Posted inଜାତୀୟ

ଚାଇନା ସୀମାକୁ ପଠାଇଲା ବୋମା ବର୍ଷି ବିମାନ

ନୂଆଦିଲ୍ଲୀ,୧୯ ।୧୧: ଭାରତ ସହ ଲଦ୍ଦାଖ ସୀମାରେ ଲାଗିରହିଥିବା ବିବାଦ ମଧ୍ୟରେ ଚାଇନା ଏଲ୍‌ଏସିରେ ବୋମା ବର୍ଷି ଏଚ୍‌-୬କେ ବିମାନ ମୁତୟନ କରିଦେଇଛି । ଯାହା ସିଜେ-୨୦ ମିଶାଇଲଠାରୁ ଅଧିକ କ୍ଷମତା ରଖେ । ମିଶାଇଲର ଆକ୍ରମଣ କ୍ଷମତା ଦିଲ୍ଲୀ ପର୍ଯ୍ୟନ୍ତ ବୋଲି କୁହାଯାଉଛି । ହେଲେ ଚାଇନାର ଜଣେ ପ୍ରତିରକ୍ଷା ବିଶେଷଜ୍ଞ ବିମାନରେ ଏହି ମିଶାଇଲ ନ ଥିବା କହିଛନ୍ତି । ସାଉଥ୍ ଚାଇନା ମର୍ଣ୍ଣିଂ ପୋଷ୍ଟର ସୂଚନା ଅନୁସାରେ ବେଜିଂ ନିକଟରେ ମୁତୟନ ଥିବା ଏହି ବିମାନକୁ ଚାଇନାର ସିନଜିୟାଙ୍ଗ ଅଞ୍ଚଳକୁ ପଠାଇ ଦିଆଯାଇଛି । ସେନା ବିଶେଷଜ୍ଞଙ୍କ କହିବା କଥା ହେଲା ଏହି ବମ୍ବର କିଛି ଆଧୁନିକ ଟେକନିକରେ ଭରପୁର ରହିଛି । ଚାଇନା ଚଳିତ ବର୍ଷ ଜାନୁୟାରୀରେ ତାଇୱାନର ଏୟାର ସ୍ପେଶରେ ବି ଏହି ଏୟାରକ୍ରାପ୍ଟକୁ ପଠାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଅନୁପ୍ରବେଶ ରୋକିବ ଅପରେଶନ ସୁଦର୍ଶନ

ନୂଆଦିଲ୍ଲୀ, ୮ା୭(ପି.ଟି.): ପଞ୍ଜାବ ଓ ଜମ୍ମୁସ୍ଥିତ ପାକିସ୍ତାନ ସୀମାରେ ଅନୁପ୍ରବେଶ ନିରୋଧୀ ଗ୍ରୀଡ୍‌କୁ ଅଧିକ ମଜଭୁତ କରିବା ଲାଗି ବିଏସ୍‌ଏଫ୍‌ ପକ୍ଷରୁ ଅଭିଯାନ ଆରମ୍ଭ ହୋଇଛି।...

କରୋନା ମହାମାରୀକୁ ନେଇ ସଚେତନ କରାଇବେ କେଜରିଓ୍ବାଲ

ନୂଆଦିଲ୍ଲୀ,୮।୯: କରୋନା ସଂକ୍ରମଣ ଏବେ ସାଧାରଣ ଜୀବନ ଜୀବିକା ଉପରେ ଖୁବ୍‌ ପ୍ରଭାବ ପକାଇଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଏବେ ଦିଲ୍ଲୀବାସୀଙ୍କୁ କରୋନା ମହାମାରୀଠାରୁ...

କଲେଜିୟମ୍‌ ସୁପାରିଶକୁ ଖଣ୍ଡନ କରିବା ଏବେ ସାଧାରଣ ଘଟଣା ପାଲଟିଛି, ସୁପ୍ରିମ୍‌କୋର୍ଟଙ୍କ କ୍ଷୋଭ…

ନୂଆଦିଲ୍ଲୀ ,୧୭।୧୦: ହାଇକୋର୍ଟରେ ବିଚାରପତିଙ୍କ ବୃଦ୍ଧି ପାଉଥିବା ଖାଲି  ସଂଖ୍ୟା ସ୍ବୀକୃତ ପଦବୀର ପ୍ରାୟ ୫୦ ପ୍ରତିଶତରେ ପହଞ୍ଚିଛି। ଏସବୁ ପଦବୀର ପୂରଣ ପାଇଁ ସୁପ୍ରିମକୋର୍ଟ...

୫୬ ବର୍ଷରେ ୪ ଥର ବିଦ୍ରୋହ

ମୁମ୍ବାଇ,୨୩ା୬: କ୍ୟାଡରଭିତ୍ତିକ ଦଳ, ନେୃତୃତ୍ୱ ପ୍ରତି ପ୍ରବଳ ଆନୁଗତ୍ୟ। ତଥାପି ଚାରି ଚାରି ଥର ବିଦ୍ରୋହକୁ ସମ୍ନା କରିଛି ଶିବସେନା। ତହିଁରୁ ୩ ଥର ବିଦ୍ରୋହ...

ଚାର୍‌ ଧାମ ପରିଯୋଜନା ରାଷ୍ଟ୍ରୀୟ ସୁରକ୍ଷା ପାଇଁ ଗୁରୁୁତ୍ୱପୂର୍ଣ୍ଣ, ସୁପ୍ରିମ୍‌କୋର୍ଟଙ୍କୁ କହିଲେ ସରକାର…

ନୂଆଦିଲ୍ଲୀ,୧୦।୧୧: ଦେଶରେ ଜାରି ରହିଥିବା ଚାର୍‌ ଧାମ ପରିଯୋଜନା ରାଷ୍ଟ୍ରୀୟ ସୁରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ। ଏହା ଦେଶ ପାଇଁ ଅପରିହାର୍ଯ୍ୟ ହୋଇପଡ଼ିଛି ବୋଲି କେନ୍ଦ୍ର ସରକାରଙ୍କ...

ବିନା ମାସ୍କରେ ମିଳିବନି ପେଟ୍ରୋଲ,ଡିଜେଲ

ନୂଆଦିଲ୍ଲୀ,୨୦।୪: ପେଟ୍ରୋଲିୟମ ଡିଲର୍ସ ଆସୋସିଏଶନ ପକ୍ଷରୁ ଏକ ବଡ ଘୋଷଣା କରାଯାଇଛି। ଆସୋସିଏଶନର ଅଧ୍ୟକ୍ଷ ଅଜୟ ବଂଶଲ କହିଛନ୍ତି ଯେ, ପେଟ୍ରୋଲ ପମ୍ପଗୁଡିକରେ କାମ କରୁଥିବା...

ହେଲମେଟ୍‌ର ଓଜନ ଦେଢ଼ କିଲୋରୁ ଊର୍ଦ୍ଧ୍ୱ ହେଲେ ଲାଗିପାରେ ଜରିମାନା!

ଭୋପାଳ,୧୮।୮: ମଧ୍ୟପ୍ରଦେଶରେ ଟ୍ରାଫିକ୍‌ ନିୟମ ଏବେ କଡ଼ାକଡ଼ି ହେବାକୁ ଯାଉଛି। ପରିବହନ ବିଭାଗ, ନାପଟୋଲ ଓ ଟ୍ରାଫିକ୍‌ ପୋଲିସ ମିଳିତ ଭାବେ ଏବେ ସ୍ବତନ୍ତ୍ର ଯାଞ୍ଚ...

ସ୍କୁଟର ଚଳାଇବା ବେଳେ ଭାରସାମ୍ୟ ହରାଇଲେ ମମତା

କୋଲକାତା,୨୫।୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପ୍ରତିବାଦରେ ଗୁରୁବାର ଇ-ସ୍କୁଟରରେ ସଚିବାଳୟ ଯାଇଥିଲେ। ପରେ ରାଜ୍ୟ ସଚିବାଳୟରୁ ମୁଖ୍ୟମନ୍ତ୍ରୀ...

Advertisement
Archives

Model This Week