୫ ଦିନରେ ହସ୍ପିଟାଲ ନିର୍ମାଣ କଲା ଚାଇନା

ବେଜିଂ, ୧୭ା୧: ଚାଇନାକୁ କରୋନା ସଂକ୍ରମଣ ଫେରିଥିବାବେଳେ ସାଉଥବେଜିଂର ଏକ ସହରରେ ଆକ୍ରାନ୍ତ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଚାଇନା ସେଠାରେ ଯୁଦ୍ଧକାଳୀନ ଭିତ୍ତିରେ ୧୫ ଶହ କୋଠରି ବିଶିଷ୍ଟ ହସ୍ପିଟାଲ ୫ ଦିନରେ ନିର୍ମାଣ କରିଛି। ଦେଶରେ ମୋଟ ୧୩୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଗତ ୨୪ ଘଣ୍ଟାରେ ୯୦ଟି ମାମଲା ସାମ୍‌ନାକୁ ଆସିଛି। ନାଙ୍ଗୋଙ୍ଗ୍‌ ଓ ହେବେଇରେ ଅଧିକାଂଶ ସଂକ୍ରମିତ ରହିଛନ୍ତି। ୨୦୧୯ରେ କରୋନା ମହାମାରୀ ଆରମ୍ଭରେ ଚାଇନା ସମାନ ଢଙ୍ଗରେ ଉହାନରେ ହସ୍ପିଟାଲ ନିର୍ମାଣ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ବିଚାରପତିଙ୍କ ରୁଷିଆ ବିରୋଧରେ ମତଦାନ…

ହେଗ୍‌,୧୭।୩ : ୟୁକ୍ରେନରେ ତୁରନ୍ତ ସାମରିକ କାର୍ଯ୍ୟ ବନ୍ଦ କରିବାକୁ ରୁଷିଆକୁ ଅନ୍ତର୍ଜାତୀୟ ନ୍ୟାୟାଳୟ (ଆଇସିଜେ) କହିଛି। ଏହି ପ୍ରସଙ୍ଗରେ ୧୩-୨ ମତଦାନ ପରେ ଆଇସିଜେ...

କରୋନାର ନୂତନ ପରୀକ୍ଷଣକୁ କୁହାଯାଉଛି ‘ଜୀବନ ରକ୍ଷାକାରୀ’: ଜାଣନ୍ତୁ କାହିଁକି

ଲଣ୍ଡନ, ୩।୮: କରୋନା ଭାଇରସ ସମଗ୍ର ବିଶ୍ୱରେ ବ୍ୟାପିବାରେ ଲାଗିଛି। ଏହାଦ୍ୱାରା ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଆକ୍ରାନ୍ତ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା ଦିନକୁ...

ଅନ୍‌ଲାଇନ ପାଠପଢ଼ା ବେଳେ ଅଶ୍ଳୀଳ ଭିଡିଓ

କଟକ ଅଫିସ୍‌,୧୪ା୪: ଲକ୍‌ଡାଉନ୍‌ ଚାଲିଥିବା ଯୋଗୁ ସ୍କୁଲ, କଲେଜ ବନ୍ଦ ରହିଛି। ବିଭିନ୍ନ ଶିକ୍ଷାନୁଷ୍ଠାନ ତରଫରୁ ନିଜ ଉଦ୍ୟମରେ ଅନ୍‌ଲାଇନ୍‌ରେ ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଯାଉଛି। ସୋମବାର...

ଭୁବନେଶ୍ୱରରେ ହୋମ୍‌ ଡେଲିଭରି କରିବେ ୨୮ ଷ୍ଟୋର୍‌

ଭୁବନେଶ୍ୱର,୨୭ା୩(ବ୍ୟୁରୋ)ଭୁବନେଶ୍ୱରର ଲୋକଙ୍କ ଘରେ ପହଞ୍ଚତ୍ବ ଅତ୍ୟାବଶ୍ୟକ ସାମଗ୍ରୀ। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଏହି ବ୍ୟବସ୍ଥ ହୋଇଥିବାବେଳେ ରିଲାଏନ୍ସ ଫ୍ରେଶ, ବିଗ୍‌ ବଜାର, ବିଶାଲ...

ରେକର୍ଡ ଭାଙ୍ଗୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟରେ କରୋନା ନେଲା ଆଉ ୨୧ ମୁଣ୍ଡ

ଭୁବନେଶ୍ୱର,୮।୫(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ଶନିବାର ରାଜ୍ୟରେ କରୋନା ଆଉ ୨୧ ଜଣଙ୍କ ଜୀବନ ନେଇଛି।...

ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ଅନ୍ତ୍ୟେଷ୍ଟିକ୍ରିୟାରେ ଯୋଗଦେବେ ମୋଦି

ଟୋକିଓ,୨୭।୯: ସେପ୍ଟେମ୍ବର ୨୭ ଅର୍ଥାତ୍‌ ଆଜି ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ରାଜକୀୟ ଅନ୍ତ୍ୟେଷ୍ଟିକ୍ରିୟା କରାଯିବ। ଏହି କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ଜାହ୍ନବୀଙ୍କ ଘରେ କରୋନା

ମୁମ୍ବାଇ: ସାରା ଦୁନିଆକୁ ବର୍ତ୍ତମାନ ହଇରାଣ କରୁଛି କୋଭିଡ୍‌-୧୯ ଭୂତାଣୁ। ଭାରତକୁ ବି ଏଥିରୁ ତ୍ରାହି ମିଳିନି। ଗତ ୨ମାସ ହେଲା ଦେଶରେ ଲକ୍‌ଡାଉନ୍‌ ଚାଲିଥିବାବେଳେ...

ବାଲେଶ୍ୱର ସହରରେ ଲାଗିଲା ୬ ସାନିଟାଇଜ ମେଶିନ

ବାଲେଶ୍ୱର ଅଫିସ, ୫।୬: ମହାମାରୀ କରୋନା ଯୋଗୁ ସବୁବର୍ଗର ଲୋକେ ବିଶେଷ ଭାବେ ପ୍ରଭାବିତ ହୋଇଛନ୍ତି। ବାଲେଶ୍ୱର ସଦର ବିଧାୟକ ମଦନମୋହନ ଦତ୍ତଙ୍କ ହାତପାଣ୍ଠିରୁ ୧୦ଲକ୍ଷ...

Advertisement
Archives

Model This Week