ପାକିସ୍ତାନକୁ ୬୦ କୋଟି ଡଲାର ଋଣ ଦେଲା ଚାଇନା…

ବେଜିଂ/ଇସଲାମାବାଦ,୧୮।୭ : ପାକିସ୍ତାନର ଅବସ୍ଥା ଗୁରୁତର ହୋଇଛି। ମୁଦ୍ରାସ୍ଫୀତି ଯୋଗୁଁ ଦେଶରେ ବିଶୃଙ୍ଖଳା ଦେଖାଦେଇଛି। ଏଭଳି ପରିସ୍ଥିତିରେ ଚାଇନା ପୁଣି ଥରେ ଅର୍ଥନୈତିକ ସଙ୍କଟ ଦେଇ ଗତି କରୁଥିବା ପାକିସ୍ତାନ ପ୍ରତି ନିଜର ଦାୟିତ୍ୱବୋଧ ପୂରଣ କରିବାର ଦାୟିତ୍ୱ ଗ୍ରହଣ କରିଛି। ଚାଇନା ପାକିସ୍ତାନକୁ ୬୦ lକୋଟି ଆମେରିକୀୟ ଡଲାରର ଅତିରିକ୍ତ ଋଣ ଦେଇଛି।

୧୮ ଜୁନ (ମଙ୍ଗଳବାର) ପ୍ରଧାନମନ୍ତ୍ରୀ ଶାହାବାଜ ସରିଫ ଏ ବିଷୟରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ ଶେହବାଜ ସରିଫ କହିଛନ୍ତି ଦେଶର ବୈଦେଶିକ ମୁଦ୍ରା ଭଣ୍ଡାରକୁ ବୃଦ୍ଧି କରିବାରେ ଆଇଏମଏଫ ଚୁକ୍ତି ଅନୁଯାୟୀ ପାକିସ୍ତାନ ଏହାର ସର୍ବକାଳୀନ ସହଯୋଗୀ ଚାଇନାଠାରୁ ଅତିରିକ୍ତ ଋଣ ପାଇଛି। ପ୍ରଧାନମନ୍ତ୍ରୀ ସରିଫ କହିଛନ୍ତି, ଚାଇନାର ଏକ୍ସମ ବ୍ୟାଙ୍କ ଏକ ରୋଲଓଭର ଯୋଗାଇ ଦେଇଛି, ଯାହା ଦେଶର ବୈଦେଶିକ ମୁଦ୍ରା ଭଣ୍ଡାରକୁ ବୃଦ୍ଧି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷାଗାରରୁ ବାହାରିଲା ‘କରୋନା ଭାଇରସ’ର ଭାଇ, ରୁଷିଆରେ ୱୁହାନ ଭଳି ଘଟଣାର ପୁନରାବୃତ୍ତି!

ମସ୍କୋ,୫।୧୦: ରୁଷିଆର ସାଇବେରିଆ ଅଞ୍ଚଳରେ ଏକ ସଂକ୍ରମଣକୁ ନେଇ ଉଦବେଗ ସୃଷ୍ଟି ହୋଇଛି। ଏକ ସ୍ଥାନୀୟ ପରୀକ୍ଷାଗାରରେ ଘଟିଥିବା ଦୁର୍ଘଟଣା ପରେ, ଏକ ସନ୍ଦିଗ୍ଧ ବିପଜ୍ଜନକ ସଂକ୍ରମଣକୁ…

ପାଣିପାଗ ବିଭାଗର ବଡ଼ ସୂଚନା, ଆସନ୍ତା ୪ ଦିନ ଯାଏ ଏହି ଜିଲାରେ କଲବଲ କରିବ ତାତି

ଭୁବନେଶ୍ୱର,୫ା୧୦(ବନ୍ଦନା ସେଠୀ): ରାଜ୍ୟରେ ଏବେ ତାପମାତ୍ରା ବଢ଼ୁଛି । ଖରାତାତି ସାଙ୍ଗକୁ ଗରମ ଗୁଳୁଗୁଳି ଅନୁଭୂତ ହେଉଛି । ଆସନ୍ତା ୩/୪ ଦିନ ପର୍ଯ୍ୟନ୍ତ ଏଭଳି ସ୍ଥିତି…

ସୋସିଆଲ ମିଡିଆରେ ଉଠିଲା ପ୍ରଶ୍ନ

ଦୁବାଇ,୫ା୧୦: ଦୁବାଇରୁ ୧୭୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କୁ ନେଇ ବୁଧବାର ଇସ୍ରାଏଲ୍‌ର ତେଲ୍‌ ଆଭିଭ୍‌ ଯାଉଥିବା ଫ୍ଲାଏଦୁବାଇ ବିମାନର ସହପାଇଲଟ୍‌ ହମାମ ଅଲ୍‌-ହମାମି ଏହାକୁ ନିୟନ୍ତ୍ରଣକୁ ନେଇ ଦୁର୍ଘଟଣାଗ୍ରସ୍ତ…

ୟୁକ୍ରେନ୍‌ରେ ଭାରତୀୟ ଔଷଧ ପ୍ଲାଣ୍ଟ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ: ଜଣେ ମୃତ

ନୂଆଦିଲ୍ଲୀ,୫ା୧୦: ୟୁକ୍ରେନ୍‌ରେ ଥିବା ଭାରତର କୁସୁମ ଗ୍ରୁପ୍‌ ପରିଚାଳିତ ଏକ ଔଷଧ କାରଖାନା ଉପରେ ରୁଷିଆ ଡ୍ରୋନ୍‌ ଆକ୍ରମଣ କରିବାରୁ ଜଣେ ପ୍ରାଣ ହରାଇବା ସହ ଅନେକେ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?