ଏଲ୍‌ଏସି ନିକଟ ପ୍ୟାଙ୍ଗଙ୍ଗ ହ୍ରଦ ନିକଟରେ ପୋଲ ନିର୍ମାଣ କରୁଛି ଚାଇନା!

ବେଜିଂ,୩ ।୫: ନୂଆବର୍ଷ ଅବସରରେ ଚାଇନା ଯଦିଓ ଭାରତୀୟ ସେନା ସହ ମିଠାଇ ଆଦାନ ପ୍ରଦାନ କରିଛି, ହେଲେ ଡ୍ରାଗନ ତା’ର ପୂର୍ବ ପ୍ରକୃତି ଛାଡି ପାରୁ ନାହିଁ । ମିଳଥିବା ସୂଚନା ଅନୁଯାୟୀ, ପୂର୍ବ ଲଦ୍ଦାଖରେ ପ୍ୟାଙ୍ଗଙ୍ଗ ହ୍ରଦରେ ଚାଇନାର ପିଏଲଏ ସେନା ଏକ ପୋଲ ନିର୍ମାଣ କରୁଛି । ଓପନ ସୋର୍ସ ସାଟେଲାଇଟ ଇମେଜରୁ ଏହି ବ୍ରିଜ ନିର୍ମାଣ ହେଉଥିବା ଜଣାପଡିଛି । ଓପନ ସୋର୍ସ ସାଟେଲାଇଟ, ‘ଇଣ୍ଟେଲ ଲ୍ୟାବ’ ଅନୁଯାୟୀ, ଚାଇନା ପ୍ୟାଙ୍ଗଙ୍ଗ ଲେକ ଉପରେ ଏହି ପୋଲ ନିର୍ମାଣ କରୁଛି । ଏହାଦ୍ୱାରା ଚାଇନାର ସେନା ହ୍ରଦ ଉତ୍ତର ପଟ ଓ ଦକ୍ଷିଣ ପଟକୁ ଆରାମରେ ଯା’ଆସ କରିପାରିବେ । ଇଣ୍ଟେଲ ଲ୍ୟାବରେ ପୋଲର ସାଟେଲାଇଟ ଚିତ୍ର ଜାରି କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

‘ମୃତ ଝିଅ ଅପେକ୍ଷା ଛାଡପତ୍ର ପାଇଥିବା ଝିଅ ଭଲ’, ସୁପ୍ରିମ କୋର୍ଟରେ ଭାବପ୍ରବଣ ହୋଇଗଲେ SG ମେହେଟା

ନୂଆଦିଲ୍ଲୀ,୨୫।୫: ଭୋପାଳରେ ଘଟିଥିବା ବହୁଚର୍ଚ୍ଚିତ ଟ୍ବିଶା ଶର୍ମା ମୃତ୍ୟୁ ମାମଲା ସମ୍ପର୍କରେ ସଲିସିଟର ଜେନେରାଲ (SG)ତୁଷାର ମେହେଟ୍ଟା ଏକ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ କରିଛନ୍ତି। ସୋମବାର (୨୫ ମଇ,…

ଇରାନର ବଡ଼ ଅନୁରୋଧ ରଖିଲା ଫିଫା

ତେହରାନ, ୨୫ା୫: ଆସନ୍ତା ୧୧ ତାରିଖରୁ ଆରମ୍ଭ ହେବାକୁଥିବା ଫିଫା ବିଶ୍ୱକପ୍‌ ଲାଗି ଇରାନ ପକ୍ଷରୁ ଦଳର ଟ୍ରେନିଂ କ୍ୟାମ୍ପ ଆମେରିକାରୁ ମେକ୍ସିକୋକୁ ସ୍ଥାନାନ୍ତର କରିବା ଲାଗି…

ବ୍ରିଜ ଉପରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା ଓଲଟି ଲାଗିଗଲା ନିଆଁ, ଡ୍ରାଇଭର ନିଖୋଜ

ରାଉରକେଲା,୨୫ା୫(ସଙ୍ଗୀତା ଜେନା): ରାଉରକେଲାର ନୂତନ ବ୍ରାହ୍ମଣୀ ବ୍ରିଜ୍‌ ଉପରେ ଏକ ବଡ଼ଧରଣର ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ହାଇଓ୍ବା ଓଲଟି ପଡ଼ିବାରୁ ଏଥିରେ ନିଆଁ ଲାଗିଯାଇଥିଲା।…

ଧର୍ମେନ୍ଦ୍ର, ଶିବୁ ସୋରେନଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ, ୬୬ ଜଣଙ୍କୁ ସମ୍ମାନୀତ କରିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୫।୫: ସୋମବାର ସାରେ ରାଷ୍ଟ୍ରପତି ଭବନର ଦରବାର ହଲରେ ପଦ୍ମ ପୁରସ୍କାର ସମାରୋହ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମ ସମୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬୬ଜଣ ବିଶିଷ୍ଟ…

ବୈଶିଙ୍ଗା-ରୁପ୍ସା ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା, ଶିକ୍ଷକ ମୃତ

ବୈଶିଙ୍ଗା,୨୫।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ବଜାର ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଏଥିରେ ବେତନଟୀ ବ୍ଲକ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ…

ପେଟ୍ରୋଲ-ଡିଜେଲର ମୂଲ୍ୟ ବୃଦ୍ଧିକୁ ନେଇ ବର୍ଷିଲେ ରାହୁଲ, ସରକାର ଚୁପଚାପ୍ ପକେଟ…..

ନୂଆଦିଲ୍ଲୀ,୨୫।୫: ସୋମବାର ଦିନ ପୁଣିଥରେ ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପାଇଛି। ମାତ୍ର ୧୦ ଦିନ ମଧ୍ୟରେ ଏହା ଚତୁର୍ଥ ଥର ପାଇଁ ସରକାର…

ସୌମ୍ୟ ମୃତ୍ୟୁ: ବିବାଦୀୟ ADGଙ୍କ ବଦଳି, ମା ଆଣିଥିଲେ ସାଂଘାତିକ…

ଭୁବନେଶ୍ୱର,୨୨।୫: ବରିଷ୍ଠ ଆଇପିଏସ୍ ଅଧିକାରୀ ଦୟାଲ ଗଙ୍ଗୱାରଙ୍କ ବଦଳି କରାଯାଇଛି। ତାଙ୍କୁ ADGP (କମ୍ୟୁନିକେସନ) ପଦରୁ ହଟାଯାଇ ଗୃହ ବିଭାଗରେ OSD (ଅଫିସର ଅନ୍ ସ୍ପେସିଆଲ୍ ଡ୍ୟୁଟି)…

ପୂର୍ବତନ କ୍ରିକେଟର ଆକାଶ ଚୋପ୍ରାଙ୍କ ବଡ଼ ଦାବି: ବଦଳିବେ ଏହି ୪ଦଳର ଅଧିନାୟକ

ନୂଆଦିଲ୍ଲୀ,୨୫।୫: ପୂର୍ବତନ କ୍ରିକେଟର ଆକାଶ ଚୋପ୍ରା ଏକ ବଡ଼ ଦାବି କରିଛନ୍ତି। ସେ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ’X’ରେ ଏକ ଭିଡିଓ ସେୟାର କରି IPLର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri