ମୁକେଶ ଅମ୍ବାନୀଙ୍କୁ ପଛରେ ପକାଇଲେ ଏହି ବ୍ୟକ୍ତି

ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଚେୟାରମ୍ୟାନ୍‌ ତଥା ପରିଚାଳନା ନିର୍ଦ୍ଦେଶକ ମୁକେଶ ଅମ୍ବାନୀଙ୍କୁ ପଛରେ ପକାଇଲେ ଚାଇନାର ଓ୍ବାଟର କିଙ୍ଗ୍‌ ବ୍ୟବସାୟୀ ଝୋଙ୍ଗ ଶାନ୍‌ଶାନ। ଝୋଙ୍ଗ ଏବେ ଏସିଆର ସବୁଠୁ ଧନୀ ବ୍ୟକ୍ତି ଭାବେ ପରିଗଣିତ। ଚଳିତବର୍ଷ ତାଙ୍କର ସମ୍ପତ୍ତି ୭୦.୭ ଅରବ ଡଲାରରୁ ୭୭.୮ ଅରବ ଡଲାରକୁ ବୃଦ୍ଧି ପାଇଛି। ସମ୍ପତ୍ତି ବୃଦ୍ଧିରେ ସେ ଆଲିବାବା ଗ୍ରୁପ୍‌ର ଜ୍ୟାକ୍‌ ମାଙ୍କୁ ମଧ୍ୟ ପଛରେ ପକାଇ ଦେଇଛନ୍ତି।
ବ୍ଲୁମବର୍ଗ ବିଲିୟନେୟାର ଇଣ୍ଡେକ୍ସ ଅନୁଯାୟୀ, ଝୋଙ୍ଗ ଶାନ୍‌ଶାନ ଏସିଆର ସବୁଠାରୁ ଧନୀ ବ୍ୟକ୍ତି। ସେହିପରି ବିଶ୍ୱର ଧନୀ ତାଲିକା ମଧ୍ୟରେ ତାଙ୍କର ସ୍ଥାନ ୧୧ରେ ରହିଛି।
ଝୋଙ୍ଗଙ୍କ ବିଷୟରେ ଗଣମାଧ୍ୟମରେ ଖୁବ୍‌ କମ୍‌ ଚର୍ଚ୍ଚା ହୋଇଥାଏ। ସାମ୍ବାଦିକତା ଠାରୁ ଆରମ୍ଭ କରି ଛତୁଚାଷ ଏବଂ ସ୍ବାସ୍ଥ୍ୟସେବା ପର୍ଯ୍ୟନ୍ତ ତାଙ୍କର ବ୍ୟବସାୟ ରହିଛି। ବର୍ତ୍ତମାନ ଝୋଙ୍ଗ କରୋନା ଟିକା ଉପରେ କାମ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁରରେ ଟ୍ରେଣ୍ଡ୍‌ସ ମ୍ୟାନର ଏକ୍ସକ୍ଲୁସିଭ ଆଉଟ୍‌ଲେଟ

ନୂଆଦିଲ୍ଲୀ,୧୫।୪: ରିଲାଏନ୍ସ ରିଟେଲର ପ୍ରମୁଖ ବ୍ରାଣ୍ଡ୍‌ ଟେଣ୍ଡ୍‌ସର ସ୍ବତନ୍ତ୍ର ଷ୍ଟୋର ଟ୍ରେଣ୍ଡ୍‌ସ ମ୍ୟାନ୍‌ ଏବଂ ଟ୍ରେଣ୍ଡ୍‌ସ ଓମ୍ୟାନ୍‌ ଆଉଟ୍‌ଲେଟ ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ବିଶେଷ କରି...

୭ ଦିନ ବନ୍ଦ ରହିବ ବ୍ୟାଙ୍କ୍‌, ଶୀଘ୍ର ସାରନ୍ତୁ କାମ

ନୂଆଦିଲ୍ଲୀ,୨୪।୩: ଯଦି ଆପଣଙ୍କର ବ୍ୟାଙ୍କ ସହିତ ଜଡିତ କୌଣସି କାର୍ଯ୍ୟ ଅଛି, ତେବେ ତୁରନ୍ତ ଏହାକୁ ଶେଷ କରନ୍ତୁ । କାରଣ ମାର୍ଚ୍ଚ ୨୭ରୁ ଏପ୍ରିଲ...

ମାଲାବାର ପକ୍ଷରୁ ଛାତ୍ରୀ ବୃତ୍ତି ପ୍ରଦାନ

ଭୁବନେଶ୍ୱର,୪।୮: ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସ୍‌ର ଓଡ଼ିଶା ୟୁନିଟ୍‌ (ଭୁବନେଶ୍ୱର)ର ଶହୀଦନଗର ଷ୍ଟୋର ପକ୍ଷରୁ ସ୍ଥାନୀୟ ୟୁନିଟ୍‌-୧, କମଳା ନେହେରୁ...

୧୫୦ ଟ୍ରେନର ଘରୋଇକରଣ ପ୍ରକ୍ରିୟା ଆରମ୍ଭ

ନୂଆଦିଲ୍ଲୀ,୧୧-୧୦: ରେଲଓ୍ବେ ପକ୍ଷରୁ ୧୫୦ ଟ୍ରେନର ଘରୋଇକରଣ ନେଇ ଯୋଜନା ରଖାଯାଇଛି। ଏହାବାଦ ଦେଶର ୫୦ ରେଳ ଷ୍ଟେଶନକୁ ବିଶ୍ୱ ସ୍ତରୀୟ କରି ଗଢି ତୋଳିବା...

ଗୀତମ୍‌ରେ ଏମ୍‌ବିବିଏସ୍‌ ନାମଲେଖା

ବିଶାଖାପାଟଣା,୧୮-୬:ଗୀତମ୍‌ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନସେସ୍‌ ଆଣ୍ଡ ରିସର୍ଚ୍ଚ( ଜିଆଇଏମ୍‌ଏସ୍‌ ଆର୍‌)ରେ ଏମ୍‌ବିବିଏସ୍‌ ନାମଲେଖା ସମ୍ପର୍କରେ ଘୋଷଣା କରାଯାଇଛି। ଏହା ଗୀତମ ଡିମ୍‌ଡ ୟୁନିଭର୍ସିଟିର ମେଡିକାଲ...

ଚାହିଦା, ଅଭିବୃଦ୍ଧି ଲାଗି ସରକାର ନେବେ ଅଧିକ ପଦକ୍ଷେପ

ନୂଆଦିଲ୍ଲୀ,୨୦ -୧୦: ଦେଶରେ ମାନ୍ଦାବସ୍ଥା ଲାଗି ରହିଥିବା ବେଳେ ଅଭିବୃଦ୍ଧି ୬ ବର୍ଷର ସର୍ବନିମ୍ନ ସ୍ତରକୁ ଖସିଛି। ଚାହିଦା ପ୍ରଭାବିତ ସ୍ଥିତିରେ ରହିଛି। ଏହାକୁ ବଢାଇବା...

ଗରିବ କଲ୍ୟାଣ ଯୋଜନାରେ ୫୩,୨୪୮ କୋଟି ଟଙ୍କା ପ୍ରଦାନ

ନୂଆଦିଲ୍ଲୀ,୪।୬: ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ପ୍ୟାକେଜ ଅନ୍ତର୍ଗତ କେନ୍ଦ୍ର ସରକାର ଲୋକଙ୍କୁ ୫୩,୨୪୮ କୋଟି ଟଙ୍କା ପ୍ରଦାନ କରିଛନ୍ତି। ବିତ୍ତୀୟ ସହାୟତା ଭାବେ ୪୨ କୋଟି...

ଡିଭିଜ ଲ୍ୟାବ୍‌ ଅଧ୍ୟକ୍ଷଙ୍କୁ ସର୍ବାଧିକ ବେତନ; ଭାରତୀୟ ଔଷଧ ଶିଳ୍ପରେ ସର୍ବାଧିକ

ହାଇଦ୍ରାବାଦ,୧୨-୮: ଡିଭିଜ ଲ୍ୟାବ୍‌ରେଟୋରିଜ ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ(ସିଏମ୍‌ଡି) ମୁରଲୀ କେ.ଡିଭିଙ୍କୁ ୨୦୧୮-୧୯ରେ ବେତନ ଓ କମିଶନ ବାବଦରେ ମୋଟ ୫୮.୮୦ ଟଙ୍କା ପ୍ରଦାନ କରାଯାଇଛି।...

Advertisement
Archives

Model This Week