ଚନ୍ଦ୍ରରୁ ମାଟି ଆଣିଲା ଚାଇନା

ବେଜିଂ, ୧୮।୧୨: ଚାଇନାର ମହାକାଶଯାନ ଚାଙ୍ଗ’ଇ-୫ ଚନ୍ଦ୍ରପୃଷ୍ଠରୁ ମାଟି ନମୁନା ସଂଗ୍ରହ କରି ଗୁରୁବାର ପୃଥିବୀକୁ ଫେରଛିି। ଚାଇନା ଡିସେମ୍ବର ୨ରେ ରୋବଟ ସହ ମହାକାଶଯାନକୁ ଚନ୍ଦ୍ର ପୃଷ୍ଠର ନିର୍ଦ୍ଧାରିତ ସ୍ଥାନରେ ଅବତରଣ କରାଇଥିଲା। ଚାଇନା ନ୍ୟାଶନାଲ ସ୍ପେସ୍‌ ଆଡମିନିଷ୍ଟ୍ରେଶନ (ସିଏନ୍‌ଏସ୍‌ଏ) ଅନୁଯାୟୀ ଏହି ମହାକାଶଯାନ ଉତ୍ତର ଚାଇନାର ମୋଙ୍ଗୋଲିଆ ସ୍ବଂୟଶାସିତ ଅଞ୍ଚଳ ସିଜିୱାଙ୍ଗ ବ୍ୟାନରରେ ଅବତରଣ କରିଛି। ୨୦୦୪ରୁ ଚାଇନା ପକ୍ଷରୁ ଆରମ୍ଭ ହୋଇଥିବା ଏହି ମିଶନ ସଫଳ ହୋଇଥିବା ନେଇ ସିଏନ୍‌ଏସ୍‌ଏର ମୁଖ୍ୟ ଜାଙ୍ଗ୍‌ କେଜିଆନ ଘୋଷଣା କରିଛନ୍ତି। ନମୁନା ଆଣିବାକୁ ୪୦ ବର୍ଷ ପୂର୍ବରୁ ଆମେରିକା ଚନ୍ଦ୍ରକୁ ମହାକାଶଚାରୀ ପଠାଇବା ପରଠାରୁ ପ୍ରଥମ କରି ଚାଇନା ଏହି ମିଶନ ଆରମ୍ଭ କରିଥିଲା। ସଂଗୃହୀତ ନମୁନା ପରୀକ୍ଷଣ କରାଯିବା ପରେ ଚନ୍ଦ୍ରପୃଷ୍ଠ ମଣିଷ ପାଇଁ ବାସ ଉପଯୋଗୀ କି ନୁହେଁ ତାହା ଜଣାପଡିବ।


Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା କମାଇବାରେ ଧୁରନ୍ଧର ଏହି ୪ ରାଶି, କୁବେରଙ୍କ ଭଳି ଖଟାନ୍ତି ମୁଣ୍ଡ…

ଆପଣ ମଧ୍ୟ ବୋଧହୁଏ ଲକ୍ଷ୍ୟ କରିଥିବେ ଯେ କିଛି ଲୋକ ଯେକୌଣସି କାମରେ ହାତ ଦିଅନ୍ତୁ ନା କାହିଁକି, ସେଥିରେ ସଫଳତା ଓ ପ୍ରଚୁର ଟଙ୍କା ଅର୍ଜନ…

ଚାଲାଣ କରୁଥିଲେ କଫ୍ ସିରପ୍, ମାଡ଼ି ବସିଲା ପୋଲିସ

ଭେଡେନ, ୬/୯ (ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଋଷୁଡ଼ା ଫାଣ୍ଡି ପୋଲିସ ଶନିବାର ବିପୁଳ ପରିମାଣର କଫ୍ ସିରପ୍ ଜବତ କରିଛି। ଏହି ଘଟଣାରେ…

୯/୧୧ ପରବର୍ତ୍ତୀ ଯୁଦ୍ଧ

ଆଉ ଦିନ କେଇଟା ପରେ ସେପ୍ଟେମ୍ୱର ୧୧ ଆକ୍ରମଣକୁ ୨୫ ବର୍ଷ ହୋଇଯିବ। ଆମେରିକୀୟମାନେ ଶୋକ ପ୍ରକାଶ କରିବେ ଏବଂ ଅନ୍ୟ ଏକ ଯୁଦ୍ଧ ଯୋଗୁ ସେମାନଙ୍କ…

ଜୋହିରି ମୋଲା ମିସ୍ ୱାର୍ଲ୍ଡ

ହାନୋଇ,୬ା୯: ଭିଏଟନାମ୍‌ର ନା ତ୍ରାଙ୍ଗ୍‌ ସହରରେ ଶନିବାର ଅନୁଷ୍ଠିତ ୭୩ତମ ଅନ୍ତର୍ଜାତୀୟ ବିଶ୍ୱ ସୁନ୍ଦରୀ ପ୍ରତିଯୋଗିତାର ଗ୍ରାଣ୍ଡ ଫିନାଲେରେ ଡୋମିନିକାନ୍‌ ରିପବ୍ଲିକ୍‌ର ଜୋହିରି ମୋଲା ମିସ୍‌ ଓ୍ୱାଲର୍‌ଡ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ: ମୁଖ୍ୟମନ୍ତ୍ରୀ

କଟକ,୬।୯(କାର୍ତ୍ତିକ ସାହୁ): ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ସୁଧାର ଆଣିବା ପାଇଁ ସରକାର ‘କେଜିରୁ ପିଜି’ ନିଃଶୁଳ୍କ ଶିକ୍ଷା ଯୋଜନା କରିଛନ୍ତି। ସାରା ଭାରତରେ ଓଡ଼ିଶା ପ୍ରଥମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri