Posted inଜାତୀୟ

ଲଦାଖରେ ଚାଇନାର ନୂଆ ଏୟାରବେସ୍‌

ନୂଆଦିଲ୍ଲୀ, ୧୯।୭: ପୂର୍ବ ଲଦାଖରେ ଭାରତ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ଗତବର୍ଷଠାରୁ ମୁହାଁମୁହିଁ ସ୍ଥିତି ଲାଗି ରହିଛି। ବେଜିଂ ଏବେ ସୀମାରେ ଭିତ୍ତିଭୂମି ବଢ଼ାଇବା ସହ ସୈନ୍ୟମାନଙ୍କ ପାଇଁ ସ୍ଥାୟୀ କଂକ୍ରିଟ ଶିବିର ନିର୍ମାଣ କରୁଛି। ଏଥିସହିତ ଲଦାଖ ନିକଟବର୍ତ୍ତୀ ଶାକ୍‌ଚେଠାରେ ଚାଇନା ନୂଆ ବାୟୁସେନା ଘାଟି ନିର୍ମାଣ କରିଛି। ଗତବର୍ଷ ମେ’ରୁ ଚାଇନାର ପିପୁଲ୍ସ ଲିବରେଶନ ଆର୍ମି (ପିଏଲ୍‌ଏ) ବାୟୁସେନା ସୀମାରେ ୭ଟି ଏୟାରବେସ୍‌ ନିର୍ମାଣ କଲାଣି। ଏହି ଘାଟିଗୁଡ଼ିକ କାର୍ଯ୍ୟକ୍ଷମ ହେଲେ ପ୍ରକୃତ ନିୟନ୍ତ୍ରଣ ରେଖାରେ ଚାଇନାର ଶକ୍ତି ବୃଦ୍ଧି ପାଇବ। ଯୁଦ୍ଧବିମାନ ଉଡ଼ାଣ ଲାଗି ଶାକ୍‌ଚେ ଏୟାରବେସ୍‌କୁ ପ୍ରସ୍ତୁତ କରାଯାଉଛି। ତେଣୁ ଭାରତୀୟ ସେନା ସହ ପିଏଲ୍‌ଏର ବିବାଦ ଦୀର୍ଘଦିନ ଜାରି ରହିବା ଏଥିରୁ ସ୍ପଷ୍ଟ ସୂଚନା ମିଳୁଛି ବୋଲି ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାଦୀୟ ଟୁଇଟ୍‌ ଡିଲିଟ୍‌ କଲେ ବିବେକ

ମୁମ୍ବାଇ,୨୧।୫: ବିଲିଉଡ୍‌ ଅଭିନେତା ବିବେକ ଓବରଏ ଟୁଇଟର୍‌ରେ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନଙ୍କ ଏକ ବିବାଦୀୟ ଫଟୋ ପୋଷ୍ଟ କରି ଆସିଥିଲେ ବିବାଦକୁ। ହେଲେ ମଙ୍ଗଳବାର...

ବଢିଲା ଫଡନଭିଶଙ୍କ ସମସ୍ୟା

ମୁମ୍ବାଇ,୨୬।୧୦: ଗତ ୪୦ ବର୍ଷ ମଧ୍ୟରେ ଦେବେନ୍ଦ୍ର ଫଡନବିଶ ଏକ ମାତ୍ର ମୁଖ୍ୟମନ୍ତ୍ରୀ ଯିଏ ସୁରୁଖୁରୁ ଭାବେ ନିଜର ୫ ବର୍ଷ କାର୍ଯ୍ୟକାଳ ପୂରଣ କରିଛନ୍ତି।...

‘ଛୁଟି ଚାହୁଁଥିଲେ ଏକା ଦେଖାକର’ ମନ୍ତବ୍ୟକୁ ନିର୍ଯାତନା ସୂଚକ ଭାବେ ଗ୍ରହଣ କରିହେବ ନାହିଁ, ହାଇକୋର୍ଟ…

ରାୟପୁର,୪।୧୧: ଜଣେ ସହକାରୀ ପ୍ରଫେସରଙ୍କ ବିରୋଧରେ ଅଣାଯାଇଥିବା ଯୌନ ନିର୍ଯାତନା ଏଫଆଇଆର୍‌କୁ ଖଣ୍ଡନ କରି ଛତିଶଗଡ ହାଇକୋର୍ଟ କହିଛନ୍ତି, ‘ଯଦି ଛୁଟି ଚାହୁଁଛ, ଏକୁଟିଆ ଦେଖା...

ତୀର୍ଥଯାତ୍ରୀଙ୍କ ଉପରେ କାର୍‌ ମାଡିଯିବା ଘଟଣା: ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଅହମ୍ମଦାବାଦ, ୨।୯: ଗୁଜୁରାଟର ଆରାଭାଲୀ ଜିଲାର ଅମ୍ବାଜୀରେ ଶୁକ୍ରବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ...

ମଇଦାନରେ ଷ୍ଟାର୍‌ ଓ୍ବାର୍‌

ନୂଆଦିଲ୍ଲୀ, ୧୮ା୩: ୪ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳରେ ହେବାକୁ ଯାଉଛି ବିଧାନସଭା ନିର୍ବାଚନ। ଦଳଡ଼ିଆଁ ପର୍ବ ପରେ ଜୋର୍‌ଦାର ହୋଇଛି ଆକ୍ଷେପ ପ୍ରତିଆକ୍ଷେପର...

ସିବିଆଇ-ଇଡି ମୁଖ୍ୟଙ୍କ କାର୍ଯ୍ୟକାଳ ୫ ବର୍ଷ ପର୍ଯ୍ୟନ୍ତ ବଢ଼ିବ…

ନୂଆଦିଲ୍ଲୀ,୧୪।୧୧: ସିବିଆଇ ଏବଂ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ମୁଖ୍ୟଙ୍କ କାର୍ଯ୍ୟକାଳ ଏଣିକି ୫ ବର୍ଷ ପର୍ଯ୍ୟନ୍ତ ବୃବଦ୍ଧି କରାଯାଇ ପାରିବ। ଏ ସମ୍ପର୍କିତ ଦୁଇ ଅଧ୍ୟାଦେଶକୁ ରାଷ୍ଟ୍ରପତି...

କୋଠା ଭୁଶୁଡ଼ି ଜଣେ ମୃତ

ବଡୋଦରା,୨୦ା୧୦: ଗୁଜରାଟର ବଡୋଦରା ସହରରେ ଏକ ବହୁମହଲା କୋଠା ଭୁଶୁଡ଼ି ଜଣେ ପ୍ରାଣ ହରାଇଥିତ୍ବାବେଳେ ଭଗ୍ନାବଶେଷ ତଳେ ୭ ଜଣ ଫସିରହିଥିବା ଆଶଙ୍କା କରାଯାଉଛି। ୫...

ସିଦ୍ଧୁଙ୍କ ମେଗା ଶୋ’: ବିଧାୟକଙ୍କ ସହ ସ୍ବର୍ଣ୍ଣ ମନ୍ଦିରରେ ଟେକିଲେ ମଥା

ଚଣ୍ଡିଗଡ,୨୧।୭। ପଞ୍ଜାବ କଂଗ୍ରେସର ସଙ୍କଟ ମଧ୍ୟରେ ଦଳର ନବନିଯୁକ୍ତ ସଭାପତି ନବଜୋତ ସିଂ ସିଦ୍ଧୁ ବୁଧବାର ଅମୃତସରରେ ପ୍ରଥମ ବୈଠକ ଡାକିଥିଲେ। ଏହି ବୈଠକରେ ୬୨ଜଣ...

Advertisement
Archives

Model This Week