିଛି। ଏହି ଉତ୍ତେଜନାକୁ କମ୍‌ କରିବା ପାଇଁ ପୂର୍ବରୁ ଦୁଇ ଦେଶର କୋର କମାଣ୍ଡର ସ୍ତରରେ ବାର୍ତ୍ତାଳାପ ଚାଲିଥିବା ବେଳେ ଏହାର କୌଣସି ନିଷ୍କର୍ସ ବାହାରି ପାରିନାହିଁ। ଫଳରେ ମଙ୍ଗଳବାର କିମ୍ବା ବୁଧବାର ପୁଣି କୋର କମାଣ୍ଡର ସ୍ତରରେ ତୃତୀୟ ପର୍ଯ୍ୟାୟ ବୈଠକ ଅନୁଷ୍ଠିତ ହୋଇପାରେ ବୋଲି ବିଶ୍ୱସ୍ତ ସୂତ୍ରରୁ ସୂଚନା ମିଳିଛି। ଏହି ବୈଠକ ଭାରତୀୟ ପକ୍ଷ ଚୁସୁଲରେ ଆୟୋଜିତ ହେବ ବୋଲି ଜଣାପଡ଼ିଛି। ଏହା ପୂର୍ବରୁ ଆୟୋଜିତ ହୋଇଥିବା ୨ଟି ବୈଠକ ଚାଇନା ପକ୍ଷ ମୋଲଡୋରେ ଅନୁଷ୍ଠିତ ହୋଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

୩୦ ଲକ୍ଷ କି.ମି. ସାଇକେଲ ଚଳାଇ ଗିନିଜ୍‌ ରେକର୍ଡ

ଜୟପୁର,୧୪ା୩: ସାଇକେଲରେ ସର୍ବାଧିକ ପଥ ଅତିକ୍ରମ କରିଥିବା ରାଜସ୍ଥାନ ବାରମେରର ନରପତ୍‌ ସିଂ ରାଜପୁରୋହିତ ଗିନିଜ୍‌ ବୁକ୍‌ ଅଫ୍‌ ଓ୍ବାଲର୍‌ଡ ରେକର୍ଡରେ ସ୍ଥାନ ପାଇଛନ୍ତି। ରାଜପୁରୋହିତ...

ତିହାର ଜେଲ୍‌ ଗଲେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି.ଚିଦାମ୍ବରମ୍‌

ନୂଆଦିଲ୍ଲୀ: ଆଇଏନ୍‌ଏକ୍ସ ମିଡିଆ ମାମଲାରେ ଗିରଫ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି. ଚିଦାମ୍ବରମ୍‌ଙ୍କୁ ଦିଲ୍ଲୀର ସ୍ବତନ୍ତ୍ର ସିବିଆଇ କୋର୍ଟ ଆସନ୍ତା ୧୯ ତାରିଖ...

ଅର୍ଥନୀତି ସଜାଡ଼ିବା ପାଇଁ ବଡ଼ ପ୍ୟାକେଜ :ଚ୍ୟାଲେଞ୍ଜ ବି ଛୋଟ ନୁହେଁ

ନୂଆଦିଲ୍ଲୀ,୧୪ା୫- କରୋନା ଭାଇରସ୍‌ ସାରା ବିଶ୍ୱର ଅର୍ଥନୀତିକୁ ଚରିଦେଇଛି। ଏହି ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଭାରତ ସମେତ ବିଭିନ୍ନ ଦେଶରେ ଲକ୍‌ଡାଉନ୍‌ ଭଳି କଟକଣା...

ଆମ୍ବୁଲାନ୍ସ ବନ୍ଦ କଲା ଭାଜପା ପ୍ରଦେଶ ଅଧ୍ୟକ୍ଷଙ୍କ ରାଲି

କୋଲକାତା,୮।୧: ପଶ୍ଚିମବଙ୍ଗର ଭାଜପା ପ୍ରଦେଶ ଅଧ୍ୟକ୍ଷଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଯାହାକୁ ନେଇ ବରୋଧୀ ଏବେ ତାଙ୍କୁ ଟାର୍ଗେଟ କରିଛନ୍ତି।...

ଅନାଥଙ୍କ ଘରକୁ ଯାଇ କ୍ଷତିପୂରଣ ଦିଅ

ନୂଆଦିଲ୍ଲୀ,୨୦ା୧: କୋଭିଡ୍‌-୧୯ରେ ନିଜ ପ୍ରିୟଜନଙ୍କୁ ହରାଇଥିବା ଲୋକଙ୍କ ପାଖକୁ ଯାଇ କ୍ଷତିପୂରଣ ଦିଅ। ସେମାନେ କେବେ କ୍ଷତିପୂରଣ ଦାବିରେ ଆବେଦନ କରିବେ ତାକୁ ଅପେକ୍ଷା କରନାହିଁ...

ବିମାନ ଦୁର୍ଘଟଣାରେ ସ୍ବାମୀ ହୋଇଥିଲେ ଶହୀଦ, ଏବେ ବାୟୁସେନାରେ ସାମିଲ ହେବେ ପତ୍ନୀ

ନୂଆଦିଲ୍ଲୀ,୧୫।୭: ୨୦୧୯ ଫେବୃୟାରୀ ୧ ବିମାନ ଦୁର୍ଘଟଣାରେ ଶହୀଦ ହୋଇଥିବା ସ୍କ୍ବାଡନ ଲିଡର ସମୀର ଅବରୋଲଙ୍କ ପତ୍ନୀ ଗରିମା ଅବରୋଲ ଖୁବ୍‌ଶୀଘ୍ର ବାୟୁସେନାରେ ସାମିଲ ହେବାକୁ...

ନାସିକରେ ଚଳନ୍ତା ବସରେ ଲାଗିଲା ନିଆଁ: ଜଳିଯାଇ ୧୧ ମୃତ ଅନେକେ ଆହତ

ନାସିକ,୮ ।୧୦: ମହାରାଷ୍ଟ୍ରର ନାସିକରେ ଶୁକ୍ରବାର ରାତିରେ ଏକ ବଡ ଅଘଟଣ ଘଟିଛି । ଏଠାରେ ଏକ ଚଳନ୍ତା ବସରେ ନିଆଁ ଲାଗିଯାଇଥିବା ଜଣାପଡିଛି ।...

ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ମାମଲା, ୩ ଡାକ୍ତର- ପୋଲିସ ଅଧିକାରୀ ଗିରଫ…

ଗୁଆହାଟି,୮।୧୧ : ଆସାମର ଡାରଙ୍ଗ ଜିଲାରେ ଜଣେ ୧୩ ବର୍ଷର ବାଳିକାଙ୍କୁ ବଳାତ୍କାର ଓ ହତ୍ୟା ଘଟଣାରେ ଅଭିଯୁକ୍ତଙ୍କୁ ସୁରକ୍ଷା ଦେଉଥିବା ପାଇଁ ଜଣେ ପୋଲିସ...

Advertisement
Archives

Model This Week