୫ ଦିନରେ ହସ୍ପିଟାଲ ନିର୍ମାଣ କଲା ଚାଇନା

ବେଜିଂ, ୧୭ା୧: ଚାଇନାକୁ କରୋନା ସଂକ୍ରମଣ ଫେରିଥିବାବେଳେ ସାଉଥବେଜିଂର ଏକ ସହରରେ ଆକ୍ରାନ୍ତ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଚାଇନା ସେଠାରେ ଯୁଦ୍ଧକାଳୀନ ଭିତ୍ତିରେ ୧୫ ଶହ କୋଠରି ବିଶିଷ୍ଟ ହସ୍ପିଟାଲ ୫ ଦିନରେ ନିର୍ମାଣ କରିଛି। ଦେଶରେ ମୋଟ ୧୩୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଗତ ୨୪ ଘଣ୍ଟାରେ ୯୦ଟି ମାମଲା ସାମ୍‌ନାକୁ ଆସିଛି। ନାଙ୍ଗୋଙ୍ଗ୍‌ ଓ ହେବେଇରେ ଅଧିକାଂଶ ସଂକ୍ରମିତ ରହିଛନ୍ତି। ୨୦୧୯ରେ କରୋନା ମହାମାରୀ ଆରମ୍ଭରେ ଚାଇନା ସମାନ ଢଙ୍ଗରେ ଉହାନରେ ହସ୍ପିଟାଲ ନିର୍ମାଣ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୁସ୍ଥ ହେଲେ ପୁରୀର ଏକମାତ୍ର କରୋନା ଆକ୍ରାନ୍ତ

ପୁରୀ ଅଫିସ,୧୧।୪: କରୋନାକୁ ନେଇ ପୁରୀ ଜିଲାବାସୀଙ୍କ ମଧ୍ୟରେ ଯେଉଁ ଆଶଙ୍କା ରହିଥିଲା ସେଥିରେ କିଛି ମାତ୍ରାରେ ଆସ୍ବସ୍ଥ ହୋଇଛନ୍ତି ଜିଲାବାସୀ। ଜିଲାର ପ୍ରଥମ କରୋନା...

ପାକିସ୍ତାନରେ ସୁରକ୍ଷିତ ନୁହେଁ ଖବରଦାତା

ଇସ୍‌ଲାମାବାଦ,୬।୯: ପାକିସ୍ତାନରରେ ଶନିବାର ଜଣେ ମହିଳା ଖବରଦାତାଙ୍କୁ ଗୁଳି କରି ହତ୍ୟା କରାଯାଇଥିବା ସୂଚନା ମିଳିଛି। ଶାହିନା ଶାହିନ ବଲୋଚ ନାମକ ଉକ୍ତ ଖବରଦାତା ଜଣକ...

ଆଜି ୧୦୦ ଟପିଲା ସଂକ୍ରମଣ: କଟକରୁ ସର୍ବାଧିକ

ଭୁବନେଶ୍ୱର,୧୯।୩(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ କରୋନା ସଂକ୍ରମଣ ୧୦୦ ଟପିଥିବା ବେଳେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୮,୫୯୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ...

ମାନବ ଶରୀରରେ କରୋନା ଟିକାର ପରୀକ୍ଷା ଆରମ୍ଭ: ଆସନ୍ତା ବର୍ଷ ପର୍ଯ୍ୟନ୍ତ ଉପଲବ୍ଧ ହୋଇ ନ ପାରେ

ଲଣ୍ଡନ,୨୪।୪: ବ୍ରିଟେନ୍‌ର ଅକ୍ସଫୋର୍ଡ ୟୁନିଭର୍ସିଟି ପକ୍ଷରୁ ପ୍ରସ୍ତୁତ କୋଭିଡ୍‌-୧୯ ଟିକାର ମାନବ ଶରୀରରେ ପରୀକ୍ଷା ଗୁରୁବାର ଆରମ୍ଭ ହୋଇଛି। ତେବେ ଏହା ବ୍ୟବହାର ଲାଗି ଉପଲବ୍ଧ...

CORONAVIRUS UPDATE: ଆଜି ରାଜ୍ୟରେ ପୁଣି ୨୪୫ ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୬,୮୫୯ରେ ପହଞ୍ଚିଲା

ଭୁବନେଶ୍ୱର,୨୯ା୬(ବ୍ୟୁରୋ): ସୋମବାର ରାଜ୍ୟରେ ୨୪୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬,୮୫୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ...

କରୋନା ଟେଷ୍ଟ ଫି’ ନିର୍ଦ୍ଧାରଣ କଲେ ସରକାର, ୪୦୦ ଟଙ୍କାରେ ହେବ ଟେଷ୍ଟ

ଭୁବନେଶ୍ୱର, ୨।୧୨(ବ୍ୟୁରୋ): ଘରୋଇ ଲ୍ୟାବ୍‌ରେ କରୋନା ଟେଷ୍ଟ ଫି’ ନିର୍ଦ୍ଧାରଣ କରିଛନ୍ତି ରାଜ୍ୟ ସରକାର। ଘରୋଇ ଲ୍ୟାବ୍‌ରେ ଆରଟିପିସିଆର ଟେଷ୍ଟ ପାଇଁ ଏଣିକି ସର୍ବାଧିକ ୪୦୦...

ରାଜ୍ୟରୁ ପୁଣି ୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୭।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ୭ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୦୬୨କୁ ବୃଦ୍ଧି ପାଇଛି। ୭ ମୃତକଙ୍କ...

ବୁଲା ଜୀବଜନ୍ତୁଙ୍କୁ ମିଳୁନି ଖାଦ୍ୟ

ଭୁବନେଶ୍ୱର,୨୬ା୩(ବ୍ୟୁରୋ): ସାରା ବିଶ୍ୱ ଏବେ କରୋନା ମହାମାରୀର ଶିକାର ହୋଇଛି। ଏଭଳିସ୍ଥିତିରେ ସମଗ୍ର ଦେଶ ଏବଂ ରାଜ୍ୟରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ବିଶେଷକରି ରାଜଧାନୀ ଭୁବନେଶ୍ୱରରେ...

Advertisement


Archives

Model This Week