ହିନ୍ଦ ମହାସାଗରରେ ଶକ୍ତି ବୃଦ୍ଧି ପାଇଁ ପ୍ରସ୍ତୁତ ହେଉଛି ଚାଇନା! ଭାରତର ଅନୁପସ୍ଥିତିରେ ୧୯ ଦେଶଙ୍କ ସହ କଲା ବୈଠକ

ବେଜିଂ,୨୭ ।୧୧: ଚାଇନା ଚଳିତ ସପ୍ତାହ ଆରମ୍ଭରେ ଭାରତକୁ ବାଦ ଦେଇ ଦକ୍ଷିଣ ଏସିଆର ସମସ୍ତ ଦେଶ ସହିତ ହିନ୍ଦ ମହାସାଗର କ୍ଷେତ୍ରରେ ୧୯ ଦେଶଙ୍କ ସହ ବୈଠକ କରିଛି । ବିଶେଷ ସୂତ୍ରର ସୂଚନା ଅନୁଯାୟୀ, ଏହି ବୈଠକକୁ ଭାରତକୁ ନିମନ୍ତ୍ରଣ କରାଯାଇ ନ ଥିଲା । ଏହି ବୈଠକ ରଣନିତିକ ସମୁଦ୍ର କ୍ଷେତ୍ର ଓ ପ୍ରମୁଖ ସମୁଦ୍ର ବ୍ୟାପାର ମାର୍ଗରେ ବେଜିଂର ବଢୁଥିବା ପ୍ରଭାବର ତାଜା ସଙ୍କେତ ବୋଲି କୁହାଯାଉଛି । ଚାଇନର ବୈଦେଶିକ ମନ୍ତ୍ରଣାଳୟ ସହ ଜଡିତ ସଙ୍ଗଠନ ଚାଇନା ଅନ୍ତରାଷ୍ଟ୍ରୀୟ ବିକାଶ ସହଯୋଗ ଏଜେନ୍ସି (ସିଆଇଡିସିଏ)ର ବୟାନରେ କୁହାଯାଇଛି କି ୨୧ ନଭେମ୍ବରରେ ବିକାଶ ସହଯୋଗକୁ ନେଇ ହିନ୍ଦ ମହାସାଗର କ୍ଷେତ୍ରୀୟ ମଞ୍ଚ(ଆଇଓଆରଏଫଡିସି)ର ବୈଠକରେ ୧୯ ଦେଶ ଭାଗ ନେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

‘We Will Kill Trump…’,ପ୍ରତିଶୋଧର ନିଆଁ! ଖାମେନେଇଙ୍କ ଅନ୍ତିମ ସଂସ୍କାର ଭୂମିରୁ ଟ୍ରମ୍ପଙ୍କୁ ମୃତ୍ୟୁ ଧମକ

ତେହରାନ,୯ା୭: ଆମେରିକା ଇରାନର ଆଠଟି ସହର ଉପରେ ଆକ୍ରମଣ କରିଛି । ପ୍ରତିଶୋଧ ସ୍ୱରୂପ, ତେହରାନ ବାହାରିନ ଏବଂ କୁୱେତରେ ଥିବା ଅନେକ ସାମରିକ ଘାଟିକୁ ଟାର୍ଗେଟ…

ଝିଆରୀଙ୍କୁ ବଳାତ୍କାର କଲେ ଦାଦା: ଘରେ କେହି ନ ଥିବାବେଳେ…

ଭଦ୍ରକ,୯ା୭(ସନାତନ ରାଉତ): ନାବାଳିକା ଝିଆରୀଙ୍କୁ ବଳାତ୍କାର ଅଭିଯୋଗରେ ସମ୍ପର୍କୀୟ ଦାଦାଙ୍କୁ ପୋଲିସ ଗିରଫ କରିଛି। ଏପରି ଘଟଣା ଘଟିଛି ଭଦ୍ରକ ଟାଉନ ଥାନା ଅଞ୍ଚଳରେ। ରଜ ସମୟରେ…

ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟା ଜଳ ନିଷ୍କାସନ: ଖୋଲିଲା ୪ ସ୍ଲୁଇସ ଗେଟ

ସମ୍ବଲପୁର,୯।୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ ପ୍ରକ୍ରିୟା ଆରମ୍ଭ ହୋଇଛି। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ବଡ଼ ଡିଲ୍‌: ଚାଇନା-ପାକିସ୍ତାନ ଛାନିଆ

ମେଲବୋର୍ନ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଣ୍ଟୋନି ଆଲବାନିଜଙ୍କ ଉପସ୍ଥିତିରେ ମେଲବୋର୍ନରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ଚୁକ୍ତି ସ୍ବାକ୍ଷରିତ ହୋଇଛି।…

ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ଶସ୍ତା ହେବ ମୋବାଇଲ୍-ଲାପ୍‌ଟପ୍‌, ସରକାର ନେଲେ ଏହି ପଦକ୍ଷେପ

ନୂଆଦିଲ୍ଲୀ,୯।୭: କେନ୍ଦ୍ର ସରକାର ସ୍ମାର୍ଟଫୋନ୍, ୱାୟାରଲେସ୍ ଚାର୍ଜର୍, କମ୍ପ୍ୟୁଟର, ଲାପଟପ୍, ସ୍ମାର୍ଟ ଟିଭି, ସ୍ମାର୍ଟୱାଚ୍ ଏବଂ ଫିଟନେସ୍ ବ୍ୟାଣ୍ଡ ଭଳି ଇଲେକ୍ଟ୍ରୋନିକ୍ ଜିନିଷରେ ବ୍ୟବହୃତ ଉପାଦାନଗୁଡ଼ିକ ଉପରେ…

ପାଠ ପଢ଼ିବାକୁ ଭୁବନେଶ୍ବର ଆସିଥିଲେ ଝିଆରୀ; ବଳାତ୍କାର କରୁଥିଲେ ମଉସା, ସହଯୋଗ କରୁଥିଲେ ମାଉସୀ

ଭୁବନେଶ୍ୱର,୯।୭(ପ୍ରସନଜିତ୍‌ ସାହୁ): ରାଜଧାନୀ ଭୁବନେଶ୍ୱରରେ ଏକ ବଳାତ୍କାର ଘଟଣା ସାମ୍ନାକୁ ଆସିଛି। ନୟାପଲ୍ଲୀ ଥାନା ଅନ୍ତର୍ଗତ ନୂଆସାହିସ୍ଥିତ ଏକ ଆପାର୍ଟମେଣ୍ଟରେ ଜଣେ ନାବାଳିକା ଝିଆରୀଙ୍କୁ ତାଙ୍କ ମଉସା…

ପିଏମ ମୋଦିଙ୍କ ସ୍ବାଗତ ପୂର୍ବରୁ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା: ସାରା ବିଶ୍ୱରେ ପଡିଗଲା ଚହଳ

ୱେଲିଂଟନ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜର ୩ଟି ଦେଶ ଗସ୍ତର ଦ୍ୱିତୀୟ ପର୍ଯ୍ୟାୟରେ ଏବେ ଅଷ୍ଟ୍ରେଲିଆରେ ପହଞ୍ଚିଛନ୍ତି। ଅଷ୍ଟ୍ରେଲିଆ ଗସ୍ତ ଶେଷ କରି ସେ ସେଠାରୁ ସିଧାସଳଖ…

ଇଟାର ଜବାବ ପଥରରେ ଦେବୁ: ଆମେରିକାକୁ ଚେତାବନୀ ଦେଲା ଇରାନ

ଓ୍ବାଶିଂଟନ୍‌,୯।୭: ଆମେରିକା ପୁଣିଥରେ ଇରାନର ଅନେକ ସ୍ଥାନକୁ ଟାର୍ଗେଟ କରିଛି। ଇରାନ ଜୋରଦାର ପ୍ରତିକ୍ରିୟା ଦେଇ ବାହାରିନ ଏବଂ କୁଏତରେ ଥିବା ସ୍ଥାନଗୁଡ଼ିକୁ ଆକ୍ରମଣ କରିଛି। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri