ଚନ୍ଦ୍ରରୁ ମାଟି ଆଣିଲା ଚାଇନା

ବେଜିଂ, ୨୬।୬: ଚାଇନାର ଚାଙ୍ଗ’ଇ-୬ ମହାକାଶ ଯାନ ପ୍ରଥମଥର ପାଇଁ ଚନ୍ଦ୍ରପୃଷ୍ଠରୁ ୨ କିଲୋଗ୍ରାମର ମାଟି ଓ ପଥରର ନମୁନା ଏକତ୍ର କରି ମଙ୍ଗଳବାର ପୃଥିବୀକୁ ଫେରି ଉତ୍ତର ଚାଇନାରେ ଅବତରଣ କରିଛି। ପୃଥିବୀକୁ ଅଣାଯାଇଥିବା ଏହି ନମୁନାଗୁଡ଼ିକରେ ୨୫ ଲକ୍ଷ ବର୍ଷ ପୁରୁଣା ଆଗ୍ନେୟଗିରି ପଥର ଓ ଅନ୍ୟାନ୍ୟ ସାମଗ୍ରୀ ରହିଥିବା ଚାଇନାର ବୈଜ୍ଞାନିକମାନେ ଅନୁମାନ କରୁଛନ୍ତି। ଏହି ନମୁନାଗୁଡ଼ିକର ପରୀକ୍ଷଣ ପରେ ଚନ୍ଦ୍ରର ଉଭୟ ମେରୁ ମଧ୍ୟରେ ରହିଥିବା ଭୌଗୋଳିକ ପାର୍ଥକ୍ୟ ନେଇ ଜଣାପଡ଼ିବ ବୋଲି ବୈଜ୍ଞାନିକମାନେ କହିଛନ୍ତି। ଗତ ମେ’ ୩ରେ ଚାଇନାର ହୈନାନଠାରୁ ଏହି ଚାଙ୍ଗ’ଇ-୬ ମିଶନ ଲଞ୍ଚ କରାଯାଇଥିଲା।

ତେବେ ଏହି ମିଶନ ଅନୁଯାୟୀ ୨୦୩୦ ସୁଦ୍ଧା ମଣିଷଙ୍କୁ ଚନ୍ଦ୍ରପୃଷ୍ଠକୁ ପଠାଇବାକୁ ଚାଇନା ଲକ୍ଷ୍ୟ ରଖିଛି। ଏହି ମିଶନର ସଫଳତା ଚାଇନାର ସ୍ବପ୍ନକୁ ସାକାର କରିପାରିଥିବା ନେଇ ରାଷ୍ଟ୍ରପତି ସି. ଜିନପିଙ୍ଗ୍‌ ପ୍ରକାଶ କରିଛନ୍ତି। ଏହାଯୋଗୁ ଏବେ ଚାଇନା ଏକ ମହାକାଶ ଶକ୍ତି ହେବାର ନିକଟତର ହୋଇପାରିଛି। ସେହିପରି ୨୦୩୦ ସୁଦ୍ଧା ଚନ୍ଦ୍ରର ଦକ୍ଷିଣ ମେରୁରେ ଏକ ରିସର୍ଚ୍ଚ ବେସ୍‌ ନିର୍ମାଣ କରିବାକୁ ମଧ୍ୟ ଚାଇନା ଲକ୍ଷ୍ୟ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାନବିକ୍ରି ସମସ୍ୟା ଅସମାହିତ: କଟ୍‌ନୀଛଟ୍‌ନୀକୁ ସରକାରୀ ମୋହର

ବରଗଡ଼/ଅତାବିରା/ ଗୋଡ଼ଭଗା/, ୧୦।୧୨(ପ୍ରେମାନନ୍ଦ ଖମାରୀ/ ଯୁଧିଷ୍ଠିର ମହାପାତ୍ର/ ସୁରେଶ ଦାଶ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ମଙ୍ଗଳବାର ୧୨ଦିନ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଜିଲାରେ...

ବିଶ୍ୱର ପ୍ରଥମ ଦେଶ ଭାବେ ସୋସିଆଲ ମିଡିଆ ବ୍ୟାନ କଲା ଅଷ୍ଟ୍ରେଲିଆ, ଏତିକି ବର୍ଷରୁ କମ୍ ପିଲା…

ନୂଆଦିଲ୍ଲୀ,୯।୧୨: ପିଲାମାନଙ୍କୁ ସୋସିଆଲ ମିଡିଆର କୁପ୍ରଭାବରୁ ରକ୍ଷା କରିବା ପାଇଁ ଅଷ୍ଟ୍ରେଲିଆ ଏକ ଐତିହାସିକ ପଦକ୍ଷେପ ନେଇଛି। ବୁଧବାର ମଧ୍ୟରାତ୍ରିରୁ ଅଷ୍ଟ୍ରେଲିଆ ୧୬ ବର୍ଷରୁ କମ୍...

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri