ମୁକେଶ ଅମ୍ବାନୀଙ୍କୁ ପଛରେ ପକାଇଲେ ଏହି ବ୍ୟକ୍ତି

ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଚେୟାରମ୍ୟାନ୍‌ ତଥା ପରିଚାଳନା ନିର୍ଦ୍ଦେଶକ ମୁକେଶ ଅମ୍ବାନୀଙ୍କୁ ପଛରେ ପକାଇଲେ ଚାଇନାର ଓ୍ବାଟର କିଙ୍ଗ୍‌ ବ୍ୟବସାୟୀ ଝୋଙ୍ଗ ଶାନ୍‌ଶାନ। ଝୋଙ୍ଗ ଏବେ ଏସିଆର ସବୁଠୁ ଧନୀ ବ୍ୟକ୍ତି ଭାବେ ପରିଗଣିତ। ଚଳିତବର୍ଷ ତାଙ୍କର ସମ୍ପତ୍ତି ୭୦.୭ ଅରବ ଡଲାରରୁ ୭୭.୮ ଅରବ ଡଲାରକୁ ବୃଦ୍ଧି ପାଇଛି। ସମ୍ପତ୍ତି ବୃଦ୍ଧିରେ ସେ ଆଲିବାବା ଗ୍ରୁପ୍‌ର ଜ୍ୟାକ୍‌ ମାଙ୍କୁ ମଧ୍ୟ ପଛରେ ପକାଇ ଦେଇଛନ୍ତି।
ବ୍ଲୁମବର୍ଗ ବିଲିୟନେୟାର ଇଣ୍ଡେକ୍ସ ଅନୁଯାୟୀ, ଝୋଙ୍ଗ ଶାନ୍‌ଶାନ ଏସିଆର ସବୁଠାରୁ ଧନୀ ବ୍ୟକ୍ତି। ସେହିପରି ବିଶ୍ୱର ଧନୀ ତାଲିକା ମଧ୍ୟରେ ତାଙ୍କର ସ୍ଥାନ ୧୧ରେ ରହିଛି।
ଝୋଙ୍ଗଙ୍କ ବିଷୟରେ ଗଣମାଧ୍ୟମରେ ଖୁବ୍‌ କମ୍‌ ଚର୍ଚ୍ଚା ହୋଇଥାଏ। ସାମ୍ବାଦିକତା ଠାରୁ ଆରମ୍ଭ କରି ଛତୁଚାଷ ଏବଂ ସ୍ବାସ୍ଥ୍ୟସେବା ପର୍ଯ୍ୟନ୍ତ ତାଙ୍କର ବ୍ୟବସାୟ ରହିଛି। ବର୍ତ୍ତମାନ ଝୋଙ୍ଗ କରୋନା ଟିକା ଉପରେ କାମ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଷତିପୂରଣ ବିକଳ୍ପ ନେଇ ରାଜ୍ୟଗୁଡିକୁ ଅବଗତ କରାଗଲା

ନୂଆଦିଲ୍ଲୀ,୩୦।୮: ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) କ୍ଷତିପୂରଣ ଆବଶ୍ୟକତା ପୂରଣ ଲାଗି କେନ୍ଦ୍ର ସରକାର ରାଜ୍ୟଗୁଡିକୁ ୨ ବିକଳ୍ପ ପ୍ରଦାନ କରିଛନ୍ତି। ୪୧ତମ ଜିଏସ୍‌ଟି...

ସିଏଜି ରିପୋର୍ଟ: କୃଷି ଆୟ ଉପରେ ଟିକସ ଛାଡ଼ରୁ ୫୦୦ କୋଟିର ଦୁର୍ନୀତି

ନୂଆଦିଲ୍ଲୀ,୧।୮: କୃଷି ଆୟ ଉପରେ ଆୟକର ଛାଡ଼ ଦିଆଯାଇଥାଏ। ତେବେ ଏହି ଛାଡରେ ଦୁର୍ନୀତି ହୋଇଥିବା ସିଏଜି ରିପୋର୍ଟରେ ଉଲ୍ଲେଖ କରାଯାଇଛି। ସମ୍ପୂର୍ଣ୍ଣ ରୂପେ ଯାଞ୍ଚ...

ଏଣିକି ବିଳମ୍ବିତ ହେବନି ବିମାନ ଉଡ଼ାଣ

ନୂଆଦିଲ୍ଲୀ,୨୩-୬: ଦେଶରେ ବିମାନ ଉଡ଼ାଣ ବିଳମ୍ବିତ ହେବା ଏକ ସାଧାରଣ ଘଟଣା। ଏଥିପାଇଁ ବିଭିନ୍ନ କାରଣ ରହିଛି। ତେବେ କେନ୍ଦ୍ର ସରକାର ଏଭଳି ଏକ ନୂଆ...

ଏମ୍‌ସିଏଲ୍‌ଆର୍‌ କମାଇଲା ଏସ୍‌ବିଆଇ

ନୂଆଦିଲ୍ଲୀ,୮-୨: ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଏସ୍‌ବିଆଇ) ପକ୍ଷରୁ ମାର୍ଜିନାଲ କଷ୍ଟ ବେସ୍‌ଡ ଲେଣ୍ଡିଂ ରେଟ୍‌ (ଏମ୍‌ସିଏଲ୍‌ଆର୍‌) ବା ଋଣ ସୁଧ ହ୍ରାସ ସମ୍ପର୍କରେ ଘୋଷଣା...

ନାଲ୍‌କୋ ଅଧ୍ୟକ୍ଷ ହେଲେ ଶ୍ରୀଧର ପାତ୍ର

ଭୁବନେଶ୍ୱର,୧୭-୧୨: ରାଷ୍ଟ୍ରାୟତ୍ତ ନ୍ୟାଶନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ(ନାଲ୍‌କୋ)ର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଭାବେ ଶ୍ରୀଧର ପାତ୍ର ନିୟୁକ୍ତ ହୋଇଛନ୍ତି। କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ ଏ...

ଚାଇନାକୁ ପାନେ: ଟିକ୍‌ଟକ୍‌ର କ୍ଷତି ହେଲା ୪୫ ହଜାର କୋଟି

ନୂଆଦିଲ୍ଲୀ, ୪।୭: ଶର୍ଟ ଭିଡ଼ିଓ ମେକିଂ ଆପ୍‌ ଟିକ୍‌ଟକ୍‌ ଭାରତରେ ବ୍ୟାନ୍‌ ହୋଇଛି। ଏହା ଯୋଗୁ ଟିକ୍‌ଟିକ୍‌ର କ୍ଷତି ପରିମାଣ ୪୫ ହଜାର କୋଟିରୁ ଅଧିକରେ...

ଡିଜେଲ ଲିଟର ପିଛା ୧୩ ପଇସା ବୃଦ୍ଧି

ନୂଆଦିଲ୍ଲୀ,୧୬।୭: କରୋନା ସମୟରେ ତେଲ ଦର ବୃଦ୍ଧି ଗ୍ରାହକଙ୍କୁ ଅତିଷ୍ଠ କରିଛି। ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀଗୁଡ଼ିକର ସୂଚନା ଅନୁସାରେ ବୁଧବାର ଡିଜେଲ ଲିଟର ପିଛା ୧୩...

ଷ୍ଟକ ବଜାର ପାଇଁ ଆସିପାରେ ବଡ ଘୋଷଣା

ନୂଆଦିଲ୍ଲୀ,୩୦-୧୦: ଷ୍ଟକ ମାର୍କେଟ ସମେତ ଘରୋଇ ବଜାରକୁ ଉତ୍ସାହିତ କରିବା ଲାଗି ସରକାର ଅଧିକ ସଂସ୍କାର ଘୋଷଣା କରିପାରନ୍ତି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ(ପିଏମ୍‌ଓ) ଏବଂ ଅର୍ଥ ମନ୍ତ୍ରଣାଳୟ...

Advertisement


Archives

Model This Week

Why Dharitri