ଆମେରିକାର ଚେତାବନି ପରେ ନଇଁଲା ଚାଇନା! ଯୁଦ୍ଧରେ କୌଣସି ପକ୍ଷକୁ ଅସ୍ତ୍ର ନ ଦେବାକୁ ନେଲା ସଂକଳ୍ପ

ବେଜିଂ,୧୫।୪: ରୁଷିଆ-ୟୁକ୍ରେନ ଯୁଦ୍ଧରେ ଚାଇନା କୌଣସି ପକ୍ଷକୁ ଅସ୍ତ୍ର ବିକ୍ରୟ କରିବ ନାହିଁ। ପଶ୍ଚିମ ଦେଶ ଚିନ୍ତା ପ୍ରକଟ କରିଥିଲା କି ବେଜିଂ ରୁଷିଆକୁ ସେନା ସହାୟତା ପ୍ରଦାନ କରିପାରେ। ଏହାର ଜବାବରେ ଚାଇନାର ବଦେଶିକ ମନ୍ତ୍ରୀ କିନ ଗୌଂଗ ଶୁକବ୍ରାର ଏହା କହିଛନ୍ତି। ଚାଇନା ରାଜନୈତିକ, ବୟାନବାଜି ଓ ଆର୍ଥିକ ଭାବେ ରୁଷିଆର ସମର୍ଥନ କରି ଏହା ସୁନିଶ୍ଚିତ କରିଛି ଯେ ସେ ସଂଘର୍ଷରେ ତଟସ୍ତ। ଚାଇନାର ଏହି ବୟାନ ଏମିତି ସମୟରେ ଆସିଛି ଯେତେବେଳେ ପଶ୍ଚିମ ଦେଶ ରୁଷିଆ ଉପରେ ଦଣ୍ଡାତ୍ମକ ପ୍ରତିବନ୍ଧ ଲଗାଇଛି ଓ ମସ୍କୋକୁ ତା’ର ପଡୋଶୀ ଉପରେ ଆକ୍ରମଣ ପାଇଁ ପୃଥକ କରିବାକୁ ଚେଷ୍ଟା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜନୀତିରୁ ଦୂରେଇ ରହିବେ ଟ୍ରମ୍ଫଙ୍କ ସାନ ପୁଅ

ଓ୍ବାଶିଂଟନ,୧୧।୫: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସାନପୁଅ ବାରୁନ ବର୍ତ୍ତମାନ ରାଜନୀତିରୁ ଦୂରେଇ ରହିବେ। ନିକଟରେ ଖବର ଆସିଥିଲା ଯେ ସେ ଟ୍ରମ୍ପ ପରିବାରର...

କାନାଡ଼ାରେ ଗୁପ୍ତଚର ବୃତ୍ତିରେ ସାମିଲ ଥିଲା ଭାରତ

ଅଟାଓ୍ବା, ୧୧।୫: ଭାରତ କାନାଡ଼ାର ବିଭିନ୍ନ ଗୁପ୍ତଚର କାର୍ଯ୍ୟକଳାପରେ ସାମିଲ ଥିବା ନେଇ କାନାଡ଼ାର ଗୋଇନ୍ଦା ଏଜେନ୍ସି ‘କାନାଡ଼ିଆନ ସୁରକ୍ଷା ଗୁପ୍ତଚର ସେବା(ସିଏସ୍‌ଆଇଏସ୍‌)’ ଦାବି କରିଛି। ଏନେଇ...

ବିମାନ ବନ୍ଦରରେ ଲାଗିଲା ନିଆଁ, ଇମିଗ୍ରେଶନ ସିଷ୍ଟମ ପ୍ରଭାବିତ

ଲାହୋର,୧୦।୫: ଗୁରୁବାର ପାକିସ୍ତାନର ପଞ୍ଜାବ ପ୍ରଦେଶ ଲାହୋରର ଆଲାମା ଇକବାଲ ଅନ୍ତର୍ଜାତୀୟ ବିମାନବନ୍ଦରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟି ସମଗ୍ର ଇମିଗ୍ରେସନ ସିଷ୍ଟମକୁ କ୍ଷତି...

ଭାରତୀୟ ନିର୍ବାଚନକୁ ପ୍ରଶଂସା କଲା ଆମେରିକା

ଓ୍ବାଶିଂଟନ,୧୦ା୫: ଭାରତରେ ଆମେରିକାର ରାଷ୍ଟ୍ରଦୂତ ଏରିକ୍‌ ଗାର୍ସେଟି ଭାରତରେ ଗଣତନ୍ତ୍ରକୁ ନେଇ କିଛି ଅଞ୍ଚଳରେ ଉଠିଥିବା ଚିନ୍ତାକୁ ଖାରଜ କରି କହିଛନ୍ତି ଯେ, ଏକବିଂଶ ଶତାବ୍ଦୀରେ...

ବହିଷ୍କାର ହେଲେ ଦୁଇ ମନ୍ତ୍ରୀ

କିଭ୍‌,୧୦ା୫: ୟୁକ୍ରେନ ଦୁଇ ବରିଷ୍ଠ ମନ୍ତ୍ରୀଙ୍କୁ ବରଖାସ୍ତ କରିଛି। ୟୁକ୍ରେନ ସଂସଦ ଗୁରୁବାର ଏହାକୁ ଅନୁମୋଦନ କରିଛି। ଉପ ପ୍ରଧାନମନ୍ତ୍ରୀ ଆଲେକ୍‌ଜାଣ୍ଡାର କୁବ୍ରାକୋଭ୍‌ ଏବଂ କୃଷିମନ୍ତ୍ରୀ...

ଶେଷରେ ଭାରତ ଆଗରେ ମୁଣ୍ଡ ନୁଆଁଇଲା ଆମେରିକା

ଓ୍ବାଶିଂଟନ୍‌/ନୂଆଦିଲ୍ଲୀ,୧୦।୫: : ଖଲିସ୍ତାନୀ ନେତା ଗୁରପତଓ୍ବନ୍ତ ସିଂ ପନ୍ନୁ ହତ୍ୟା ଉଦ୍ୟମ ପଛରେ ନୂଆଦିଲ୍ଲୀ ସମ୍ପୃକ୍ତ ଥିବା ଅଭିଯୋଗର ନିର୍ଭରଯୋଗ୍ୟ ପ୍ରମାଣ ଆମେରିକା ଏପର୍ଯ୍ୟନ୍ତ ଦେଇ...

୫ ଭାରତୀୟଙ୍କୁ ମୁକ୍ତ କଲା ଇରାନ

ତେହରାନ,୧୦ା୫: କତାରରୁ ୮ ଜଣ ପୂର୍ବତନ ଭାରତୀୟ ନୌସେନା ସୈନିକଙ୍କୁ ନିରାପଦ ପ୍ରତ୍ୟାବର୍ତ୍ତନ ପରେ ଭାରତ ଆଉ ଏକ ପ୍ରମୁଖ କୂଟନୈତିକ ସଫଳତା ହାସଲ କରିଛି।...

ବିମାନରେ ସିଗାରେଟ୍‌ ଟାଣି ଗିରଫ

ଓମାନର ମସ୍କଟରୁ ମୁମ୍ବାଇ ଯାତ୍ରା କରୁଥିବା ଏକ ଭିସ୍ତାରା ବିମାନର ଓ୍ବାଶ୍‌ରୁମରେ ସିଗାରେଟ ଟାଣୁଥିବାରୁ ତାମିଲନାଡ଼ୁ କନ୍ୟାକୁମାରୀର ବାଳକୃଷ୍ଣ ରାଜାୟନ (୫୧)ଙ୍କୁ ଗିରଫ କରାଯାଇଛି। ପାଇଲଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri