ଲକଡାଉନ ବିରୋଧରେ ଲୋକଙ୍କ ସ୍ୱର ଦବାଇବାକୁ ନିଜ ରାଷ୍ଟ୍ରୀୟ ସଙ୍ଗିତକୁ ସେନସର କରୁଛି ଚାଇନା

ବେଜିଂ,୨୩ ।୪: ଚାଇନାର ଇଣ୍ଟରନେଟ ସେନସର ଦେଶର ଜାତୀୟ ସଙ୍ଗିତକୁ ନେଇ କଡାକଡି ନିୟମ କରିଛନ୍ତି । ଯାହା ସାଂଘାଇ ଭଳି ସହରରେ କଡା ଲକଡାଉନକୁ ବିରୋଧ କରୁଥିବା ଲୋକମାନଙ୍କ ଦ୍ୱାରା କରାଯାଇଛି । ଚାଇନାର ଲୋକେ ସକରାତ୍ମକ ତଥା ହ୍ୟାସଟ୍ୟାଗ ବ୍ୟବହାର କରି କହିବାକୁ ଚାହୁଁଛନ୍ତି ବନ୍ଦ ସହରରେ ଲୋକେ କିପରି ଅଛନ୍ତି ।
୧୯୭୮ ପରଠାରୁ ଚାଇନା ‘ମାର୍ଚ ଅଫ୍ ଭଲ୍ୟୁଣ୍ଟିୟର୍ସ’କୁ ଏହାର ଜାତୀୟ ସଙ୍ଗୀତ ଭାବେ ବ୍ୟବହାର କରି ଆସୁଛି । ଏହାର ପ୍ରସିଦ୍ଧ ଶବ୍ଦ ‘ଉଠ ଯେଉଁମାନେ ଦାସ ହେବାକୁ ମନା କରନ୍ତି’ ସପ୍ତାହକ ମଧ୍ୟରେ ସାଂଘାଇ ଓ ଅନ୍ୟାନ୍ୟ ସହରର ବାସିନ୍ଦାମାନେ ଜାତୀୟ ସଙ୍ଗୀତ ବ୍ୟବହାର କରି ଜନସ୍ୱାସ୍ଥ୍ୟ ମାପର ଖରାପ କାର୍ଯ୍ୟକାରିତାକୁ ସମାଲୋଚନା କରିଥିଲେ । ନ୍ୟୁଜ ୱିକ ଦ୍ୱାରା ପ୍ରକାଶିତ ଏକ ରିପୋର୍ଟରେ ଏହି ସୂଚନା ଦିଆଯାଇଛି । କିନ୍ତୁ ହ୍ୟାସଟ୍ୟାଗ ଦ୍ୱାରା ବ୍ୟବହାର ହେଉଥିବା ଲାଇନକୁ ତୁରନ୍ତ ନିଷେଧ କରାଯାଇଥିଲା ।
ଚାଇନା ଲଗାତାର ‘ଜିରୋ କୋଭିଡ ‘ ପଲିସି ଜାରି ରଖୁଛି । ସାଂଘାଇରେ ଲାକଡାଉନ ଜାରି ରହିଥିବା ବେଳେ ଏହା ବିରୋଧରେ ସ୍ୱର ଉଠାଉଥିବା ଲୋକଙ୍କୁ ଚେତାବନୀ ଦିଆଯାଉଛି । ଏଥିପାଇଁ ଡ୍ରୋନର ବ୍ୟବହାର କରାଯାଉଛି ଓ ରୋବୋ କୁକୁର ସହରର ସଡ଼କରେ ବୁଲୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେଗନେନ୍ସି ପରେ କାହିଁକି ବଢ଼େ ଅଣ୍ଟା ବିନ୍ଧା ?

Why does lower back pain increase after pregnancy? ୮ରୁ ୧୦ ଘଣ୍ଟା ଅଫିସରେ ବସି କାମ କଲେ ବି ହେବନି ବ୍ୟାକ୍ ପେନ୍ ।…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

ଟଙ୍କା କମାଇବାରେ ଧୁରନ୍ଧର ଏହି ୪ ରାଶି, କୁବେରଙ୍କ ଭଳି ଖଟାନ୍ତି ମୁଣ୍ଡ…

ଆପଣ ମଧ୍ୟ ବୋଧହୁଏ ଲକ୍ଷ୍ୟ କରିଥିବେ ଯେ କିଛି ଲୋକ ଯେକୌଣସି କାମରେ ହାତ ଦିଅନ୍ତୁ ନା କାହିଁକି, ସେଥିରେ ସଫଳତା ଓ ପ୍ରଚୁର ଟଙ୍କା ଅର୍ଜନ…

ଚାଲାଣ କରୁଥିଲେ କଫ୍ ସିରପ୍, ମାଡ଼ି ବସିଲା ପୋଲିସ

ଭେଡେନ, ୬/୯ (ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଋଷୁଡ଼ା ଫାଣ୍ଡି ପୋଲିସ ଶନିବାର ବିପୁଳ ପରିମାଣର କଫ୍ ସିରପ୍ ଜବତ କରିଛି। ଏହି ଘଟଣାରେ…

୯/୧୧ ପରବର୍ତ୍ତୀ ଯୁଦ୍ଧ

ଆଉ ଦିନ କେଇଟା ପରେ ସେପ୍ଟେମ୍ୱର ୧୧ ଆକ୍ରମଣକୁ ୨୫ ବର୍ଷ ହୋଇଯିବ। ଆମେରିକୀୟମାନେ ଶୋକ ପ୍ରକାଶ କରିବେ ଏବଂ ଅନ୍ୟ ଏକ ଯୁଦ୍ଧ ଯୋଗୁ ସେମାନଙ୍କ…

ଜୋହିରି ମୋଲା ମିସ୍ ୱାର୍ଲ୍ଡ

ହାନୋଇ,୬ା୯: ଭିଏଟନାମ୍‌ର ନା ତ୍ରାଙ୍ଗ୍‌ ସହରରେ ଶନିବାର ଅନୁଷ୍ଠିତ ୭୩ତମ ଅନ୍ତର୍ଜାତୀୟ ବିଶ୍ୱ ସୁନ୍ଦରୀ ପ୍ରତିଯୋଗିତାର ଗ୍ରାଣ୍ଡ ଫିନାଲେରେ ଡୋମିନିକାନ୍‌ ରିପବ୍ଲିକ୍‌ର ଜୋହିରି ମୋଲା ମିସ୍‌ ଓ୍ୱାଲର୍‌ଡ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri