କରୋନା ବିସ୍ଫୋରଣ ମଧ୍ୟରେ ବଦଳିଲେ ଚାଇନାର ବୈଦେଶିକ ମନ୍ତ୍ରୀ

ବେଜିଂ,୩୧ ।୧୨: ଚାଇନାକୁ ଫେରିଥିବା କରୋନା ସଂକ୍ରମଣକୁ ନେଇ ବିଶ୍ୱର ସମସ୍ତ ଦେଶ ଚିନ୍ତିତ ହୋଇ ପଡିଥିବା ବେଳେ ଚାଇନା ତା’ର ବୈଦେଶିକ ମନ୍ତ୍ରୀଙ୍କୁ ବଦଳାଇ ଦେଇଛି । ସି ଜିନପିଙ୍ଗ ସରକାରରେ ଏବେ ପର୍ଯ୍ୟନ୍ତ ବୈଦେଶିକ ମନ୍ତ୍ରଣାଳୟ ସମ୍ଭାଳିଥିବା ୱାଂଗ ଇଙ୍କ ସ୍ଥାନରେ ଆମେରିକାରେ ଚାଇନାର ରାଷ୍ଟ୍ରଦୂତ ଥିବା ଚିନ ଗୌଂଗଙ୍କୁ ନୂଆ ବୈଦେଶକ ମନ୍ତ୍ରୀ ଭାବେ ନିଯୁକ୍ତି ମିଳିଛି । ଚିନ ଗ୍ୟାଂଗ ବୈଦେଶିକ ମନ୍ତ୍ରଣାଳୟର ପ୍ରବକ୍ତା ଭାବେ ବି କାମ କରିସାରିଛନ୍ତି । ବର୍ତ୍ତମାନ ସେ ଆମେରିକାର ଚାଇନା ରାଷ୍ଟ୍ରଦୂତ ଭାବେ ସେବା ଦେଉଛନ୍ତି ।
ଚାଇନା କୁମ୍ୟନିଷ୍ଟ ପାର୍ଟିର ମୁଖ୍ୟ ନୀତିନିକାୟ ରାଜନୈତିକ ବ୍ୟୁରୋ ଚିନଙ୍କ ପଦନ୍ନୋତିକୁ ମଞ୍ଜୁରୀ ଦେଇଛନ୍ତି । ଏବେ ପର୍ଯ୍ୟନ୍ତ ଏହା ସ୍ପଷ୍ଟ ହୋଇନାହିଁ ଯେ ୫୬ ବର୍ଷୀୟ ଚିନ ତତ୍କାଳ ପଦ ସମ୍ଭାଳିବେ ନା ନାହିଁ । ଏପଟେ ୬୯ ବର୍ଷିୟ ୱାଂଗଙ୍କୁ ସିପସିର ଉଚ୍ଚାଧିକାରୀ ପ୍ରାପ୍ତ ରାଜନୈତିକ ବ୍ୟୁରୋରେ ପଦୋନ୍ନତି ଦିଆଯାଇଛି । ଏହାଦ୍ୱାରା ସେ ଦେଶର ଶ୍ରେଷ୍ଠ ରାଜନେତା ହୋଇଯାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?